Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜ୍ୟ

କାରଗିଲ ଯୁଦ୍ଧରେ ବିଜୟ ଲାଭ କରିବା ଭାରତୀୟ ଇତିହାସରେ ଏକ ଅବିସ୍ମରଣୀୟ ଦିନ

param by param
Jul 28, 2024, 07:39 pm GMT+0530
FacebookTwitterWhatsAppTelegram

କାରଗିଲ ଯୁଦ୍ଧରେ ବିଜୟ ଲାଭ କରିବା ଭାରତୀୟ ଇତିହାସରେ ଏକ ଅବିସ୍ମରଣୀୟ ଦିନ । ୧୯୯୯ ମସିହା ଜୁଲାଇ ୨୬ ତାରିଖରେ ଦେଶର ବୀର ସୈନିକମାନେ ଏହି ଯୁଦ୍ଧରେ ଶତୃପକ୍ଷକୁ ଧରାଶାୟୀ କରି ବିଜୟୀ ହୋଇଥିଲେ । ଏହା ସମସ୍ତ ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ବୀର ସୈନିକମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗତକାଲି ଦେଶବ୍ୟାପୀ ୨୫ତମ କାର୍‌ଗିଲ “ବିଜୟ ଦିବସ” ପାଳନ କରାଯାଇଥିବା ବେଳେ ଆଜି ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ତ୍ରିରଙ୍ଗା ରାଲି ଅନୁଷ୍ଠିତ ହୋଇଯାଇଛି । ୧୦୦୦ ମିଟର ଲମ୍ବ ତ୍ରିରଙ୍ଗା ପତାକାକୁ ଧରି ୩ ହଜାରରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ, ଯୁବକ, ଯୁବତୀମାନେ ଭୁବନେଶ୍ୱରସ୍ଥିତ ବଢ଼େଇବାଙ୍କଛକରୁ ମାଷ୍ଟରକ୍ୟାଟିନ୍ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ । ଏହି ତ୍ରିରଙ୍ଗା ଯାତ୍ରାରେ ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ବାବୁ ସିଂ ଓ ଇରାଶିଷ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ଉପସଭାପତି ତଥା ଯୁବମୋର୍ଚ୍ଚାର ପ୍ରଭାରୀ ବିରଂଚି ତ୍ରିପାଠୀ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଜଗନ୍ନାଥ ପ୍ରଧାନ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଜିଲ୍ଲା କାର୍ଯ୍ୟକାରୀ ସଭାପତି ନିରଞ୍ଜନ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ପ୍ରଶାନ୍ତ ପାଇକରାୟ, ସୁବ୍ରତ ବିଶ୍ୱାଳଙ୍କ ସମେତ ରାଜ୍ୟ ବିଜେପିର ବରିଷ୍ଠ ନେତା ଏବଂ ଯୁବମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ଯୋଗ ଦେଇଥିଲେ ।
ଏହି ଅବସରରେ ଭୁବନେଶ୍ୱର ଲିଙ୍ଗରାଜମନ୍ଦିର ନିକଟସ୍ଥ ବଢ଼େଇବାଙ୍କଠାରେ ଆୟୋଜିତ ସଭାରେ ରାଜ୍ୟ ସଭାପତି ଶ୍ରୀ ସାମଲ ଯୋଗଦେଇ କହିଛନ୍ତି ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସମଗ୍ର ଭାରତ ବର୍ଷରେ କାର୍‌ଗିଲ ଦିବସ ଓ ତ୍ରିରଙ୍ଗା ଯାତ୍ରା ପାଳନ କରାଯାଇଛି । କାର୍‌ଗିଲ ଯୁଦ୍ଧରେ ସହୀଦ ହୋଇଥିବା ବୀର ସୈନିକମାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ । ସେମାନଙ୍କ ବୀରତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଏହି କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ । ବିରାଟ ଷଡ଼ଯନ୍ତ୍ର ରଚିଥିବା ପଡ଼ୋଶୀ ପାକିସ୍ତାନକୁ ଏହି ଯୁଦ୍ଧରେ ପରାଜିତ କରି ଦେଶମାତୃକାର ସେବା ପାଇଁ ଭାରତର ବୀର ସୈନିକମାନେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ । ଗତକାଲି ରାଜ୍ୟର ୩୬ଟି ସାଙ୍ଗଠନିକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବୀର ସହୀଦମାନଙ୍କ ପ୍ରଦର୍ଶନୀ ଓ ଅଖଣ୍ଡ ଦ୍ୱୀପ ପ୍ରଜ୍ୱଳିତ କରାଯାଇଥିବାବେଳେ ଆଜି ତ୍ରିରଙ୍ଗା ଯାତ୍ରା କରାଯାଇଛି । ଜାତୀୟ ପତାକା ହେଉଛି, ଦେଶବାସୀଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ । ଏହି ପତାକାକୁ ସମ୍ମାନର ସହ ଉଚ୍ଚସ୍ଥାନରେ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ । ତ୍ରିରଙ୍ଗା ମାଧ୍ୟମରେ ଜାତୀୟବାଦ, ରାଷ୍ଟ୍ରବାଦର ପ୍ରଚାର କରିବା ସହ ଜନସାଧାରଣଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରାଇବା ଭାରତୀୟ ଜନତା ପାର୍ଟିର ଉଦ୍ଦେଶ୍ୟ ବୋଲି ଶ୍ରୀ ସାମଲ କହିଛନ୍ତି ।
ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଶ୍ରୀ ପଣ୍ଡା କହିଛନ୍ତି ଯେ, ଆଜିର ନୂତନ ଯୁବପିଢ଼ୀ କାର୍‌ଗିଲ ଯୁଦ୍ଧ ସମ୍ପର୍କରେ ଅବଗତ ନାହାନ୍ତି । ସେହି ଇତିହାସ ସହ ଯୁବପିଢ଼ୀକୁ ପରିଚିତ କରାଇବା ସହ ବଳିଦାନ ଦେଇଥିବା ସୈନିକମାନଙ୍କର ପରିବାରକୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ଯୁବମୋର୍ଚ୍ଚା ପକ୍ଷରୁ “ତ୍ରିରଙ୍ଗା ଶୋଭାଯାତ୍ରା” ଆୟୋଜନ କରାଯାଇଛି । “ଯେଉଁ ଜାତି ନିଜ ଇତିହାସକୁ ଭୁଲିଯାଏ ସେ ଇତିହାସ ହୋଇଯାଏ” । କାର୍‌ଗିଲ ବିଜୟର ୨୫ତମ ପୂର୍ତି ଅବସରରେ ଦେଶର ଯୁବପିଢ଼ୀଙ୍କ ମନରେ ରାଷ୍ଟ୍ରବାଦ ଓ ଦେଶପ୍ରୀତି ଭାବନା ସୃଷ୍ଟି କରିବା ପାଇଁ ତ୍ରିରଙ୍ଗା ଯାତ୍ରା ତଥା ମଶାଲ ଶୋଭାଯାତ୍ରା ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଅନୁଷ୍ଠିତ ହୋଇଯାଇଛି ।
ଦେଶ ମାତୃକା ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ସହୀଦ ସଚ୍ଚିଦାନନ୍ଦ ମଲ୍ଳିକଙ୍କ ଧର୍ମପତ୍ନୀ ନିବେଦିତା ମଲ୍ଲିକ ଓ ସହୀଦ ଗୋପୀନାଥ ମହାରଣାଙ୍କ ଭାଇ ଲକ୍ଷ୍ମଣ ମହାରାଣାଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ତ୍ରିରଙ୍ଗା ଶୋଭଯାତ୍ରା ପରେ ଦେବଜ୍ୟୋତି ପାତ୍ରଙ୍କ ନେତୃତ୍ୱରେ ମ୍ୟାଷ୍ଟରକ୍ୟାଂଟିନ୍ ଛକ ନିକଟରେ ଯୁବମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ଦ୍ୱାରା ଏକ “ପଥପ୍ରାନ୍ତ ନାଟକ” ପରିବେଷଣ କରାଯାଇଥିଲା ।

Tags: news
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.