Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ସଡ଼କ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ସମ୍ମାନ

Ramesh Parida by Ramesh Parida
Aug 29, 2024, 08:15 am GMT+0530
FacebookTwitterWhatsAppTelegram

ଭୁବନେଶ୍ବର: ସଡ଼କ ସୁରକ୍ଷା କ୍ଷେତ୍ରରେ ରାଜ୍ୟକୁ କେନ୍ଦ୍ର ସରକାର ପ୍ରଶଂସା କରିଛନ୍ତି । ଦେଶରେ ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶା ମନୋନୀତ ହୋଇଛି। ଦିଲ୍ଲୀରେ ଆୟୋଜିତ ଫିକି ଷଷ୍ଠ ସଡ଼କ ସୁରକ୍ଷା କନକ୍ଲେଭ ଅବସରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଓଡ଼ିଶା ପାଇଁ ଯୁଗ୍ମ ପରିବହନ କମିସନର (ସଡ଼କ ସୁରକ୍ଷା) ପ୍ରଦୀପ କୁମାର ମହାନ୍ତିଙ୍କୁ ସମ୍ମାନିତ କରି ଉଚ୍ଚ ପ୍ରଶଂସା କରିଛନ୍ତି। ଗତ କିଛି ବର୍ଷ ଭିତରେ ଓଡ଼ିଶା ସଡ଼କ ସୁରକ୍ଷା କ୍ଷେତ୍ରରେ ଉନ୍ନତ ବୈଷୟିକ ଜ୍ଞାନ ବ୍ୟବହାର କରି ଦୁର୍ଘଟଣା କମାଇବାରେ ଅନ୍ୟମାନଙ୍କ ପାଇଁ ପ୍ରେରଣା ହୋଇପାରିଛି ।

କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ ଓଡ଼ିଶାକୁ ସମ୍ମାନିତ କରିବା ସହ ଓଡ଼ିଶା ନେଇଥିବା ବିଭିନ୍ନ ପଦକ୍ଷେପ ଅନ୍ୟମାନଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି ।  ସହିତ ରାଜ୍ୟରେ ଏନ୍‌ଫୋର୍ସମେଣ୍ଟ, ରୋଡ୍ ଇଞ୍ଜିନିୟରିଂ ଉପରେ ଅଧିକ ପ୍ରାଧାନ୍ୟ ଦେବାକୁ ପରାମର୍ଶ ଦେଇଛନ୍ତି। ସରକାର ନିଜେ ସମସ୍ତ ଖର୍ଚ୍ଚ ବହନ କରି ରାଜ୍ୟରେ ଚାରିଟି ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବା ସହିତ ଗାଡ଼ି ଚାଳକମାନଙ୍କୁ ଦେଉଥିବା ପ୍ରଶିକ୍ଷଣ ପଦ୍ଧତି ଓ ସେଠାରୁ ପ୍ରଶିକ୍ଷିତ ଚାଳକମାନଙ୍କ ଶୂନ୍ୟ ଦୁର୍ଘଟଣା ରେକର୍ଡ ଅନ୍ୟ ରାଜ୍ୟ ପାଇଁ ଉଦାହରଣ ପାଲଟିଛି ବୋଲି କହିଛନ୍ତି ।

ଆୟୋଜିତ ଆଲୋଚନାଚକ୍ରରେ ଓଡ଼ିଶା ପକ୍ଷରୁ ଯୁଗ୍ମ ପରିବହନ କମିସନର ପ୍ରଦୀପ କୁମାର ମହାନ୍ତି ଭାଗ ନେଇଥିଲେ। ଏ ନେଇ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର କହିଛନ୍ତି ଯେ ବାଣିଜ୍ୟ ଓ ପରିବହନ ବିଭାଗ ତଥା ରାଜ୍ୟ ପରିବହନ ପ୍ରାଧିକରଣ ଦୁର୍ଘଟଣା ହ୍ରାସ ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛି। ଏହି ସମ୍ମାନ ଆମକୁ ଉତ୍ସାହିତ କରିଛି। ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ଏହି ପୁରସ୍କାର ପାଇଁ ବିଭାଗକୁ ଶୁଭେଚ୍ଛା ଜଣାଇଛନ୍ତି।

ଏଠାରେ ସୂଚନାଯୋଗ୍ୟ ରାଜ୍ୟରେ ବର୍ଷକୁ ପ୍ରାୟ ୫ ହଜାର ଓ ଦିନକୁ ପ୍ରାୟ ୧୬ ଜଣଙ୍କର ସଡ଼କ ଦୁର୍ଘଟଣାରେ ପ୍ରାଣହାନୀ ଘଟୁଛି । ଦୁର୍ଘଟଣାରେ ଜାତୀୟ ମୃତ୍ୟୁ ସଂଖ୍ୟା ହାର ୩୭ ପ୍ରତିଶତ ବାବେଳେ ଓଡ଼ିଶାରେ ଏହା ୪୭ ପ୍ରତିଶତ ରହିଛି । ୨୦୨୩ ମସିହାରେ ଗ୍ରାମାଞ୍ଚଳରେ  ଦୁର୍ଘଟଣା (୬୩.୧%) ଘଟିଥିବାବେଳେ ମୃତ୍ୟୁ ସଂଖ୍ୟା ୬୭.୭% ରହିଥିଲା ।

ସେହିପରି ସହରାଞ୍ଚଳରେ ଦୁର୍ଘଟଣା ସଂଖ୍ୟା ୩୬.୯% ଥିବାବେଳେ ମୃତ୍ୟୁ ସଂଖ୍ୟା ୩୨.୩% ରହିଥିଲା । ଚଳିତ ବର୍ଷ ୨୦୨୪ ଜାନୁଆରୀରୁ ମଇ ମାସ ସୁଦ୍ଧା ୫୩୬୦ ଦୁର୍ଘଟଣା ଘଟି ୨୬୫୭ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରେ ସର୍ବାଧ‌ିକ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ପ୍ରାୟ ୬୩ ପ୍ରତିଶତ ମୃତ୍ୟୁ ହେଲମେଟ୍ ପିନ୍ଧି ନଥୁବା ଯୋଗୁଁ ଘଟିଛି । ଏହା ସହିତ ଅସାବଧାନତା ଏବଂ ବେପରବାୟ ଭାବେ ଗାଡିଚାଳନା କରିବା ସହ  ଗାଡିଚାଳକ(ଡ୍ରାଇଭର)ଙ୍କ ବଦଳଳରେ ଲାଇସେନ୍ସ ନଥିବା ହେଲପରଙ୍କ ଦ୍ବାରା ଗାଡି ଚାଳନା, ନିଶାସକ୍ତ ହୋଇ ଗାଡିଚାଳନାରୁ ବହୁବାର ଦୁର୍ଘଟଣା ଘଟୁଛି । ସହରରେ ଏବଂ ଗ୍ରାମାଞ୍ଚଳରେ ବେଆଇନ  ଭାବେ ରାସ୍ତା କଡରେ ଗାଡି ପାକିଂ ଯୋଗୁ ଯାନବାହନ ଚାଳନାରେ ବ୍ୟାଘାତ ଘଟି ଦୁର୍ଘଟଣା ହେଉଛି । ବିଭିନ୍ନ ନିର୍ମାଣ ଜୋନରେ ବର୍ଜ୍ୟବସ୍ତୁ ରାସ୍ତାକଡରେ ଅବ୍ୟବସ୍ଥିତ ଭାବେ ପଡିରହିବା କାରଣରୁ ଏବଂ ନିର୍ମାଣ ସ୍ଥଳରେ ସୂଚନା ସଂକେତ (ମେନ୍ ଆର୍ଟ ୱାର୍କ) ନଲାଗିବା ଫଳରେ ଦୁର୍ଘଟଣା ଘଟୁଛି । ଲୋକମାନେ ସଚେତନ ନଥିବାରୁ ଦୁର୍ଘଟଣାର କାରଣ ହେଉଛି ।

ତେବେ ଦୁର୍ଘଟଣା କମାଇବା ପାଇଁ ପ୍ରତି ଛକ ଛକ ଜାଗା ସ୍ଥାନରେ ସତର୍କ ସୂଚନା ଲଗାଯିବା ଦରକାର ।  ହାଇମାଷ୍ଟ ଆଲୋକ ବ୍ୟବସ୍ଥା କରାଯିବା ଆବଶ୍ୟକ ।  ସଡ଼କ କର୍ତ୍ତୃପକ୍ଷ ରାସ୍ତା ଉନ୍ନତି କରଣରେ ଇଜିନିଅରିଂ ଜ୍ଞାନ କୌଶଳ ପ୍ରୟୋଗରେ ଉନ୍ନତି ଆଣିବା ଆବଶ୍ୟକ ବୋଲି ଆଲୋଚନାରେ ଅତିଥିମାନେ ମତବ୍ୟକ୍ତ କରିଥିଲେ ।

Tags: best state in IndiaINDIAnewsodisharoad safety initiativesTOP NEWS
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.