Friday, June 27, 2025
No Result
View All Result
Odisha 365

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଅର୍ଥନୈତିକ ସର୍ଭେ ରିପୋର୍ଟ ୨୦୨୩-୨୪ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

param by param
Jul 22, 2024, 07:05 pm GMT+0530
FacebookTwitterWhatsAppTelegram

ମୌସୁମୀ ଅଧିବେଶନରେ ବଜେଟ ଉପସ୍ଥାପନ ପୂର୍ବରୁ ସୋମବାର ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ରିପୋର୍ଟ ଅନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ୬.୫ %ରୁ ୭% ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ବିଶ୍ଵସ୍ତରରେ ଅନେକ ଆହ୍ବାନ ସତ୍ବେ ଭାରତୀୟ ଅର୍ଥନୀତି ଆଗକୁ ବଢ଼ିଛି। ସମଷ୍ଟି ଅର୍ଥନୀତିରେ ସ୍ଥିରତା ଯୋଗୁ ବିଶ୍ଵସ୍ତରରେ ସୃଷ୍ଟି ହୋଇଥିବା ଚ୍ୟାଲେଞ୍ଜର ପ୍ରଭାବ ଭାରତୀୟ ଅର୍ଥନୀତି ଉପରେ କମ୍ ମାତ୍ରାରେ ପଡ଼ିଛି। ଯାହାଫଳରେ ଗତ ୨୦୨୪ ଆର୍ଥିକ ବର୍ଷରେ ଦେଶର ଜିଡିପି ୮.୨ ପ୍ରତିଶତ ରହିଥିଲା।ସେହିପରି ସର୍ବଭାରତୀୟ ବାର୍ଷିକ ବେରୋଜଗାର ହାର ମଧ୍ୟ ହ୍ରାସ ପାଉଥିବା ରିପୋର୍ଟରେ କୁହାଯାଇଛି। କୋଭିଡ ପାନଡେମିକ ପରଠାରୁ ବେରୋଜଗାର ହାର ହ୍ରାସ ପାଇବାରେ ଲାଗିଛି। ଏହି ସମୟରୁ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ନିଯୁକ୍ତି କ୍ଷେତ୍ରର ପୁନରୁଦ୍ଧାର ହୋଇଛି। ୨୦୧୭-୧୮ରୁ ୨୦୨୨-୨୩ ପର୍ଯ୍ୟନ୍ତ ୬ ବର୍ଷ ଧରି ମହିଳା ଶ୍ରମ ଶକ୍ତି ହାର ଲଗାତାର ବୃଦ୍ଧି ପାଇ ଆସୁଛି। ବିଶେଷକରି ଗ୍ରାମାଞ୍ଚଳର ମହିଳାଙ୍କ କ୍ଷେତ୍ରରେ ଏହା ପରିଲକ୍ଷିତ ହେଉଛି।

Tags: newsodishaTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ଇସ୍ରାଏଲର ଇରାନ ଉପରେ ଏୟାର ଷ୍ଟ୍ରାଇକ: ୨୦ ଜଣ ଶୀର୍ଷ କମାଣ୍ଡରଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବର

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies