Monday, May 19, 2025
No Result
View All Result
Odisha 365

Latest News

ପାକିସ୍ତାନୀ ଗୁପ୍ତଚର ଜାଲରେ ଭାରତୀୟ ୟୁଟ୍ୟୁବର୍

ଥରୁରଙ୍କୁ ନେଇ କଂଗ୍ରେସ ଦୁଇଫାଳ, ଗୋଟିଏ ତୀରରେ ମୋଦୀଙ୍କ ଦୁଇଟି ଶିକାର

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଗଠନ ହେବ ଏକ କମିଟି

A committee to be formed to suggest measures for ensuring the safety of healthcare professionals

Ramesh Parida by Ramesh Parida
Aug 18, 2024, 02:35 pm GMT+0530
FacebookTwitterWhatsAppTelegram

କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ କନିଷ୍ଠ ଡାକ୍ତରଙ୍କ ପ୍ରତି ହୋଇଥିବା ଅମାନବୀୟ ଘଟଣା ପରେ ଫେଡେରେସନ ଅଫ୍ ରେସିଡେଣ୍ଟ ଡକ୍ଟରସ ଆସୋସିଏସନ (ଏଫ୍‌ଓଆର୍‌ଡିଏ), ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଏବଂ ଦିଲ୍ଲୀର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ରେସିଡେଣ୍ଟ ଡାକ୍ତର ସଂଘର ପ୍ରତିନିଧିମାନେ ନୂଆଦିଲ୍ଲୀଠାରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସହ ସାକ୍ଷାତ ଆଲୋଚନା କରିଛନ୍ତି।

କର୍ମକ୍ଷେତ୍ରରେ ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷାକୁ ନେଇ ସଂଘ ପକ୍ଷରୁ ଦାବି ଉପସ୍ଥାପନ କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପ୍ରତିନିଧିମାନଙ୍କ ଦାବି ଶୁଣିଛି ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମସ୍ତ ସମ୍ଭାବ୍ୟ ପ୍ରୟାସ କରିବାକୁ ପ୍ରତିଶ୍ରୁତି ଦେଇଛି । ସମସ୍ତ ସଂଘର ପ୍ରତିନିଧିମାନଙ୍କୁ ଅବଗତ କରାଯାଇଥିଲା ଯେ ସରକାର ପରିସ୍ଥିତି ବିଷୟରେ ଭଲ ଭାବରେ ଅବଗତ ଅଛନ୍ତି ଏବଂ ସେମାନଙ୍କ ଦାବି ପ୍ରତି ସମ୍ବେଦନଶୀଳ ଅଟନ୍ତି । ୨୬ଟି ରାଜ୍ୟ ନିଜ ନିଜ ରାଜ୍ୟରେ ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ଆଇନ ପାରିତ କରିସାରିଛନ୍ତି । ସଂଘଗୁଡ଼ିକ ଦ୍ୱାରା ପ୍ରକଟ କରାଯାଇଥିବା ଚିନ୍ତାକୁ ଦୃଷ୍ଟିରେ ରଖି ମନ୍ତ୍ରଣାଳୟ ସେମାନଙ୍କୁ ଏକ କମିଟି ଗଠନ କରିବାକୁ ପ୍ରତିଶ୍ରୁତି ଦେଇଛି ଯାହା ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଏଭଳି ସମସ୍ତ ସମ୍ଭାବ୍ୟ ପଦକ୍ଷେପ ସୁପାରିସ କରିବ । ରାଜ୍ୟ ସରକାରଙ୍କ ସମେତ ସମସ୍ତ ଅଂଶୀଦାରଙ୍କ ପ୍ରତିନିଧିମାନଙ୍କୁ କମିଟି ସହ ସେମାନଙ୍କ ପରାମର୍ଶ ବାଣ୍ଟିବା ପାଇଁ ନିମନ୍ତ୍ରଣ କରାଯିବ। ଡେଙ୍ଗୁ ଓ ମ୍ୟାଲେରିଆ ମାମଲା ବଢ଼ୁଥିବାରୁ ବ୍ୟାପକ ଜନସ୍ୱାର୍ଥ ଦୃଷ୍ଟିରୁ ଏବଂ କାର୍ଯ୍ୟରେ ଯୋଗ ଦେବାକୁ ମନ୍ତ୍ରଣାଳୟ ଆନ୍ଦୋଳନରତ ଡାକ୍ତରମାନଙ୍କୁ ଅନୁରୋଧ କରିଛି।

Tags: healthcare professionalsINDIAKolkata doctor casemedical services hitnewssafety
ShareTweetSendShare

RelatedNews

ପାକିସ୍ତାନୀ ଗୁପ୍ତଚର ଜାଲରେ ଭାରତୀୟ ୟୁଟ୍ୟୁବର୍
Latest News

ପାକିସ୍ତାନୀ ଗୁପ୍ତଚର ଜାଲରେ ଭାରତୀୟ ୟୁଟ୍ୟୁବର୍

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ
Latest News

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍
Opinion

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ
ଜାତୀୟ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

Latest News

ପାକିସ୍ତାନୀ ଗୁପ୍ତଚର ଜାଲରେ ଭାରତୀୟ ୟୁଟ୍ୟୁବର୍

ପାକିସ୍ତାନୀ ଗୁପ୍ତଚର ଜାଲରେ ଭାରତୀୟ ୟୁଟ୍ୟୁବର୍

ଥରୁରଙ୍କୁ ନେଇ କଂଗ୍ରେସ ଦୁଇଫାଳ, ଗୋଟିଏ ତୀରରେ ମୋଦୀଙ୍କ ଦୁଇଟି ଶିକାର

ଥରୁରଙ୍କୁ ନେଇ କଂଗ୍ରେସ ଦୁଇଫାଳ, ଗୋଟିଏ ତୀରରେ ମୋଦୀଙ୍କ ଦୁଇଟି ଶିକାର

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ଅପରେସନ୍ ସିନ୍ଦୂର’ ଓ ଆଇଏମଏଫ ସର୍ତ୍ତ: ପାକିସ୍ତାନର ଆର୍ଥିକ ଓ ରାଜନୈତିକ ସଙ୍କଟ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.