Wednesday, May 14, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଜଣେ ଠିକ ସମୟରେ ନ୍ୟାୟ ପାଇବା ତାର ଅଧିକାର

Ramesh Parida by Ramesh Parida
Sep 2, 2024, 01:39 pm GMT+0530
FacebookTwitterWhatsAppTelegram

ଜଣେ ନ୍ୟାୟ ପାଇବା ତାର ଅଧିକାର । ଅପରାଧୀକୁ ଦଣ୍ଡ ଦେବା ମଧ୍ୟ ଆବଶ୍ୟକ । କିନ୍ତୁ ଆମର ନ୍ୟାୟ ବ୍ୟବସ୍ଥାରେ ନ୍ୟାୟ ପାଇବା ବେଳକୁ ତାଙ୍କର ହସ ସମ୍ଭବତଃ ଲିଭି ଯାଇଥିବ। ତାଙ୍କ ଜୀବନ ସରି ଯାଇଥିବ। ଆମକୁ ଅତ୍ୟନ୍ତ ବ୍ୟାପକ ଓ ଗଭୀର ଭାବେ ଏହାକୁ ଦେଖିବାକୁ ପଡ଼ିବ ବୋଲି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ କହିଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ ମାମଲାର ଶୁଣାଣି ବେଳେ ବାରମ୍ଭାର ସ୍ଥଗିତ ହେଉଛି । ତ୍ବରିତ ନ୍ୟାୟ ହେଉଛି ନ୍ୟାୟ ।  କିଛି ମାମଲାରେ ଅପରାଧ ଘଟାଇବା ପରେ ଲୋକମାନେ ବେଧଡ଼କ ବାହାରେ ବୁଲୁଛନ୍ତି। ପୁଣି ଅପରାଧ କରୁଛନ୍ତି ।  ହେଲେ ପୀଡ଼ିତା ଭୟରେ ରହୁଛନ୍ତି। ଏ କ୍ଷେତ୍ରରେ ମହିଳାମାନଙ୍କ ସ୍ଥିତି ଆହୁରି ଖରାପ। ଗୋଟିଏ ସଭ୍ୟ ସମାଜ କେବେ ହେଲେ ଏହାକୁ ସମର୍ଥନ କରେନାହିଁ ବୋଲ ରାଷ୍ଟ୍ରପତି କହିଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଓ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଅର୍ଜୁନ ରାମ ମେଘୱାଲ ମଧ୍ୟ ଯୋଗ ଦେଇ ନ୍ୟାୟ ବ୍ୟବସ୍ଥାରେ ସୁଧାର ଜରୁରୀ ବୋଲି କହିଥିଲେ ।  ବିଚାର ପାଇଁ ପଡ଼ି ରହିଥିବା ମାମଲା ଓ ଶୁଣାଣିରେ ବିଳମ୍ବ ହେବା ନ୍ୟାୟପାଳିକା ପାଇଁ ଗୋଟିଏ ବଡ଼ ଚ୍ୟାଲେଞ୍ଜ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ଏଥିସହ ସେ ଉଚିତ ନ୍ୟାୟ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ କୋର୍ଟରେ ପଡ଼ି ରହିଥିବା ଦୁଷ୍କର୍ମ ମାମଲାକୁ ନେଇ ମଧ୍ୟ ସେ ଚିନ୍ତା ପ୍ରକଟ କରିଛି।

ଦୁଇ ଦିନିଆ ଜିଲ୍ଲାସ୍ତରୀୟ ନ୍ୟାୟପାଳିକାର ଜାତୀୟ ସମ୍ମିଳନୀରେ ସମ୍ବୋଧନ କରି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, “ଦୁଷ୍କର୍ମ ଭଳି ମାମଲାରେ ଯେତେବେଳେ କୋର୍ଟଙ୍କ ରାୟ ଗୋଟିଏ ପଢ଼ି ପରେ ପାରିତ ହେଉଛି ସେତେବେଳେ ସାଧାରଣ ଲୋକ ଭାବୁଛନ୍ତି ଯେ ନ୍ୟାୟ ପ୍ରଦାନ ପ୍ରକ୍ରିୟା ଅତ୍ୟନ୍ତ ଅସମ୍ବେଦନଶୀଳ।”ରାଷ୍ଟ୍ରପତି ମୁର୍ମୁଙ୍କ କହିବା କଥା ଗାଁରେ ଲୋକମାନେ ନ୍ୟାୟପାଳିକାକୁ ଭଗବାନ ବୋଲି ବିବେଚନା କରନ୍ତି। କାରଣ ସେମାନେ ନ୍ୟାୟପାଳିକାରୁ ନ୍ୟାୟ ପାଆନ୍ତି। କଥାରେ ଅଛି ଭଗବାନଙ୍କ ଘର ବିଳମ୍ବ ହୋଇପାରେ, କିନ୍ତୁ ଅନ୍ଧକାର ନୁହେଁ। କିନ୍ତୁ ବିଳମ୍ବ ଲମ୍ବା ହେବା ଉଚିତ ନୁହେଁ ।

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.