Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ବହୁତ ହୋଇଗଲା, ଝିଅମାନଙ୍କ ବିରୁଦ୍ଧରେ ଅପରାଧକୁ ବରଦାସ୍ତ କରାଯିବ ନାହିଁ : ରାଷ୍ଟ୍ରପତି

Ramesh Parida by Ramesh Parida
Aug 28, 2024, 07:03 pm GMT+0530
FacebookTwitterWhatsAppTelegram

ନୂଆଦିଲ୍ଲୀ: ଝିଅମାନଙ୍କ ବିରୁଦ୍ଧରେ ଅପରାଧକୁ ବରଦାସ୍ତ କରାଯିବ ନାହିଁ ବୋଲି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ କହିଛନ୍ତି । ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ଉପରେ ରାଷ୍ଟ୍ରପତି କହିଛନ୍ତି ମହିଳାମାନେ କମ ଶକ୍ତିଶାଳୀ ନୁହଁନ୍ତି ।  କୋଲକାତାର ଆରଜି କର ମେଡିକାଲ କଲେଜରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏପରି ବଡ ବୟାନ ଦେଇଛନ୍ତି  । ସେ ଏକ ସାକ୍ଷାତକାରରେ କହିଛନ୍ତି ଯେ ମୁଁ ବହୁତ ନିରାଶ ଏବଂ ଭୟଭୀତ । ଝିଅମାନଙ୍କ ବିରୁଦ୍ଧରେ ଅପରାଧକୁ ବରଦାସ୍ତ କରାଯିବ ନାହିଁ  । ସେ କହିଛନ୍ତି, ସହିବା ବହୁତ ହୋଇଗଲା  । କୌଣସି ସଭ୍ୟ ସମାଜ ଝିଅ ଏବଂ ଭଉଣୀମାନଙ୍କ ଉପରେ ଏପରି ଅତ୍ୟାଚାରକୁ ଅନୁମତି ଦେଇପାରିବ ନାହିଁ |

ଯେଉଁମାନଙ୍କର ଏପରି ଦୃଷ୍ଟିକୋଣ ରହିଛି ସେମାନେ ମହିଳାମାନଙ୍କୁ ଏକ ବସ୍ତୁ ଭାବରେ ଦେଖନ୍ତି  । ଭୟରୁ ମୁକ୍ତି ପାଇବା ବାଟରେ ଆସୁଥିବା ପ୍ରତିବନ୍ଧକକୁ ହଟାଇବା ଆମର ଝିଅମାନଙ୍କର କର୍ତ୍ତବ୍ୟ  । ସେ କହିଛନ୍ତି, “ନିର୍ଭୟା ପରେ ଗତ ୧୨ ବର୍ଷ ମଧ୍ୟରେ ସମାଜ ଅସଂଖ୍ୟ ଦୁଷ୍କର୍ମକୁ ଭୁଲି ଯାଇଛି, ଏମିତି ଭୁଲିଯିବା ଠିକ୍ ନୁହେଁ। ଇତିହାସ ସାମ୍ନା କରିବାକୁ ଭୟ କରୁଥିବା ସମାଜଗୁଡିକ ଭୁଲିଯିବାର ସାହାରା ନିଅନ୍ତି  । ବର୍ତ୍ତମାନ ସମୟ ଆସିଛି ଭାରତ ଇତିହାସକୁ ସାମ୍ନା କରିବା ଉଚିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ସମାଜ ନିଜକୁ କିଛି କଠିନ ପ୍ରଶ୍ନ ପଚାରିବା ଆବଶ୍ୟକ। କୌଣସି ସଭ୍ୟ ସମାଜ ଝିଅ ଏବଂ ଭଉଣୀମାନଙ୍କ ଉପରେ ଏପରି ଅତ୍ୟାଚାରକୁ ଅନୁମତି ଦେଇପାରିବ ନାହିଁ  । ତେଣୁ ସମୟ ଆସିଛି ଏଭଳି ଲୋକମାନଙ୍କୁ ଆଇନ ଅନୁସାରେ କଠୋର ଦଣ୍ଡ ଦେବା ଆବଶ୍ୟକ ।

ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ଉପରେ ରାଷ୍ଟ୍ରପତି ମୁର୍ମୁ କହିଛନ୍ତି ଯେ ବହୁତ ହୋଇଗଲା। ସେ କହିଛନ୍ତି, “ଯେତେବେଳେ କୋଲକାତାରେ ଛାତ୍ର, ଡାକ୍ତର ଏବଂ ନାଗରିକମାନେ ବିରୋଧ ପ୍ରଦର୍ଶନ କରୁଥିଲେ ସେତେବେଳେ ମଧ୍ୟ ଅପରାଧୀମାନେ ଅନ୍ୟ ସ୍ଥାନରେ ଏହି କୁକର୍ମ କରିବାକୁ ଅପେକ୍ଷା କରି ରହିଥିଲେ। କୌଣସି ସଭ୍ୟ ସମାଜରେ ମହିଳାଙ୍କ ବିପକ୍ଷରେ ଏଭଳି ଅତ୍ୟାଚାରକୁ ଅନୁମତି ଦେଇହେବ ନାହିଁ  । ଏହା ବନ୍ଦ ହେବା ଉଚିତ । ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ଅନେକ ସମୟରେ ନିନ୍ଦନୀୟ ମାନସିକତା ଥିବା ଲୋକମାନେ ମହିଳାମାନଙ୍କୁ କମ୍ ଶକ୍ତିଶାଳୀ, କମ୍ ଦକ୍ଷ, କମ୍ ବୁଦ୍ଧିମାନ ଭାବରେ ଦେଖନ୍ତି  ।

Tags: BJPKolkata rape-murder caseModinewsTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.