Saturday, May 10, 2025
No Result
View All Result
Odisha 365

Latest News

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ୟୁପିଏସସି ଲାଟେରାଲ ଏଣ୍ଟ୍ରି ନିଯୁକ୍ତି ଉପରେ ରୋକ

Ramesh Parida by Ramesh Parida
Aug 20, 2024, 05:09 pm GMT+0530
FacebookTwitterWhatsAppTelegram

ଅମଲାତନ୍ତ୍ର ନୁଯୁକ୍ତିରେ ୟୁପିଏସସିରେ ଲାଟେରାଲ ଏଣ୍ଟ୍ରି ନେଇ ରାଜନୈତିକ ଉତ୍ତେଜନା ତୀବ୍ର ହୋଇଛି । ଏପରିସ୍ଥଳେ କେନ୍ଦ୍ର ସରକାର ୟୁପିଏସସି ଲାଟେରାଲ ନିଯୁକ୍ତି ଉପରେ ରୋକ ଲଗାଇଛନ୍ତି । ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ଅମଲାତନ୍ତ୍ର ନିଯୁକ୍ତିରେ ଅନୁସୂଚିତ ଜାତି , ଅନୁସୂଚିତ ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ବର୍ଗର ସଂରକ୍ଷଣ ସ୍ଥାନ ଛଡ଼ାଇ ନିଆଯାଇଛି । ବର୍ତମାନ କାର୍ମିକ ମନ୍ତ୍ରଣାଳୟ ୟୁପିଏସସି ଅଧ୍ୟକ୍ଷକୁ ଏକ ଚିଠି ଲେଖିଛି ।

ଏନଇ ରାଜନୈତିକ ଉତ୍ତେଜନା ମଧ୍ୟୀରେ କର୍ମଚାରୀ ଜନ ଅଭିଯୋଗ ଏବଂ ପେନସନ ମନ୍ତ୍ରଣାଳୟର ରାଜ୍ୟ ମନ୍ତ୍ରୀ ଡ଼କ୍ଟର ଜିତେନ୍ଦ୍ର ସିଂ କେନ୍ଦ୍ର ଜନସେବା ଆୟୋଗକୁ ଏକ ଚିଠି ଲେଖିଛନ୍ତି । ଚିଠିରେ ମନ୍ତ୍ରୀ ଲାଟେରାଲ ଏଣ୍ଟ୍ରି ଆଧାରରେ କରାଯାଇଥିବା ନିଯୁକ୍ତି ପ୍ରତ୍ୟାହାର କରିବାକୁ କେନ୍ଦ୍ର ଜନସେବା ଆୟୋଗକୁ କହିଛନ୍ତି । ଚିଠିରେ କୁହାଯାଇଛି ଯେ ଲାଟେରାଲ ଏଣ୍ଟ୍ରି ଆଧାରରେ କରାଯାଇଥିବା ନିଯୁକ୍ତିରେ ସଂରକ୍ଷଣ ପାଇଁ କୌଣସି ବ୍ୟବସ୍ଥା ନାହିଁ । ଏହାକୁ ପ୍ରତ୍ୟାହାର କରାଯିବା ଉଚିତ ।

ଚିଠିରେ କୁହାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଚ୍ଚ ପଦବୀରେ ଏଭଳି ନିଯୁକ୍ତି ପାଇଁ ସମ୍ବିଧାନରେ ସଂରକ୍ଷିତ ସାମାଜିକ ନ୍ୟାୟ ଏବଂ ସଂରକ୍ଷଣ ଉପରେ ଗୁରୁତ୍ବ ଦେବାକୁ ଚାହୁଁଛନ୍ତି । ତେଣୁ ଏହି ବିଜ୍ଞାପନ ପ୍ରତ୍ୟାହାର କରାଯିବା ଉଚିତ । କେନ୍ଦ୍ର କହିଛି ଯେ ଯୋଗ୍ୟ ପ୍ରାର୍ଥୀମାନେ ସରକାରୀ ସେବାରେ ସମୋନଙ୍କର ଉପଯୁକ୍ତ ପ୍ରତିନିଧିତ୍ବ ନିଶ୍ଚିତ କରିବା ଆବଶ୍ୟକ ।

Tags: INDIAnews
ShareTweetSendShare

RelatedNews

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.