Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ସିମ୍ ବକ୍ସ ମାମଲାକୁ ଏନଆଇଏ ହାତକୁ ନେଇପାରେ

Ramesh Parida by Ramesh Parida
Aug 20, 2024, 11:53 am GMT+0530
FacebookTwitterWhatsAppTelegram

ଭୁବନେଶ୍ୱର: ସିମ୍ ବକ୍ସ ମାମଲାରେ ପୋଲିସ ତଦନ୍ତ ଚାଲୁ ରହିଛି । ଆତଙ୍କବାଦୀ କାର୍ଯ୍ୟକଳାପରେ ଅଭିଯୁକ୍ତ ଲିପ୍ତ ରହିଛି କି ନାହିଁ ତାହା ହେଉଛି ବଡ଼ ପ୍ରଶ୍ନ । ଏପର୍ଯ୍ୟନ୍ତ ପୋଲିସ କିଛି ସ୍ପଷ୍ଟ କରିପାରିନାହିଁ ।   ଅଭିଯୁକ୍ତ ରାଜୁ ମଣ୍ଡଳକୁ କମିସନରେଟ୍ ପୋଲିସ ଝାରଖଣ୍ଡର ରାଞ୍ଚିକୁ ନେଉଥିବା ଜଣାଯାଇଛି। ଭୁବନେଶ୍ୱର, କଟକ ପରେ ଝାରଖଣ୍ଡରେ ସିମ୍ ବକ୍ସ ରହିଛି ବୋଲି ତଦନ୍ତରୁ ଜଣାପଡ଼ିବା ପରେ ପୁଲିସ ତାକୁ ରାଞ୍ଚି ନେଉଛି। ଏହି ମାମଲା ଏନଆଇଏ ଯାଂଚ କରିବାର ସଂଭାବନା ରହିଛି ।

ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଅସଦୁର ଜମାନକୁ ଗିରଫ କରିବା ପାଇଁ ଇଣ୍ଟରପୋଲର ସହାୟତା ନେଇଛି କମିସନରେଟ ପୁଲିସ। ଏବେ ଜମାନ କେଉଁଠି ଅଛି କଣ କରୁଛି ତାହା ମଧ୍ୟ ଜଣାପଡ଼ିନାହିଁ । ବାଂଲାଦେଶରେ ରହି ସେ ଭାରତରେ କଣ ପାଇଁ ଏସବୁ କରୁଥିଲା ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ । ଭୁବନେଶ୍ୱର, କଟକରୁ ସିମ୍ ବକ୍ସ ମିଳିବା ପରେ ୫ ଦିନିଆ ପୁଲିସ ରିମାଣ୍ଡରେ ରହିଛି ରାଜୁ ମଣ୍ଡଳ। କମିସନରେଟ ପୁଲିସର ସ୍ପେଶାଲ ସ୍କ୍ୱାର୍ଡର ୨ଟି ଟିମ୍ ରାଞ୍ଚି ଯାଉଛି। ତୃତୀୟ ସିମ୍ ବକ୍ସ ମିଳିବା ପରେ ଆହୁରି ଅଧିକ ତଥ୍ୟ ପୁଲିସକୁ ମିଳିବ। ଆତଙ୍କୀ ଲିଙ୍କ ତଦନ୍ତ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ମଧ୍ୟ ଆସି ଭୁବନେଶ୍ୱରରେ ପହଞ୍ଚିବ ବୋଲି ସୂଚନା ରହିଛି। ଭୁବନେଶ୍ୱର ଓ କଟକରୁ ମୋଟ ୧୨ ଟି ସିମ୍ ବକ୍ସ ଜବତ କରିସାରିଲାଣି ପୁଲିସ।

Tags: investigationnewsodishaSIM box racket
ShareTweetSendShare

RelatedNews

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.