Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ରଥଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

param by param
Jul 8, 2024, 05:51 am GMT+0530
FacebookTwitterWhatsAppTelegram

ପୁରୀରେ ଆଜି ସନ୍ଧ୍ୟା ୫ଟା ପୂର୍ବରୁ ରଥଟଣା ଆରମ୍ଭ ହୋଇଥିଲା। ସର୍ବ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜକୁ ଶରଧାବାଲି ଅଭିମୁଖେ ଟଣାଯାଇଥିଲା। ସନ୍ଧ୍ୟା ପ୍ରାୟ ସାଢ଼େ ୫ଟା ବେଳକୁ ତାଳଧ୍ବଜ ମରିଚିକୋଟ ଛକରେ ପହଞ୍ଚିବା ପରେ ବାଟରେ ଅଘଟଣ ଘଟିଥିଲା। ଜଣେ ଶ୍ରଦ୍ଧାଳୁ ଭିଡ଼ ଭିତରେ ଅଚେତ ହୋଇଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଳା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି।

। ଅନ୍ୟପଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଣା ସଂପର୍କରେ ଅବଗତ ଅଛନ୍ତି। ଆଜି ଝାରସୁଗୁଡ଼ା ଜିଲ୍ଲା କୁକୁଜଂଘା ଗାରେ ରଥ ଟଣା ବେଳେ ଅଘଟଣ ଘଟିଥିଲା। ଆଜି ସନ୍ଧ୍ୟା ସମୟରେ ରଥ ଟାଣିବା ସମୟରେ ଏକ ପାର୍ଶ୍ଵକୁ ରଥ ଗଡ଼ି ଯାଇଥିଲା। ଫଳରେ ଜଣେ ଶ୍ରଦ୍ଧାଳୁ ତଳେ ପଡ଼ିଯିବାରୁ ତାଙ୍କ ଉପରେ ରଥ ଚଢ଼ି ଯାଇଥିଲା। ଗୁରୁତର ଅବସ୍ଥା ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ଚିକିତ୍ସିତ ଅବସ୍ଥାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତକ ଜଣକ ହେଲେ ଶ୍ୟାମ ସୁନ୍ଦର କିଷାନ (୪୫)।ମହାପ୍ରଭୁଙ୍କ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ମୃତକଙ୍କ ସଂପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ଅନୁକମ୍ପା ମିଳିବ ବୋଲି ଘୋଷଣା କରିଛନ୍ତି। ସେହିପରି ଆହତମାନଙ୍କ ଚିକିତ୍ସା ମାଗଣାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

Tags: news
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.