Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଏକୀକୃତ ପେନ୍‌ସନ୍‌ ଯୋଜନା ୟୁପିଏସ କୁ କ୍ୟାବିନେଟ୍‌ ମଞ୍ଜୁରି

Ramesh Parida by Ramesh Parida
Aug 25, 2024, 07:05 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଆଜି ଏକୀକୃତ ପେନସନ୍‌ ଯୋଜନା (ୟୁପିଏସ୍‌)କୁ ମଞ୍ଜୁରି ମିଳିଛି ।

ୟୁପିଏସ୍‌ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଲା :

ସୁନିଶ୍ଚିତ ପେନ୍‌ସନ୍‌ : ୨୫ ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ ଅବସର ପୂର୍ବର ୧୨ ମାସରେ ମିଳିଥିବା ହାରାହାରୀ ମୂଳ ଦରମା ବା ବେସିକ୍‌ ପେ’ର ୫୦% ମିଳିବ । ଏହି ବେତନ ସର୍ବନିମ୍ନ ୧୦ ବର୍ଷର ଚାକିରି ଅବଧି ଠାରୁ ଆରମ୍ଭ କରି ୨୫ ବର୍ଷ ପର୍ଯ୍ୟନ୍ତ ସେବା ଅବଧି କ୍ଷେତ୍ରରେ ଆନୁପାତିକ ଭାବେ ମିଳିବ।
ସୁନିଶ୍ଚିତ ପାରିବାରିକ ପେନ୍‌ସନ୍‌ : ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନ୍‌ସନ୍‌ର ୬୦ ପ୍ରତିଶତ ଦରରେ ପାରିବାରିକ ପେନସନ୍‌ ମିଳିବ ।
ସୁନିଶ୍ଚିତ ସର୍ବନିମ୍ନ ପେନସନ୍‌ : ସର୍ବନିମ୍ନ ୧୦ ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦,୦୦୦ ଟଙ୍କା ।
ମୁଦ୍ରାସ୍ଫିତୀ ଅନୁରୂପ ପେନ୍‌ସନ୍‌ ନିର୍ଦ୍ଧାରଣ : ସୁନିଶ୍ଚିତ ପେନ୍‌ସନ୍‌, ସୁନିଶ୍ଚିତ ପାରିବାରିକ ପେନସନ୍‌ ଓ ସୁନିଶ୍ଚିତ ସର୍ବନିମ୍ନ ପେନ୍‌ସନ୍‌ ଉପରେ ।
ସେବା କର୍ମଚାରୀଙ୍କ କ୍ଷେତ୍ରରେ ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ଆଧାରରେ ମହଙ୍ଗା ସହାୟତା।

ଅବସର ପରେ ଗ୍ରାଚୁଇଟି ବ୍ୟତୀତ ଏକକାଳୀନ ରାଶି ।
ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକ (ବେତନ+ଡିଏ)ର ୧/୧୦ ଭାଗ ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନ୍‌ସନ୍‌ ର ପରିମାଣ କମ୍‌ ହେବ ନାହିଁ ।

Tags: INDIAModinewsUnified Pension Scheme
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.