Saturday, May 10, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ରାଜ୍ୟ

ସୁଭଦ୍ରା ଯୋଜନା ମହିଳାଙ୍କ ଜୀବନରେ ପରିବର୍ତନ ଆଣିବ: କୁସୁମ ଟେଟେ

Ramesh Parida by Ramesh Parida
Aug 23, 2024, 08:33 pm GMT+0530
FacebookTwitterWhatsAppTelegram

ମହିଳା ସଶକ୍ତିକରଣ କ୍ଷେତ୍ରରେ “ସୁଭଦ୍ରା ଯୋଜନା” ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ବିଧାନସଭାରେ ଘୋଷଣା କରିଛନ୍ତି । ମୋଦିଙ୍କ ଗ୍ୟାରେଂଟିମାନେ ପ୍ରତିଶ୍ରୁତି ପୂରଣ ହେବାର ଗ୍ୟାରେଂଟି । ମହିଳା ସଶକ୍ତିକରଣ ପାଇଁ ସଂକଳ୍ପବଦ୍ଧ ଏବଂ ସମର୍ପିତ ବିଜେପିର “ଡବଲ ଇଞ୍ଜିନ ସରକାର” । ନିର୍ବାଚନ ସମୟରେ ବିଜେପି ପ୍ରତିଶ୍ରୁତି ଦେଇଥିଲା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ କ୍ୟାବିନେଟ୍‌ରେ ଓଡ଼ିଶାର ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନା ଅନୁମୋଦନ ହେଲା । ଏହି ଯୋଜନା ଦ୍ୱାରା ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ଲାଭବାନ ହେବେ ବୋଲି ରାଜ୍ୟ ଉପସଭାନେତ୍ରୀ ତଥା ପୂର୍ବତନ ବିଧାୟିକା ଶ୍ରୀମତୀ କୁସୁମ ଟେଟେ କହିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।
ଶ୍ରୀମତୀ ଟେଟେ କହିଛନ୍ତି ଯେ, ଏହି ଯୋଜନା ୨୦୨୮-୨୯ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୫୫,୮୨୫କୋଟି ଟଙ୍କାର ବଜେଟ୍ ଧାର୍ଯ୍ୟ କରାଯାଇଛି । ଏହି ଯୋଜନାରେ ୨୧ ରୁ ୬୦ବର୍ଷ ପର୍ଯ୍ୟନ୍ତ ସମସ୍ତ ମହିଳାଙ୍କୁ ସାମିଲ କରାଯିବ । ପ୍ରତିବର୍ଷ ରାକ୍ଷୀପୂର୍ଣ୍ଣିମା ଏବଂ ଆନ୍ତର୍ଜାତୀୟ ମହିଳା ଦିବସରେ ୫ହଜାର ଟଙ୍କା ଲେଖାଏଁ ବାର୍ଷିକ ସମୁଦାୟ ୧୦ହଜାର ଟଙ୍କା ପ୍ରଦାନ କରାଯିବ । ସୁଭଦ୍ରା ଯୋଜନାରେ ସ୍ୱଚ୍ଛତାକୁ ଆଣିବା ପାଇଁ ଆଧାର ପେମେଂଟ ବ୍ରିଜ୍ ସିଷ୍ଟମ ଦ୍ୱାରା ଯୋଗ୍ୟ ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଂଟକୁ ଆର୍ôଥକ ସହାୟତ ପଠାଯିବ । ଏଥିସହ ମହିଳାଙ୍କୁ “ସୁଭଦ୍ରା” ଡେବିଟ୍ କାର୍ଡ ପ୍ରଦାନ କରାଯିବ । ସୁଭଦ୍ରା ଯୋଜନା ପାଇଁ ମହିଳାମାନେ ଅଙ୍ଗନୱାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଇତ୍ୟାଦିରେ ଆବେଦନ କରିପାରିବେ । ଏଥିପାଇଁ କଲ୍ ସେଂଟର ମଧ୍ୟ କାର୍ଯ୍ୟକ୍ଷମ ହେବ । ଏଥିସହ ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିବା ପାଇଁଁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଂଚାୟତ ଏବଂ ଅରବାନ ଲୋକାଲ ବଡିରେ ସର୍ବାଧିକ ପରିମାଣର ଡିଜିଟାଲ କାରବାର କରିଥିବା ୧୦୦ଜଣ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ୫ଶହ ଟଙ୍କା ପ୍ରୋତ୍ସାହନ ରାଶି ରୂପେ ପ୍ରଦାନ କରାଯିବ ।
ସୁଭଦ୍ରା ଯୋଜନା ପାଇଁ ରାଜ୍ୟ ସରକାର ସମସ୍ତ ସୁବିଧା ଓ ସୁଯୋଗ ବ୍ୟବସ୍ଥା କରିଥିବାରୁ ଶ୍ରୀମତୀ ଟେଟେ ଧନ୍ୟବାଦ ଜଣାଇଛନ୍ତି । ଏହି ସୁଭଦ୍ରା ଯୋଜନାରୁ ଯେପରି ଯୋଗ୍ୟ ମହିଳା ବଂଚିତ ନହୁଅନ୍ତି ସେଥିପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀମତୀ ଟେଟେ କହିଛନ୍ତି ।

Tags: INDIAnewsodisha
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.