Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Ramesh Parida by Ramesh Parida
Aug 23, 2024, 07:00 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନରେ ପହଞ୍ଚି ସେଠାକାର ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ୟୁକ୍ରେନରେ ଭବ୍ୟ ସ୍ବାଗତ କରାଯାଇଛି । ୟୁକ୍ରେନ ଗଠନ ହେବା ପରଠୁ ଭାରତର କୈାଣସି ପ୍ରଧାନମନ୍ତ୍ରୀ ୟୁକ୍ରେନ ଯାଇନାହାଁନ୍ତି । କିଭ୍‌ରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦି ସେଠାରେ ରହୁଥିବା ଭାରତୀୟ ସମ୍ପ୍ରଦାୟକୁ ଭେଟିଛନ୍ତି। ରାଷ୍ଟ୍ରପତି ଭ୍ଲାଦିମିର ଜେଲେନସ୍କିଙ୍କୁ ଭେଟିବା ପରେ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଏହି ଯାତ୍ରାକୁ ଆମେରିକା ସହ ପଶ୍ଚିମ ରାଷ୍ଟ୍ର ନଜର ରଖିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ୟୁକ୍ରେନ ଗସ୍ତକୁ ଆମେରିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଛି। ମୋଦିଙ୍କ ଏହି ଗସ୍ତ ଐତିହାସିକ। ପ୍ରଧାନମନ୍ତ୍ରୀ ମୋଦି ଜେଲେନସ୍କିଙ୍କ ସହ ବ୍ୟକ୍ତିଗତ ଏବଂ ପ୍ରତିନିଧୀ ସ୍ତରୀୟ ଆଲୋଚନା କରିଛନ୍ତି । ରୁଷିଆ-ୟୁକ୍ରେନ ବିବାଦର ସମାଧାନ ଉପରେ ମୋଦି ଗୁରୁତ୍ବ ଦେଇଛନ୍ତି । ପିଏମ୍‌ ମୋଦି ଏବଂ ଏସ୍‌ ରାଜାମୌଲିଙ୍କ ଫିଲ୍ମ ‘ଆରଆରଆର’ ଯେଉଁ ସ୍ଥାନର ସୁଟିଂ ହୋଇଥିଲା ସେହି ପ୍ୟାଲେସରେ ସାକ୍ଷାତ କରିଛନ୍ତି ଜେଲେନ୍ସିଙ୍କୁ । ପିଏମ ମୋଦି ଏବଂ ଜେଲେନସ୍କି ମାରିସ୍କି ପ୍ୟାଲେସରେ ଫଟୋ ଉଠାଇବା ସହ କିଛି ସମୟ ବିତାଇଛନ୍ତି । ଏହା ହେଉଛି ସେହି ପ୍ରାସାଦ ଯାହା ସାମ୍ନାରେ ‘ଆରଆରଆର’ ଚଳଚ୍ଚିତ୍ରର ପ୍ରସିଦ୍ଧ ଗୀତ ନାଟୁ-ନାଟୁ ଶୁଟିଂ କରାଯାଇଥିଲା। ୨୦୨୧ରେ ନାଟୁ-ନାଟୁ ଗୀତ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସରକାରୀ ବାସଭବନ ମାରିସ୍କି ପ୍ୟାଲେସ ସମ୍ମୁଖରେ ଶୁଟିଂ କରାଯାଇଥିଲା।

Tags: INDIAnewsodisha
ShareTweetSendShare

RelatedNews

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍
Latest News

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ
Latest News

ଅନିଲ କପୁରଙ୍କ ମା’ ନିର୍ମଳାଙ୍କ ପରଲୋକ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.