Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ

Ramesh Parida by Ramesh Parida
Aug 27, 2024, 03:18 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ଏବେ ଜଣେ ପ୍ରାର୍ଥୀ ରହିଥିବାରୁ ସେ ବିଜୟୀ ହେବେ । ମମତା ମହାନ୍ତ ରାଜ୍ୟସଭା ଯିବା ନିଶ୍ଚିତ ହୋଇଛି ।  ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ଏବେ ସେ ପ୍ରାର୍ଥୀ ହୋଇନାହାଁନ୍ତି ।  ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ବିଜେପି ନେତା ଜଗନ୍ନାଥ ପ୍ରଧାନ କହିଛନ୍ତି, ଦଳୀୟ ନେତୃତ୍ୱଙ୍କ ନିଷ୍ପତ୍ତି ଅନୁସାରେ ମୁଁ ପ୍ରାର୍ଥିପତ୍ର ଦାଖଲ କରିଥିଲି। ଦଳ ନିଷ୍ପତ୍ତି କ୍ରମେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛି। ପାର୍ଟିର ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବେ ଦଳୀୟ ନିଷ୍ପତ୍ତି ପାଳନ କରିଛି। ଦଳର ଏହା ଆଭ୍ୟନ୍ତରୀଣ ଷ୍ଟ୍ରାଟେଜି ଥିଲା। ମୁଁ ଜଣେ ଦଳର ଶୃଙ୍ଖଳିତ କର୍ମୀ। ଦଳ ମୋ ଉପରେ ଭରସା କରି ବଡ଼ ଦାୟିତ୍ୱ ଦେଇଥିଲା। ମୁଁ ଦଳ ନିଷ୍ପତ୍ତି ଅନୁସାରେ କାର୍ଯ୍ୟ କରିଥିଲି।

ତେବେ ସେହିଦନ ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ଭାବେ ମମତା ମହାନ୍ତ ମଧ୍ୟ ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ତାଙ୍କ ପ୍ରାର୍ଥୀପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବିଜୟ ସିଂହ ତୋମାରଙ୍କ ପରି ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ହେଲେ ଅପରାହ୍ନରେ ଜଗନ୍ନାଥ ପ୍ରଧାନ ପ୍ରାର୍ଥିପତ୍ର ଦାଖଲ କରିବା ପରେ ନାନା ଚର୍ଚ୍ଚା ଆଲୋଚନା ବଢ଼ିଥିଲା। ଆଜି ଜଗନ୍ନାଥ ପ୍ରଧାନ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିବାରୁ ମମତା ମହାନ୍ତ ପୁଣି ରାଜ୍ୟସଭା ଯିବା ପାଇଁ ପଥ ପରିସ୍କାର ହୋଇଛି।

ମମତା ମହାନ୍ତ ହେଉଛନ୍ତି କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ଓ ଶିକ୍ଷିତ ନେତ୍ରୀ। ମମତା ୨୦୨୦ ମସିହା ଏପ୍ରିଲ ୩ ତାରିଖରେ ବିଜେଡି ତରଫରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ହେଲେ ସାଧାରଣ ନିର୍ବାଚନ ପରେ ପରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ବେଳେ ବିଜେଡି ବିରୋଧରେ ଅସନ୍ତୋଷ ଝାଡିବା ସହ ସେ ବିଜେପିରେ ସାମିଲ୍‌ ହୋଇଥିଲେ।

Tags: newsodishaTOP NEWS
ShareTweetSendShare

RelatedNews

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
Latest News

ଆହୁରି ୪ ଦିନ କାଳବୈଶାଖୀ

Latest News

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.