Sunday, June 8, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ମହିଳା ଡ଼ାକ୍ତର ବଳାତ୍କାର ଓ ହତ୍ୟା ମାମଲା:ପ୍ରତି ଦୁଇ ଘଣ୍ଟାରେ ପରିସ୍ଥିତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

Ramesh Parida by Ramesh Parida
Aug 19, 2024, 12:19 am GMT+0530
FacebookTwitterWhatsAppTelegram

କୋଲକତାର ଆର.ଜି କର ମେଡ଼ିକାଲ କଲେଜରେ ଜଣେ ମହିଳା ଡ଼ାକ୍ତରଙ୍କ ବଳାତ୍କାର ଓ ହତ୍ୟା ବିରୋଧରେ ଡ଼ାକ୍ତରଙ୍କ ପ୍ରଦର୍ଶନ ଜାରି କରିଛି । ଏହି ପ୍ରତିବାଦକୁ ଦୃଷ୍ଟିରେ ରଖି ଗୃହ ମନ୍ତ୍ରଣାଳୟ ସବୁ ରାଜ୍ୟର ପୁଲିସ ବାହିନୀଙ୍କୁ ପ୍ରତି ଦୁଇ ଘଣ୍ଟାରେ ପରିସ୍ଥିତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛି । ରାଜ୍ୟ ପୋଲିସ ବାହିନୀକୁ ପଠାଯାଇଥିବା ବାର୍ତାରେ ଗୃହ ମନ୍ତ୍ରଣାଳୟ କହିଛି ଯେ ବିରୋଧିକୁ ଦୃଷ୍ଟିରେ ରଖି ସମସ୍ତ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖାଯିବା ଉଚିତ । ଏହା ବ୍ୟତୀତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସୁରକ୍ଷା ପାଇଁ ଏକ କମିଟି ଗଠନ କରିବାକୁ ମଧ୍ୟ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଗୃହ ମନ୍ତ୍ରଣାଳୟ ରାଜ୍ୟ ପୁଲିସ ବାହିନୀଙ୍କୁ ଫ୍ୟାକ୍ସ ଏବଂ ହ୍ବାଟସ ଆପ ନମ୍ବର ଏବଂ ଇେମଲ ମଧ୍ୟ ପ୍ରଦାନ କରିଛି ଯେଉଁଥିରେ ପ୍ରତି ଦୁଇ ଘଣ୍ଟାରେ ପରିସ୍ଥିତି ରିପୋର୍ଟ ପଠାଯିବ । ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଏହା ନିଶ୍ଚିତ କରିବ ଯେ ଗୁରୁତ୍ବପୂଣ୍ଣ ପ୍ରସଙ୍ଗ ସହ ଜଡ଼ିତ ରିପୋର୍ଟ ଠିକ ସମୟରେ ପହଞ୍ଚିବ  । ସେ ଆହୁରି ମଧ୍ୟ କହିଛନ୍ତି ଯେ କୋଲକତା ବଳାତ୍କାର  ମାମଲରେ ଅନେକ ତ୍ରୁଟି ଦେଖିବାକୁ ମିଳିଛି  । ଏଭଳି ଗମ୍ଭୀର ପରିସ୍ଥିତିରେ ଶୀଘ୍ର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବା ଉଚିତ ।

Tags: INDIAModinewsTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.