Saturday, May 10, 2025
No Result
View All Result
Odisha 365

Latest News

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ପ୍ରଥମ ଜାତୀୟ ମହାକାଶ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Ramesh Parida by Ramesh Parida
Aug 23, 2024, 01:47 pm GMT+0530
FacebookTwitterWhatsAppTelegram

ପ୍ରଥମ ଜାତୀୟ ମହାକାଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମହାକାଶ କ୍ଷେତ୍ରରେ ଭାରତର ଉଲ୍ଲେଖନୀୟ କୃତିତ୍ୱ ଗର୍ବର ବିଷୟ ବୋଲି କହି ଖୁସି ଜାହିର କରି ତାଙ୍କ ଟ୍ବିଟର ରେ ଶେୟାର କରିଛନ୍ତି, “ପ୍ରଥମ ଜାତୀୟ ମହାକାଶ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା । ମହାକାଶ କ୍ଷେତ୍ରରେ ଆମର କୃତିତ୍ୱକୁ ଗର୍ବର ସହ ମନେ ପକାଉଛନ୍ତି । ଆମ ମହାକାଶ ବିଜ୍ଞାନୀମାନଙ୍କୁ ଅବଦାନକୁ ମଧ୍ୟ ଏହା ପ୍ରଶଂସା କରିବାର ସମୟ ।” ମହାକାଶ କ୍ଷେତ୍ରରେ ଅଗ୍ରସର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭବିଷ୍ୟତକୁ ଦୃଷ୍ଟିରେ ରଖି ଆମ ସରକାର ଅନେକ ଦୂରଦୃଷ୍ଟିସମ୍ପନ୍ନ ନିଷ୍ପତ୍ତି ନେଇଛି ଏବଂ ଆଗାମୀ ଦିନରେ ଅନେକ କିଛି କାର୍ଯ୍ୟ କରାଯିବ ।”

Tags: INDIAnarendra-modi-news
ShareTweetSendShare

RelatedNews

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ବାଲାଷ୍ଟିକ୍ ମିସାଇଲକୁ ଖସାଇଦେଲେ ଭାରତୀୟ ସେନା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.