Thursday, May 15, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଖିଳ ଭାରତୀୟ ସମନ୍ୱୟ ବୈଠକ ଆରମ୍ଭ

Ramesh Parida by Ramesh Parida
Aug 31, 2024, 05:56 pm GMT+0530
FacebookTwitterWhatsAppTelegram

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଖିଳ ଭାରତୀୟ ସମନ୍ୱୟ ବୈଠକ ୨୦୨୪ ଆଜିଠାରୁ କେରଳର ପାଲକ୍କଡ ଠାରେ ଆରମ୍ଭ ହୋଇଛି । ଏହି ବୈଠକରେ ବିବିଧ ସଂଗଠନର କାର୍ଯ୍ୟକର୍ତାମାନେ ସେମାନଙ୍କର କାର୍ଯ୍ୟର ସୂଚନା ଏବଂ ଅନୁଭବର ଆଦାନ ପ୍ରଦାନ କରିବେ । ରାଷ୍ଟ୍ରହିତର ବିଭିନ୍ନ ବିଷୟ ସନ୍ଦର୍ଭରେ ଯଥା, ବର୍ତମାନର ପରିଦୃଶ୍ୟ, ବିଗତ ଦିନର ଗୁରୁତ୍ୱପୂର୍ଣ୍ଣ ଘଟଣାବଳୀ ତଥା ସାମାଜିକ ପରିବର୍ତନର ଅନ୍ୟାନ୍ୟ ଆୟାମ ଏବଂ ଯୋଜନା ବିଷୟରେ ଏହି ବୈଠକରେ ଆଲୋଚନା ହେବ । ଏ ସମସ୍ତ ସଂଗଠନ ବିଭିନ୍ନ ବିଷୟ ଉପରେ ପାରସ୍ପରିକ ସହଯୋଗ ଏବଂ ସମନ୍ୱୟକୁ ଆହୁରି ଅଧିକ ବଢାଇବା ପାଇଁ ଆବଶ୍ୟକ ଉପାୟ କୁ ନେଇ ମଧ୍ୟ ଚର୍ଚ୍ଚା ଆଲୋଚନା

ଏହି ବୈଠକ ତିନିଦିନ ଧରି ଅନୁଷ୍ଠିତ ହେବ । ୨ ସେପ୍େଟମ୍ବରରେ ଶେଷ ହେବ । ଏହି ବୈଠକରେ ପରମ ପୂଜନୀୟ ସରସଂଘଚାଳକ ଡ.ମୋହନ ଭାଗବତ, ମାନନୀୟ ସରକାର୍ଯ୍ୟବାହ ଶ୍ରୀ ଦତାତ୍ରେୟ ହୋସବଲେଙ୍କ ସମେତ ସଂଘର ସମସ୍ତ ଛଅ ସହ-ସରକାର୍ଯ୍ୟବାହ ଏବଂ ଅନ୍ୟ ଅଖିଳ ଭାରତୀୟ କାର୍ଯ୍ୟକର୍ତାମାନେ ଉପସ୍ଥିତ ଅଛନ୍ତି । ଏହି ବୈଠକରେ ରାଷ୍ଟ୍ରସେବିକା ସମିତିର ପ୍ରମୁଖ ସଂଚାଳିକା ମା. ଶାନ୍ତାକାଜୀ, ପ୍ରମୁଖ କାର୍ଯ୍ୟବାହିକା ସୀତା ଅନ୍ନଦାନମ, ବନବାସୀ କଲ୍ୟାଣ ଆଶ୍ରମର ଅଧ୍ୟକ୍ଷ ଶ୍ରୀ ସତ୍ୟେନ୍ଦ୍ର ସିଂହ,ପୂର୍ବ ସୈନିକ ସେବା ପରିଷଦର ଅଧ୍ୟକ୍ଷ ଅବସରପ୍ରାପ୍ତ ଲେ.ଜେନେରାଲ ବି.କେ.ଚତୁର୍ବେଦୀ, ଅଖିଳ ଭାରତୀୟ ଗ୍ରାହକ ପଂଚାୟତର ଅଧ୍ୟକ୍ଷ ନାରାୟଣ ଭାଇ ଶାହା, ବିଶ୍ୱ ହିନ୍ଦୁ ପରିଷଦର ଅଧ୍ୟକ୍ଷ ଶ୍ରୀ ଆଲୋକ କୁମାର, ସାଧାରଣ ସଂପାଦକ ଶ୍ରୀ ବଜରଙ୍ଗ ବାଗଡା, ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସଂଗଠନ ମନ୍ତ୍ରୀ ଶ୍ରୀ ଆଶିଷ ଚୌହାନ, ଭାରତୀୟ ଜନତା ପାର୍ଟର ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା, ସାଧାରଣ ସମ୍ପାଦକ ସଂଗଠନ ଶ୍ରୀ ବି.ଏଲ.ସନ୍ତୋଷ,ବିଦ୍ୟା ଭାରତୀର ଅଧ୍ୟକ୍ଷ ଶ୍ରୀ ରାମକୃଷ୍ଣ ରାଓ, ଭାରତୀୟ ମଜଦୁର ସଂଘର ଅଧ୍ୟକ୍ଷ ଶ୍ରୀ ହିରଣମୟ ପାଣ୍ଡ୍ୟା, ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡ.ରାକେଶ ପଣ୍ଡିତଙ୍କ ସମେତ ୩୨ଟି ସଂଘ ପ୍ରେରିତ ବିବିଧ ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷ, ସଂଗଠନ ମନ୍ତ୍ରୀ ଏବଂ ପ୍ରମୁଖ ପଦାଧିକାରୀ ତଥା ସମସ୍ତ ସଂଗଠନର ମହିଳା ପ୍ରତିନିଧିମାନଙ୍କ ସହିତ ପ୍ରାୟ ୩୦୦ କାର୍ଯ୍ୟକର୍ତା ଅଂଶଗ୍ରହଣ କରିଛନ୍ତି ।

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.