Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ବାଂଲାଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା କରାଯାଉ

Ramesh Parida by Ramesh Parida
Aug 10, 2024, 01:41 pm GMT+0530
FacebookTwitterWhatsAppTelegram

ଗତ କିଛି ଦିନ ଧରି ଛାତ୍ର ଆନ୍ଦୋଳନ ନାମରେ ହିନ୍ଦୁଙ୍କ ଉପରେ ବାଂଲାଦେଶରେ ଆକ୍ରକଣ କରାଯାଉଛି । ଘର ଜାଳି ଦିଆଯାଉଛି । ମହିଳାଙ୍କୁ ଅତ୍ୟାଚାର କରାଯାଉଛି । ବିଶ୍ୱ ହିନ୍ଦୁ ପରିଷଦ, ଓଡିଶା ପୂର୍ବପ୍ରାନ୍ତ ତରଫରୁ ଏନେଇ ଗଭୀର ଦୁଃଖ ପ୍ରକାଶ କରାଯାଇଛି । ଏକ ସାମ୍ବାଦିକ ସମ୍ମିଳନୀରେ ସଂଗଠନର ସହ-ସମ୍ପାଦକ ଉମାଶଙ୍କର ଆଚାର୍ଯ୍ୟ କହିଥିଲେ କି ପଡୋଶୀ ରାଷ୍ଟ୍ର ବାଂଲାଦେଶରେ ଚାଲିଥିବା ହିଂସା ଓ ଅରାଜକତା ଚରମ ସୀମାରେ ପହଁଚିଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି । ଏହାକୁ ଦେଖିବା ଅତ୍ୟନ୍ତ କଷ୍ଟକର । ଗଣତାନ୍ତ୍ରିକ ପଦ୍ଧତିରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ପଦତ୍ୟାଗ ଓ ଦେଶତ୍ୟାଗ କରିବା ପାଇଁ ବାଧ୍ୟ ହୋଇଛନ୍ତି କାରଣ ହିଂସା ସେଠି ଚରମ ସୀମାରେ ପହଁଚିଛି । ସେଠାରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଧ୍ୱସ୍ତ ବିଧ୍ୱସ୍ତ ହୋଇପଡିଛି । କିଛି କଟ୍ଟର ମୁସଲିମ ଗୋଷ୍ଠୀ ହିନ୍ଦୁ ସମାଜ ଉପରେ ବର୍ବରୋଚିତ ଆକ୍ରମଣ ଆରମ୍ଭ କରିଦେଇଛନ୍ତି । ବାଂଲାଦେଶରେ ଅତୀତ ଦିନମାନଙ୍କରେ ମଧ୍ୟ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଏଭଳି ବର୍ବରୋଚିତ ଆକ୍ରମଣ ହୋଇଛି । ସବୁ ସମୟରେ ଯେମିତି କି ବ୍ୟବସାୟିକ ପ୍ରତିଷ୍ଠାନ, ଧାର୍ମିକପୀଠ ଏବଂ ବାସଗୃହ ଉପରେ ଆତଙ୍କିତ ଆକ୍ରମଣ ଦ୍ୱାରା ନଷ୍ଟ କରିଦିଆ ଯାଇଛି । ଏଥର ମଧ୍ୟ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର, ଶୁଭଦ୍ରାଙ୍କୁ ଜାଳିଦିଆଯାଇଛି ।  ଏହି ପ୍ରକାର ଘୃଣ୍ୟକାର୍ଯ୍ୟ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଘଟୁଛି । ଏପରିକି ଆକ୍ରମଣକାରୀମାନେ ହସିନାଙ୍କ ଦଳର କର୍ମୀମାନଙ୍କୁ ଆକ୍ରମଣ କରି ହତ୍ୟା କରୁଛନ୍ତି । ନିରନ୍ତର ଏହି ପ୍ରକାର ଘଟଣା ଏବଂ ବାରମ୍ବାର ଦଙ୍ଗା ଯୋଗୁଁ ଭାରତରୁ ବାଂଲାଦେଶ ବିଭାଜନ ସମୟରେ ହିନ୍ଦୁ ୩୨%ଥିଲେ ଏବେ ତାହା ୮% ରୁ କମ ହୋଇଯାଇ ଜେହାଦୀ ମାନଙ୍କର ଶିକାର ହୋଇଚାଲିଛନ୍ତି । ବାଂଲାଦେଶରେ ଥିବା ଅଳ୍ପ ସଂଖ୍ୟକ ହିନ୍ଦୁ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇଯାଇଛି । ଏହା ଅତ୍ୟନ୍ତ ଚିନ୍ତା ଜନକ ବିଷୟ । ବାଂଲାଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ଏବଂ ସେମାନଙ୍କର ମାନବିକ ଅଧିକାର ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ବିଶ୍ୱସମୂଦାୟଙ୍କ ଦାୟିତ୍ୱ ଅଟେ । ଏହି ପରିସ୍ଥିତିରେ ଭାରତ ନିଶ୍ଚିତଭାବରେ ଆଖିବୁଜି ରହିବ ନାହିଁ । ଭାରତ ସଦାସର୍ବଦା ଉତ୍ପୀଡ଼ିତ ଓ ବିସ୍ଥାପିତ ମାନଙ୍କୁ ସର୍ବଦା ସହାୟତା କରି ଆସିଛି । ବିଶ୍ୱ ହିନ୍ଦୁ ପରିଷଦ ତରଫରୁ ଭାରତ ସରକାରଙ୍କୁ ଆଗ୍ରହ କରାଯାଇଛି କି ବାଂଲାଦେଶରେ ଥିବା ଅଳ୍ପ ସଂଖ୍ୟକ ହିନ୍ଦୁଙ୍କ ସୁରକ୍ଷା ପାଇଁ ଯଥା ସମ୍ଭବ ପଦକ୍ଷେପ ନିଅନ୍ତୁ । ଏହି ବିକଟ ପରିସ୍ଥିତିର ଲାଭ ଉଠାଇ ଜେହାଦୀ ବିପୁଳ ପରିମାଣରେ ଭାରତକୁ ଅନୁପ୍ରବେଶର ସମ୍ଭାବନା ଅଛି । ଏଥିପ୍ରତି ସତର୍କ ରହିବା ଆବଶ୍ୟକ । ସୀମାରେ ଥିବା ସେନାବାହିନୀ ରହିବା ସହ ଅତିକ୍ରମଣକୁ ସମ୍ପୂର୍ଣ୍ଣ ରୋକିବା ଆବଶ୍ୟକ । ବିଶ୍ୱ ହିନ୍ଦୁ ପରିଷଦ ତରଫରୁ କୁହାଯାଇଛି ଯେ ଆମେ ଆଶା କରୁଛୁ କି ବାଂଲାଦେଶରେ ଗଣତନ୍ତ୍ର ଓ ଧର୍ମନିରପକ୍ଷ ସରକାର ଯଥାଶୀଘ୍ର ସ୍ଥାପିତ ହେଉ । ଅଳ୍ପସଂଖ୍ୟକମାନଙ୍କୁ ମାନବାଧିକାର ମିଳୁ । ଭାରତର ହିନ୍ଦୁ ସମାଜ ଓ ସରକାର ଏହି ବିଷୟରେ ବାଂଲାଦେଶର ସହଯୋଗୀ ବନିରହୁ ।

ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.