Saturday, May 10, 2025
No Result
View All Result
Odisha 365

Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

୧୦ ମିଟର ଏୟାର ପିସ୍ତଲ ରେ ପଦକ ଜିତିଲେ ରୁବିନା

Ramesh Parida by Ramesh Parida
Aug 31, 2024, 07:44 pm GMT+0530
FacebookTwitterWhatsAppTelegram

ପ୍ୟାରିସ ପାରା ଅଲିମ୍ପିକ୍ସରେ ଭଲ ଖବର ଆସିଛି । ଭାରତ ପାଇଁ ଶୁଟିଂରୁ ପଦକ ଆସିବାରେ ଲାଗିଛି। ଆଜି ଭାରତ ପାଇଁ ୧୦ ମିଟର ଏୟାର ପିସ୍ତଲ(ଏସ୍‌ଏଚ୍‌ ୧)ରେ ପଦକ ଜିତିଛନ୍ତି ରୁବିନା ଫ୍ରାନ୍ସିସ। ତାଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।  ସେ ଏହି ଇଭେଣ୍ଟରେ ଦେଶ ପାଇଁ ବ୍ରୋଞ୍ଜ ପଦକ ହାସଲ କରି ବହୁତ ଖୁସିଥିବା କହିଛନ୍ତି ।  ଏଥିସହ ଶୁଟିଂରେ ଭାରତର ପଦକ ସଂଖ୍ୟା ୪ ଓ ମୋଟ ଉପରେ ପାରା ଅଲିମ୍ପିକ୍ସରେ ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ରୁବିନା ୧୦ ମିଟର ଏୟାର ପିସ୍ତଲ (ଏସଏଚ୍‌ ୧)ରେ ଆରମ୍ଭରୁ ଭଲ ଖେଳିଥିଲେ ।  କିନ୍ତୁ ମଧ୍ୟ ଭାଗରେ କିଛି ଶଟ ସେ ଠିକ ଭାବେ ଲକ୍ଷ୍ୟ ଭେଦ କରି ପାରି ନଥିଲେ। ଏଥିଯୋଗୁ ତାଙ୍କୁ ୪ର୍ଥ ସ୍ଥାନକୁ ଖସିବାକୁ ପଡ଼ିଥିଲା। ତେବେ ସେ ପୁଣି କମବ୍ୟାକ କରି ନିଜ ଲୟକୁ ଫେରିଥିଲେ। ଏଥିସହ ମୋଟ ୨୧୧.୧ ସ୍କୋର କରି ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ସେ ପିସ୍ତଲ ଇଭେଣ୍ଟରେ ଭାରତର ପ୍ରଥମ ପାରା ଶୁଟର ଭାବେ ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛନ୍ତି। ୨୫ ବର୍ଷୀୟ ରୁବିନାଙ୍କ ପୂର୍ବରୁ ଶୁଟିଂରେ ଅବନୀ ଲେଖାର ଓ ମୋନା ଅଗ୍ରୱାଲ ଯଥାକ୍ରମେ ସ୍ୱର୍ଣ୍ଣ ଓ ବ୍ରୋଞ୍ଜ ବିଜୟୀ ହୋଇଥିଲେ। ଉଭୟ ଆଥଲେଟ ମହିଳା ୧୦ ମିଟର ଏୟାର ରାଇଫଲ SH1 ପ୍ରତିଯୋଗିତାରେ ପଦକ ହାସଲ କରିଥିଲେ। ସେହିପରି ମନୀଷ ନରୱାଲ ପୁରୁଷ 10 ମିଟର ଏୟାର ପିସ୍ତଲ SH1 ରାଇଫଲ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଛନ୍ତି ।

ShareTweetSendShare

RelatedNews

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

ଶୁଭମନ ଗିଲଙ୍କ ଉପରେ ଲାଗିଲା ୧୨ ଲକ୍ଷ ଟଙ୍କାର ଜୋରିମାନା
Latest News

ଶୁଭମନ ଗିଲଙ୍କ ଉପରେ ଲାଗିଲା ୧୨ ଲକ୍ଷ ଟଙ୍କାର ଜୋରିମାନା

Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.