Friday, June 6, 2025
No Result
View All Result
Odisha 365

Latest News

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜନୀତି

ଲୁଟେରା ଓ ଦୁର୍ନୀତିଖୋରଙ୍କ ଆତ୍ମସୁରକ୍ଷା ଅଭିଯାନ କରୁଛି କଂଗ୍ରେସ: ମନୋଜ ମହାପାତ୍ର

Ramesh Parida by Ramesh Parida
Aug 22, 2024, 04:49 pm GMT+0530
FacebookTwitterWhatsAppTelegram

ଭୁବନେଶ୍ୱର : ଲୁଟେରା ଓ ଦୁର୍ନୀତିଖୋରଙ୍କ ଆତ୍ମସୁରକ୍ଷା ଅଭିଯାନ କରୁଛି କଂଗ୍ରେସ  । ଏଭି କହିଛି ବିଜେପି  । ପ୍ରତ୍ୟେକ ପଲଟିକାଲ ପାର୍ଟିର ପଲିଟିକାଲ ଫିଲୋସଫି ଓ ଲୋକଙ୍କ ପାଇଁ କମିଟ୍‌ମେଂଟ୍ ଥାଏ, ଯାହା କଂଗ୍ରେସ ପାଖରେ ନାହିଁ ବୋଲି ରାଜ୍ୟ ମୁଖପାତ୍ର ଶ୍ରୀ ମନୋଜ ମହାପାତ୍ର କହିଛନ୍ତି ।  କଂଗ୍ରେସ ଦଳର ରାଜନୈତିକ କାର୍ଯ୍ୟକ୍ରମ ଲୋକଙ୍କ ସ୍ୱାର୍ଥ ପାଇଁ ନୁହେଁ ବରଂ ନେତମାନେ କରିଥିବା କଳାକାରନାମା ଉପରେ ପରଦା ପକାଇବା ପାଇଁ । ଅଭିଯୁକ୍ତ କିମ୍ବା ଅଭିଯୁକ୍ତଙ୍କ ପକ୍ଷଧର ତଦନ୍ତକାରୀ ସଂସ୍ଥା ଉପରେ ଚାପ ପ୍ରୟୋଗ କଲେ ଆଇନ୍‌ର ଶାସନ ଚାଲିବ ନାହିଁ, ବରଂ ଦେଶରେ ଅଶାନ୍ତି ଓ ବିଶୃଂଖଳା ସୃଷ୍ଟି କରିବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ଶ୍ରୀ ମହାପାତ୍ର କହିଛନ୍ତି ଯେ, ଇଡି ଅଫିସ୍ ଆଗରେ ଟେଂଟ୍ ପକାଇ ଫଟୋ ଉଠାଇ କଂଗ୍ରେସର ନେତାମାନେ ପଲିଟିକାଲ ଷ୍ଟଂଟ କରୁଛନ୍ତି । ସାରା ଭାରତବର୍ଷର ନିର୍ବାଚନ ସ୍ଥିିତିିକୁ ଯଦି ସମୀକ୍ଷା କରାଯିବ, ତାହାଲେ ବହୁତ ଆଂଚଳିକ ଦଳ କଂଗ୍ରେସଠାରୁ ଆଗରେ । ରାଜ୍ୟରେ କଂଗ୍ରେସ ଦଳ ତା’ର ପରିଚୟ ରଖିବା ପାଇଁ ସଂଘର୍ଷ କରୁଛି । ବହୁତ କଂଗ୍ରେସ ନେତାଙ୍କର ଧୋବଧବଳିଆ ଚେହେରା ତଳେ ଦୁର୍ନୀତି ଓ କଳାକାରନାମାର ଦାଗ ରହିଛି । ସେଥିପାଇଁ ଏମାନେ ଯେଉଁ ରାଜନୈତିକ କାର୍ଯ୍ୟକ୍ରମ କରୁଛନ୍ତି, ତାହା ରାଜନୈତିକ କାର୍ଯ୍ୟକ୍ରମ ନୁହେଁ ବରଂ ଲୁଟେରା ଓ ଦୁର୍ନୀତିଖୋରଙ୍କ ଆତ୍ମସୁରକ୍ଷା ଅଭିଯାନ ।ଏହି ଅବସରରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ ମଧ୍ୟ  ଉପସ୍ଥିତ ଥିଲେ ।

Tags: BjdBJPcongressnewsodishapolitics
ShareTweetSendShare

RelatedNews

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.