Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ରାହୁଲ ନବୀନ ହେଲେ ଇଡି ନିର୍ଦ୍ଦେଶକ

Ramesh Parida by Ramesh Parida
Aug 14, 2024, 11:26 pm GMT+0530
FacebookTwitterWhatsAppTelegram

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି)ର ନିର୍ଦ୍ଦେଶକ ହେଲେ ରାହୁଲ ନବୀନ । ରାହୁଲ ନବୀନ ହେଉଛନ୍ତି ଭାରତୀୟ ରାଜସ୍ୱ ସେବା (ଆୟକର)ର ୧୯୯୩ ବ୍ୟାଚ୍ ଅଧିକାରୀ। ନଭେମ୍ବର ୨୦୧୯ରେ ନବୀନ (୫୭) ଇଡିରେ ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବରେ ନିଯୁକ୍ତ ହୋଇଥିଲେ। ଯେତେବେଳେ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରାଯାଇଥିଲା ଯେତେବେଳେ ଅନ୍ତର୍ଜାତୀୟ ଟିକସ ମାମଲାରେ ବିଶେଷଜ୍ଞ ନବୀନ ଇଡିର କାର୍ଯ୍ୟନିର୍ବାହୀ ମୁଖ୍ୟ ଥିଲେ।

ଗତ ବର୍ଷ ସେପ୍ଟେମ୍ବର ୧୫ ରେ ସଞ୍ଜୟ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ସ୍ବତନ୍ତ୍ର ନିର୍ଦ୍ଦେଶକ ଦାୟିତ୍ୱ ଗ୍ରହଣ କରିଥିଲେ । ଏହା ପରେ, ଚଳିତ ବର୍ଷ ଜାନୁୟାରୀ ମାସରେ ସେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ଅତିରିକ୍ତ ସଚିବ ଭାବେ ପଦୋନ୍ନତି ହୋଇଥିଲେ।

ବର୍ତ୍ତମାନ ତାଙ୍କୁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟର ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ସେ ୨ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ଦାୟିତ୍ବ ଜୁଲାଇବେ। ଯଦିଓ କାର୍ଯ୍ୟକାଳକୁ ମଧ୍ୟ ବୃଦ୍ଧି କରାଯାଇପାରେ।

Tags: INDIAnewsRahul Navin
ShareTweetSendShare

RelatedNews

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.