Saturday, May 10, 2025
No Result
View All Result
Odisha 365

Latest News

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଖୋର୍ଦ୍ଧାଠାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ରାଜ୍ୟ ସଭାପତି

Ramesh Parida by Ramesh Parida
Aug 14, 2024, 06:39 pm GMT+0530
FacebookTwitterWhatsAppTelegram

ଦେଶ ସ୍ୱାଧୀନତା ପାଇଁ ପ୍ରାଣବଳି ଦେଇଥିବା ମହାନ୍ ସଂଗ୍ରାମୀ ଏବଂ ତାଙ୍କ ଜୀବନଶୈଳୀ ଓ ବିଚାରଧାରାକୁ ଆଜିର ଯୁବ ପୀଢିଙ୍କ ମଧ୍ୟରେ ଅବଗତ କରାଇବା ନିହାତି ଆବଶ୍ୟକ । ସ୍ୱାଧୀନତା ସେନାନୀଙ୍କ ପ୍ରେରଣା ଓ ଦେଶ ବିକାଶର ଅବଦାନ ରଖି ଯାଇଥିବା ମହାପୁରୁଷ ଓ ରାଷ୍ଟ୍ରନାୟକଙ୍କ ପ୍ରେରଣାକୁ ମନେ ପକାଇବା ଲକ୍ଷ୍ୟରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ “ତ୍ରିରଙ୍ଗା ଯାତ୍ରା” ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ମଧ୍ୟ ସମସ୍ତ ଉତ୍ସାହ ଓ ଉଦ୍ଦୀପନା ସହ ତ୍ରିରଙ୍ଗା ଯାତ୍ରା ଦେଶବ୍ୟାପୀ ଅନୁଷ୍ଠିତ ହେଉଛି । ଆଜି ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ଅଫିସଠାରୁ ବିଜେବି ହାଇସ୍କୁଲ ପଡିଆ ପର୍ଯ୍ୟନ୍ତ ଅନୁଷ୍ଠିତ “ତ୍ରିରଙ୍ଗା ଯାତ୍ରା”ରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଯୋଗ ଦେଇଛନ୍ତି । ତ୍ରିରଙ୍ଗା, ବାଦ୍ୟ ଓ ନୃତ୍ୟ ସହିତ ଏହି ପଦଯାତ୍ରାରେ ଶହ ଶହ ସଂଖ୍ୟାରେ ସାଧାରଣ ଜନତା ସାମିଲ ହୋଇଥିଲେ ।
ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ ତ୍ରିରଙ୍ଗା । ଏହି ପତାକାକୁ ସମ୍ମାନର ସହ ଉଚ୍ଚ ସ୍ଥାନରେ ରଖିବା ସମସ୍ତଙ୍କ ଦାୟିତ୍ୱ । ଏହି ତ୍ରିରଙ୍ଗା ମାଧ୍ୟମରେ ରାଷ୍ଟ୍ରବାଦ, ଜାତୀୟତାବାଦ, ଦେଶପ୍ରେମ ଜାଗ୍ରତ କରିବା ହେଉଛି ମୂଳ ଉଦ୍ଦେଶ୍ୟ । ଏହି ପତାକାକୁ ସମ୍ମାନର ସହ ଉଚ୍ଚସ୍ଥାନରେ ରଖିବା ଆମ ସମସ୍ତଙ୍କ ଦାୟିତ୍ୱ । ନିଜ ନିଜ ଘରେ ପ୍ରତ୍ୟେକ ଭାରତୀୟ “ତ୍ରିରଙ୍ଗା ପତାକା” ଉଡାଇବାକୁ ରାଜ୍ୟ ସଭାପତି କଲେ ଅନୁରୋଧ । ଏହି ଅବସରରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଅରବିନ୍ଦ ଢ଼ାଲି, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ବିଶ୍ୱରଞ୍ଜନ ବଡଜେନା, ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ରଙ୍କ ସମେତ ଅନେକ କାର୍ଯ୍ୟକର୍ତା ଏବଂ ସାଧାରଣ ଜନତା ସାମିଲ ହୋଇଥିଲେ ।

Tags: newsodishaTOP NEWS
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.