Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ: ନୀତିକାନ୍ତି ଉପରେ ଦେବେ ଗୁରୁତ୍ବ

param by param
Jul 12, 2024, 06:10 pm GMT+0530
FacebookTwitterWhatsAppTelegram

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହୋଇଛନ୍ତି ବରିଷ ପ୍ରଶାସକ ଅରବିନ୍ଦ ପାଢ଼ୀ। ପୁରୀ ରଥଯାତ୍ରା ବେଳ ଅଘଟଣକୁ ନେଇ ଅନେକ କିଛି କାର୍ଯ୍ୟକ୍ରମ ନିଆଯାଇଥିବା ବେଳେ ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। 

୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଅନେକ ଅନୁଭୂତି ଓ ଅଭିଜ୍ଞତା ରହିଛି। ମଙ୍ଗଳବାର ପହଣ୍ଡି ବେଳେ ବଡଠାକୁର ହାମୁଡାଇ ପଡ଼ିବା ଏବଂ ରଥଟଣା ବେଳେ ଭିଡ଼ରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ଠେଲାପେଲାରେ ଅନେକ ଆହତ ହୋଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହାରି ଭିତରେ ଅରବିନ୍ଦ ପାଢୀଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସରକାର। 

Tags: newsodisha
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.