Wednesday, May 14, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

୬ ଥାକିଆ ହେବ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ

Ramesh Parida by Ramesh Parida
Aug 13, 2024, 08:10 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ୬ ଥାକିଆ ହେବ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ । ଏକାମ୍ର କ୍ଷେତ୍ରରୁ ଶ୍ରୀକ୍ଷେତ୍ରକୁ ଗମନା ଗମନ ସୁବିଧା ହେବ । ବା ଏବେ  ୪ ଥାକିଆ ରାସ୍ତା ଥିବାରୁ ସମସ୍ୟା ସୃଷ୍ଟି ହେଉଛି  ।  ଆଗାମୀ ଦିନରେ ଆହୁରି ପ୍ରଶସ୍ତ ହେବାଫଳରେ ଭିଡ଼ କମିବ। ଏକ୍ସପ୍ରେସ୍‌ୱେ ଭଳି ଏହି ରାସ୍ତାର ନବୀକରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥି ନେଇ ଆଜି କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ‌ଆଲୋଚନା କରିଛନ୍ତି। ଶ୍ରୀକ୍ଷେତ୍ରକୁ ପ୍ରତ୍ୟେକ ଦିନ ହଜାର ହଜାର ଶ୍ରଦ୍ଧାଳୁ ଆସୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍‌ ହେବା ଦ୍ବାରା ଗମନାଗମନକୁ ନୂଆ ରୂପ ମିଳିବ। କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ନେଇ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିଥିଲେ। ରାଜ୍ୟରେ ୫୧ଟି ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ତାଙ୍କ ସହ ରାଜ୍ୟ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ୪ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ୬ ଥାକିଆ ହେବ। ରାସ୍ତାର ଦୁଇ ପାର୍ଶ୍ୱରେ ସର୍ଭିସ୍‌ ରୋଡ୍‌ ତିଆରି ହେବ। ଏହି ପ୍ରକଳ୍ପ ପାଇଁ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ଫଳରେ ପୁରୀଙ୍କୁ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ଲୋକଙ୍କ ଗମନାଗମନ ସହଜ ହେବ ।

ସେହିପରି ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ବଡ଼ବିଲ-ଚଣ୍ଡିଖୋଲ ଜାତୀୟ ରାଜପଥ(ଏନ୍‌ଏଚ୍‌) ୮ ଥାକିଆ ହେବ। ଏହି ରାଜପଥର ପ୍ରାୟ ୨୦୦ କିମି ବିଶିଷ୍ଟ ୮ ଥାକିଆ ହେବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି। ଏଥିସହ ୨ ଲେନ୍ ସର୍ଭିସ ରୋଡ୍ ମଧ୍ୟ ରହିବ। ବର୍ତ୍ତମାନ ଚଣ୍ଡିଖୋଲ-ପାରାଦୀପ ରାସ୍ତା ନିର୍ମାଣ ଚାଲିଛି। ଖୋର୍ଦ୍ଧା-ନୟାଗଡ଼ ଏନ୍‌ଏଚ୍ -୫୭ ହେବ ୪ ଲେନ। ୪ ଲେନ୍ ସହ ସର୍ଭିସ ରୋଡ୍ ମଧ୍ୟ ରହିବ। ଏଥିପାଇଁ ୧୧ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। କେସିଙ୍ଗା-ଜୁନାଗଡ଼ ଏନ୍‌ଏଚ୍ -୨୬ ହେବ ୪ ଲେନ୍। କେସିଙ୍ଗା-ଜୁନାଗଡ଼ ୪ ଲେନ୍ ରାସ୍ତା ପାଇଁ ଖର୍ଚ୍ଚ ହେବ ୧ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ।

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.