Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ଟ୍ରମ୍ପଙ୍କୁ ହତ୍ୟା କରିବାକୁ କିଏ ଚାହୁଁଥିଲା ?

param by param
Jul 14, 2024, 03:59 pm GMT+0530
FacebookTwitterWhatsAppTelegram

ଆମେରିକାର ପୂର୍ବତନ
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ଘଟଣାକୁ ନେଇ ସାରା ବିଶ୍ବରେ ପ୍ରତିକ୍ରିୟା
ପ୍ରକାଶ ପାଇଛି । ଏହି ଘଟଣାକୁ ବିଶ୍ବର ନେତାମାନେ ନିନ୍ଦା କରିଛନ୍ତି । ତେବେ ସବୁଠୁ ବଡ଼
ପ୍ରଶ୍ନ ହେଉଛି କିଏ ସେ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଥିଲା । ଯେହେତୁ ଗୁଳିମାଡ଼ କରିଥିବା
ସୁଟରକୁ ଟ୍ରମ୍ପଙ୍କ ସୁରକ୍ଷାବାହିନୀ ହତ୍ୟା କରିଛି ଏହି ଘଟଣା ଏବେ ଅନ୍ଧାରରେ ରହିଛି । ବିଶେଷ
କରି ଆମେରିକାରେ ଆଉ ନିର୍ବାଚନକୁ ଚାରିମାସ ରହିଛି । ଏଥିପାଇଁ ଟ୍ରମ୍ପ ରାଲି କରୁଛନ୍ତି । ଆଉ
ଭିଡ଼ର ସୁଯୋଗ ନେଇ ହତ୍ୟାକାରୀମାନେ ତାଙ୍କ ଉପରକୁ ଗୁଳିମାଡ଼ କରିଛନ୍ତି । । ଗୁଳିମାଡ଼ ନେଇ ସାରା
ବିଶ୍ବର ନେତା ଉଦବେଗ ପ୍ରକାଶ କରିବା ସହ ଘଟଣାରେ କିଏ ସଂପୃକ୍ତ ରହିଛି ତାଙ୍କୁ ବାହାର କରିବା
ପାଇଁ ମଧ୍ୟ କହିଛନ୍ତି ।  ପ୍ରଧାନମନ୍ତ୍ରୀ
ନରେନ୍ଦ୍ର ମୋଦୀ ମଧ୍ୟ ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ ଏହି ଘଟଣାକୁ ନିନ୍ଦା କରିବା ସହ
ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ତେବେ କିଏ କାହିଁକି ଟ୍ରମ୍ପଙ୍କୁ ହତ୍ୟା କରିବା
ପାଇଁ ଚାହୁଁଥିଲା ତାହା ଜଣାପଡିନାହିଁ । 
ପେନସିଲଭାନିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର ବେଳେ ଆମେରିକାର ପୂର୍ବତନ
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ହୋଇଛି। ଯାହାକୁ ନେଇ ଆମେରିକାରେ ମଧ୍ୟ ପ୍ରବଳ
ଅସନ୍ତୋଷ ପ୍ରକାଶ ପାଇଛି ।  ଗୁଳିମାଡରେ ଟ୍ରମ୍ପ
ଆହତ ହୋଇଛନ୍ତି। ତାଙ୍କ ଡାହାଣ କାନରେ ଗୁଳି ବାଜିବା ପରେ ରକ୍ତ ଦେଖିବାକୁ ମିଳିଥିଲା ।
ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିମାଡରେ ସନ୍ଦିଗ୍ଧ ଆକ୍ରମଣକାରୀର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା
ମିଳିଛି। ଚିକିତ୍ସା ପରେ ଟ୍ରମ୍ପଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସେପଟେ ଏହି ଘଟଣାକୁ
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିନ୍ଦା କରିଛନ୍ତି।ଆମେରିକାର ପୂର୍ବତନ ରାଷ୍ଟ୍ରପତି
ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଚିନ୍ତା ପ୍ରକଟ କରିଛନ୍ତି
। ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ
ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ମୋଦି ଏହି ଘଟଣାକୁ  ନିନ୍ଦା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି
,
ମୋର ବନ୍ଧୁ ତଥା ଆମେରିକାର
ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣ ମୋତେ ଗଭୀର ଭାବେ ଚିନ୍ତିତ
କରିଛି। ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। 
ମୁଁ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ମୃତ ଓ ଆହତଙ୍କ ପରିବାର ସହିତ ଆମର
ସମବେଦନା ଏବଂ ପ୍ରାର୍ଥନା ରହିଛି ବୋଲି ମୋଦୀ କହିଛନ୍ତି। ସୂଚନା ଅନୁସାରେ ଆମେରିକା ପେନ୍‌ସିଲଭାନିଆର
ବଟଲର୍‌ରେ ହୋଇଥିବା ରାଲିରେ ଜଣେ ଯୁବକ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟାର୍ଗେଟ
କରି ଗୁଳି ଚଳାଇଥିଲେ। ଗୁଳି ତାଙ୍କ କାନକୁ ଛୁଇଁ ବାହାରି ଯାଇଥିଲା। ଏହି ସମୟରେ ତାଙ୍କ କାନ ଓ
ମୁହଁରେ ରକ୍ତ ଦେଖିବାକୁ ମିଳିଥିଲା। ସେ ଅଳ୍ପକେ ରକ୍ଷା ପାଇଥିଲେ।ସିକ୍ରେଟ ସର୍ଭିସ୍
ଏଜେଣ୍ଟମାନେ ତାଙ୍କୁ ସୁରକ୍ଷିତ ଭାବେ ନେଇଯାଇଥିଲେ । 
ଏହି ଗୁଳି କାଣ୍ଡରେ ସୁଟର ଏବଂ ଟ୍ରମ୍ପଙ୍କର ଜଣେ ପ୍ରଶଂସକଙ୍କର ମୃତ୍ୟୁ ଘଟିଛି। ଅନ୍ୟ
ଜଣେ ପ୍ରଶଂସକ ଆହତ ହୋଇଥିବା ବେଳେ। ସିକ୍ରେଟ ସର୍ଭିସ୍ ଅଧିକାରୀମାନେ ଏହି ଘଟଣାରେ ସଂପୃକ୍ତ
ସୁଟରକୁ ହତ୍ୟା କରି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଏଭଳି ଘଟଣାରେ କିଏ ଷଢ଼ଯନ୍ତ୍ରକାରୀ ତାହା
ତଦନ୍ତ ପରେ ଜଣାପଡିବ  । ଏବେ କିନ୍ତୁ ଟ୍ରମ୍ପଙ୍କୁ
ସତର୍କତାର ସହ ରାଲି କରିବାକୁ ପଡ଼ିପାରେ ।

Tags: trump
ShareTweetSendShare

RelatedNews

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?
Latest News

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.