Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ସିମ୍ ବକ୍ସ ଦ୍ବାରା ପାକିସ୍ତାନରୁ ଆସୁଥିଲା କଲ ; ମାଷ୍ଟର ମାଇଣ୍ଡ ବାଂଲାଦେଶୀରୁ କରୁଛି ଅପରେଟ

Ramesh Parida by Ramesh Parida
Aug 17, 2024, 05:46 pm GMT+0530
FacebookTwitterWhatsAppTelegram

ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶରୁ ଆସୁଥିବା କଲ୍‌ । ଅପରାଧିମାନେ ଏହା ମାଧ୍ୟମରେ ଯୋଗାଯୋଗ ରଖୁଥିଲେ । ବିଦେଶରୁ ଆସୁଥିବା କଲ କୁ ପରିବର୍ତ୍ତନ କରାଯାଇ ଭାରତ ଭିତରକୁ ଛଡ଼ା ଯାଉଥିଲା। ଅପରାଧିମାନେ ଏହି କଲ କରିବା ପରେ ତାଙ୍କ ପରିଚୟ ଜଣାପଡୁନଥିଲା । ଓଡ଼ିଶାରେ ଆଗରୁ ଏପରି ଫେକ୍ ସିମ ଜବତ ହୋଇଥିବା ବେଳେ ପୁଣି ଏପରି ବେନିୟମ କାର୍ଯ୍ୟ କିପରି ଚାଲୁଛି ତାହା ବଡ଼ ପ୍ରଶ୍ନ ସୃଷ୍ଟି କରିଛି । କାରଣ ଏହି ସିମ୍‌ ବକ୍ସ ଜରିଆରେ ଅପରାଧୀ କେଉଁ ଦେଶରୁ କଲ୍‌ କରିଛି, ତାହା ଜଣାପଡ଼ିବନି। ବାହାର ଦେଶରୁ କଲ୍‌ ଆସିଲେ ବି ଲୋକାଲ ସିମ୍‌ ଜରିଆରେ ଆସିବ । ବାହାର ଦେଶର ଅପରାଧୀ ଭାରତରେ ଅପରାଧ ଘଟାଇବା ନିମନ୍ତେ ଏହାକୁ ବ୍ୟବହାର କରିଥାନ୍ତି। ଆତଙ୍କବାଦୀ, ସାଇବର ଫ୍ରଡ, ଡ୍ରଗ୍ସ ଚାଲାଣ ନିମନ୍ତେ ଏହାକୁ ବ୍ୟବହାର କରୁଛନ୍ତି ।
‘ଭୁବନେଶ୍ୱରରୁ ସିମ୍ ବକ୍ସ ଜବତ ଘଟଣାରେ ରହିଛି ଇଣ୍ଟରନ୍ୟାସନାଲ୍‌ ଲିଙ୍କ । ଏହି ସିମ୍ ବକ୍ସ ଜରିଆରେ ପାକିସ୍ତାନରୁ କଲ ଆସୁଥିଲା, ଚୀନ ଓ ମଧ୍ୟପ୍ରାଚ୍ୟ ଦେଶରୁ ଆସୁଥିବା କଲ୍‌କୁ ପରିବର୍ତ୍ତନ କରାଯାଇ ଭାରତ ଭିତରକୁ ଛଡ଼ା ଯାଉଥିଲା। ସାଇବର ଫ୍ରଡ୍, ଆତଙ୍କବାଦୀ ଓ ଅନ୍ୟାନ୍ୟ ଅପରାଧ ପାଇଁ ଏହାକୁ ବ୍ୟବହାର କରାଯାଉଥିଲା।’ ଏପରି ସାଂଘାତିକ ଖୁଲାସା କରିଛନ୍ତି ଭୁବନେଶ୍ୱର ପୁଲିସ୍‌ କମିଶନର ସଞ୍ଜୀବ ପଣ୍ଡା। ପଶ୍ଚିମବଙ୍ଗର ରାଜୁ ମଣ୍ଡଳକୁ ଗିରଫ କରାଯିବା ପରେ ପୋଲିସ ପକ୍ଷରୁ ଏପରି କୁହାଯାଇଛି । ମାତ୍ର ଏହି ପୂରା ମାମଲାର ମାଷ୍ଟର ମାଇଣ୍ଡ ହେଉଛି ବାଂଲାଦେଶୀ ନାଗରିକ ଆଶାଦ୍ଦୁର ଜମାନ । ଏହା ଶହ ଆଉ ଅନେକ ଏହି କାର୍ଯ୍ୟରେ ଜଡ଼ିତ ଥିବା ପୋଲିସ ଆଶଙ୍କା କରୁଛି ।
ବେଳେ ବେଳେ ଓଡ଼ିଶା ଆସିଥିବା ଜଣାପଡିଛି ଆଶାଦ୍ଦୁର ଜମାନ। ଭୁବନେଶ୍ୱର ଆସି ରାଜୁ ସହ ଲିଙ୍ଗରାଜ ହୋଟେଲରେ ରହିଥିଲା। କେଶୁରାରେ ଭଡ଼ା ଘର ନେଇ ସିମ୍ ବକ୍ସ ରାକେଟ୍ ଚଳାଇ ଆସୁଥିଲେ। ଆଶାଦ୍ଦୁର ନିର୍ଦ୍ଦେଶରେ ରାଜୁ ମଣ୍ଡଳ ଭୁବନେଶ୍ୱରରେ କାର୍ଯ୍ୟ କରୁଥିଲା। ପୋଲିସକୁ ୫ଟି ଅପରେସନାଲ ସିମ୍ ବକ୍ସ ମିଳିଛି । ପ୍ରାୟ ୧ ହଜାର ସିମ୍ ମିଳିଛି, ସେଥିରୁ ୫୮ଟି ଅବ୍ୟବହୃତ ସିମ୍ ଅଛି।
ମୁଖ୍ୟତଃ ସିମ୍‌ ବକ୍ସରୁ ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟର କଲ୍‌କୁ ଲୋକାଲ ସିମ୍‌ ଜରିଆରେ ଭାରତକୁ ଛଡ଼ା ଯାଉଥିଲା। ଅପରାଧ ଘଟାଯାଉଥିଲା । ଅପରାଧୀଜଣକ ବିଦେଶୀ ହୋଇଥିବାରୁ ଜାତୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଏହାର ତଦନ୍ତ କରାଯିବ । ଆବଶ୍ୟକ ସ୍ଥଳେ ଇଣ୍ଟରପୋଲର ବି ସାହାଯ୍ୟ ନିଆଯିବ । କଲ୍‌ ଡିଟେଲ୍ସ ଆନାଲିସସ୍‌ କରାଯିବ । ଫଳରେ କେଉଁ କେଉଁ ଦେଶରୁ ଓ କେଉଁ ଉଦ୍ଦେଶ୍ୟରେ କଲ୍‌ ଆସୁଥିଲା ସାଇବର ଏକ୍ସପର୍ଟଙ୍କ ଦ୍ୱାରା ତାହାର ତଦନ୍ତ କରାଯିବ ।
ଭାରତର ବିଭିନ୍ନ ସ୍ଥାନରେ ଏପରି ସିମ୍‌ ବକ୍ସ ବସାଇଛନ୍ତି ଅପରାଧୀ। ବାଂଲାଦେଶରୁ ତାହାକୁ ଅପରେଟ୍‌ କରାଯାଏ। ବାଂଲାଦେଶରୁ ମୁଖ୍ୟ ଅଭିଯୁକ୍ତ ଆସାଦ୍ଦୁର ଏବଂ ତାର ଟିମ୍ ଏହାକୁ ଅପରେଟ କରୁଥିଲେ।
ଭୁବନେଶ୍ୱରରେ ବିଦେଶୀ ସିମ୍‌ ବକ୍ସ ରଖି ଅପରାଧିକ କାର୍ଯ୍ୟକଳାପ କରାଯାଉଥିବା ସୂଚନା ପାଇ ଗତକାଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶରେ ଲକ୍ଷ୍ମୀସାଗର ଥାନା ପୁଲିସ୍‌ ଓ ସ୍ପେଶାଳ ସ୍କ୍ୱାର୍ଡକୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଘରେ ଗୋଟିଏ ରାକ୍‌ରେ ୭ଟି ସିମ୍‌ ବକ୍ସ ଥିବା ଦେଖିବାକୁ ମିଳିଥିଲା। ସିମ୍‌ ବକ୍ସ ଗୁଡ଼ିକରେ ଇଣ୍ଟରନେଟ୍‌ କନେକ୍ସନ ଓ ପାୱାର ସପ୍ଲାଏ ବି ରହିଥିଲା। ଏହି ଘଟଣାରେ ରାଜୁ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିବା ବେଳେ ପୁଲିସ୍‌ ତାଙ୍କୁ ଅଟକ ରଖିଥିଲା। ଏହାପରେ ଆଜି ପୁଲିସ୍‌ ତାଙ୍କୁ ବାନ୍ଧିଛି। ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି ଓଡ଼ିଶାରେ ଆଉ କେଉଁ କେଉଁ ସ୍ଥାନରେ ଏପରି ଅପରାଧିମାନେ ସିମ ବକ୍ସ ବ୍ୟବହାର କରୁଛନ୍ତି । ସେମାନଙ୍କୁ ସୁରକ୍ଷା ଦେଉଛି କିଏ । ଏସବୁ ତଦନ୍ତ ହେବାର ଆବଶ୍ୟକତା ରହିଛି ।

Tags: newsodisha
ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ
ଅପରାଧ

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ
ଅପରାଧ

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?
Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.