Friday, June 6, 2025
No Result
View All Result
Odisha 365

Latest News

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ

Ramesh Parida by Ramesh Parida
Aug 14, 2024, 04:24 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ତତ୍ପରତା ପ୍ରକାଶ ପାଇଛି । ବିଜେଡି ସରକାର ସମୟରେ କିଛି ହତ୍ୟାକାଣ୍ଡ ଘଟିଥିଲା ଯାହାର ତଦନ୍ତ ଅଧାରେ ରହିଥିଲା । ଦୋଷୀ ଦଣ୍ଡ ପାଇନଥିବା ପରିବାର ଲୋକେ ଅଭିଯୋଗ କରିଥିଲେ ।  ବିଜେଡି ସରକାର ସମୟରେ ରାଜ୍ୟରେ ହୋଇଥିବା ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, କେବଳ ପୂର୍ବତନ ମନ୍ତ୍ରୀ ନବ ଦାସ, ମମିତା ମେହେର, ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଘଟଣା ନୁହେଁ, ବରଂ ସମସ୍ତ ହାଇପ୍ରୋଫାଲ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ କରାଯିବ। ଯେଉଁ ହତ୍ୟାକାଣ୍ଡ ଘଟଣାରେ ଆଜି ପର୍ଯ୍ୟନ୍ତ ନିଷ୍କର୍ସ ବାହାରି ପାରିନି, ତାର ନିଷ୍କର୍ସ ବାହାରିବା ଯାଏଁ ପଦକ୍ଷେପ ନିଆଯିବ।

ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ
ଅପରାଧ

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ
ଅପରାଧ

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?
Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

Latest News

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.