Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ଅପରାଜିତା ଦେଇପାରିବ କି ଦୁଷ୍କର୍ମକାରୀଙ୍କୁ ଫାଶୀ

Ramesh Parida by Ramesh Parida
Sep 3, 2024, 04:19 pm GMT+0530
FacebookTwitterWhatsAppTelegram

କୋଲକତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମୀ ଓ ହତ୍ୟା ମାମଲାରେ ବ୍ୟାକ୍ ଫୁଟକୁ ଚାଲିଯାଇଥିବା ମମତା ଦିଦିଙ୍କ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଲୋକଙ୍କ ରାଗ କମାଇବା ପାଇଁ ତଥା ଆନ୍ଦୋଳନୁ ଡାଇଭର୍ଟ କରିବା ପାଇଁ ସେ  ‘ଅପରାଜିତା’ ବିଲ୍ ପାରିତ କରିଛନ୍ତି ।  ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି।

ଦୁଷ୍କର୍ମ  ଏବଂ ଯୌନ ଅପରାଧ ବିରୋଧରେ ଆଇନକୁ କଠୋର କରିଛନ୍ତି ପଶ୍ଚିମବଙ୍ଗ ସରକାର । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବିଲ୍‌କୁ “ଐତିହାସିକ” ଏବଂ “ମଡେଲ୍” ବୋଲି କହି ଏହାକୁ ୩୧ ବର୍ଷ ବୟସ୍କା ପୀଡିତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ‘ଅପରାଜିତା ମହିଳା ଏବଂ ଶିଶୁ ବିଲ୍ (ପଶ୍ଚିମବଙ୍ଗର ଅପରାଧିକ ଆଇନ ଏବଂ ସଂଶୋଧନ) ୨୦୨୪’ ରେ ବଳାତ୍କାର ତଥା ଅନ୍ୟ ଯୌନ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଦଣ୍ଡାଦେଶ କରାଯିବ।

ଦୁଷ୍କର୍ମ ହେଉଛି ମାନବିକତା ବିରୁଦ୍ଧରେ ଅଭିଶାପ।  ଏପରି ଅତ୍ୟାଚାରକୁ ରୋକିବା ପାଇଁ ଆମେ ସାମାଜିକ ସଂସ୍କାର ଆବଶ୍ୟକ କରୁ। ରାଜ୍ୟପାଳ ସିଭି ଆନନ୍ଦ ବୋଷ ଏହି ବିଲ୍‌ର ତୁରନ୍ତ ସମ୍ମତି ପାଇଁ ସୁପାରିଶ କରିବାକୁ ସେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଅନୁରୋଧ କରିଛନ୍ତି।

ଦୁଷ୍କର୍ମକାରୀଙ୍କ ପାଇଁ ମୃତ୍ୟୁଦଣ୍ଡ ପ୍ରଦାନ କରାଯିବ। ଯଦି ସେମାନଙ୍କର କାର୍ଯ୍ୟକଳାପ ଦ୍ବାରା ପୀଡିତାର ମୃତ୍ୟୁ ଘଟାଏ କିମ୍ବା ମସ୍ତିଷ୍କରେ ଗୁରୁତର କ୍ଷତି ହୁଏ  ତେବେ ମୃତ୍ୟୁ ଦଣ୍ଡାଦେଶ କରାଯିବ। ଅପରାଜିତା ଟାସ୍କ ଫୋର୍ସ ଗଠନ କରାଯିବ ଯେଉଁଥିରେ ପ୍ରାଥମିକ ରିପୋର୍ଟର  ୨୧ଦିନ ମଧ୍ୟରେ ଦଣ୍ଡ ଦିଆଯିବ।  ଯେଉଁ ନର୍ସ ଏବଂ ମହିଳା ଡାକ୍ତରମାନେ ଯାତ୍ରା କରୁଥିବା ମାର୍ଗଗୁଡ଼ିକର ବିକାଶ ପାଇଁ  ରାଜ୍ୟ ସରକାର ୧୨୦  କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସବୁ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଯିବ । ରାଜ୍ୟରେ ‘ରାତ୍ରି ସାଥୀ’ର ଏକ ବ୍ୟବସ୍ଥା କରାଯିବ। ଯାହାଦ୍ବାରା ମହିଳାମାନେ ୧୨ ଘଣ୍ଟା ଡ୍ୟୁଟି କରିପାରିବେ ଏବଂ ଆବଶ୍ୟକ ସ୍ଥଳେ ଡାକ୍ତରମାନେ ସେମାନଙ୍କର କର୍ତ୍ତବ୍ୟ ସମୟ ବଢ଼ାଇ ପାରିବେ।   ରାତିରେ କାମ କରୁଥିବା ମହିଳାମାନଙ୍କୁ  ସମ୍ପୂର୍ଣ୍ଣ ସୁରକ୍ଷା ଦିଆଯିବ ।

ମମତା କହିଛନ୍ତି, ଏହି ବିଲ୍ ପାରିତ ହେବା ପରେ ଏହା ରାଜ୍ୟପାଳଙ୍କ ନିକଟକୁ ଯିବ।  ଏହା ରାଷ୍ଟ୍ରପତିଙ୍କ ନିକଟକୁ ଯିବ ଏବଂ ତାଙ୍କ ଅନୁମୋଦନ ପରେ ଏହା ଐତିହାସିକ ଆଇନରେ ପରିଣତ ହେବ।ଉତ୍ତରପ୍ରଦେଶ ଏବଂ ଗୁଜରାଟ ଭଳି ରାଜ୍ୟରେ ମହିଳାଙ୍କ ପ୍ରତି ହେଉଥିବା ଅପରାଧର ଭୟାବହ ହାରକୁ ମମତା ମଧ୍ୟ ଗୁରୁତ୍ବାରୋପ କରିଛନ୍ତି। ପଶ୍ଚିମବଙ୍ଗର ନ୍ୟାୟିକ ଫଳାଫଳ ସହିତ ଏହାକୁ ତୁଳନା କରି ସେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ ବୋଲି ଦାବି କରିଛନ୍ତି। ସେ କହିଛନ୍ତି, ଆମେ ସିବିଆଇରୁ ନ୍ୟାୟ ଏବଂ ଦୋଷୀକୁ ମୃତ୍ୟୁଦଣ୍ଡ ଦେବାକୁ ଚାହୁଁଛୁ।

ଏହି ବିଲ୍ ପାରିତ ହେବାକୁ  ବିଜେପି ସ୍ୱାଗତ କରିଥିବାବେଳେ ଦଳର ନେତାମାନେ ଦର୍ଶାଇଛନ୍ତି ଯେ ମହିଳା ଏବଂ ଶିଶୁଙ୍କ ବିରୋଧରେ ହେଉଥିବା ଅପରାଧର ମୁକାବିଲା ପାଇଁ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ରେ କଡା ବ୍ୟବସ୍ଥା ରହିଛି।

ଏହା ସହ ପଶ୍ଚିମବଙ୍ଗ ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ବିଧାନସଭାରେ ‘ଅପରାଜିତା’ ବିଲ୍ ପାରିତ ହେବା ପରେ ରାଜ୍ୟପାଳ ସିଭି ଆନନ୍ଦ ବୋସ୍ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ପଠାଯିବ। ଉଭୟଙ୍କ ଅନୁମୋଦନ ପରେ ବିଲ୍ ଆଇନରେ ପରିଣତ ହେବ।

ଆରଜି କର ହସ୍ପିଟାଲର ଜଘନ୍ୟ ହତ୍ୟାକାଣ୍ଡକୁ ନେଇ ଚାଲିଥିବା ଆନ୍ଦୋଳନ ମଧ୍ୟରେ ବିଧାନସଭାରେ ଦୁଇ ଦିନିଆ ସ୍ୱତନ୍ତ୍ର ଅଧିବେଶନ ବସିଥିଲା। ସୋମବାର ଆଲୋଚନା ପରେ ଆଜି (ମଙ୍ଗଳବାର) ବେଙ୍ଗଲ ଆଣ୍ଟି-ରେପ୍ ବିଲ୍ ବା ଦୁଷ୍କର୍ମ ବିରୋଧୀ ବିଲ୍ ‘ଅପରାଜିତା’ ପାରିତ ହୋଇଛି।ବିଜେପି ମଧ୍ୟ ଏହି ବିଲକୁ ସମର୍ଥନ ଜଣାଇଛି। କିନ୍ତୁ ମହିଳା ଏବଂ ଶିଶୁଙ୍କ ପ୍ରତି ହେଉଥିବା ଅପରାଧର ମୁକାବିଲା ପାଇଁ ଭାରତୀୟ ନ୍ୟାୟ ସଂହିତା (BNS)ରେ ମଧ୍ୟ କଡା ବ୍ୟବସ୍ଥା ରହିଛି ବୋଲି ବିଜେପି କହିଛି। ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମଧ୍ୟ ଏହି ବିଲ୍‌ରେ ସାତୋଟି ସଂଶୋଧନ ପାଇଁ ଏକ ପ୍ରସ୍ତାବ ଆଗତ କରିଛନ୍ତି। ସେ କହିଛନ୍ତି, “ଆମେ ଏହି (ଦୁଷ୍କର୍ମ ବିରୋଧୀ) ଆଇନର ତୁରନ୍ତ କାର୍ଯ୍ୟକାରୀତା ଚାହୁଁ, ଏହା ରାଜ୍ୟ ସରକାରଙ୍କ ଦାୟିତ୍ୱ।

ShareTweetSendShare

RelatedNews

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ
Latest News

ଓଡ଼ିଶାରେ ଖଣି ଦୁର୍ନୀତି : ରାଜ୍ୟ ବିକାଶରେ ବାଧକ

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ  ସ୍ବାବଲମ୍ବନର ନୂତନ ଅଧ୍ୟାୟ
Latest News

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା: ଯୁବପୀଢ଼ିଙ୍କ ପାଇଁ ସ୍ବାବଲମ୍ବନର ନୂତନ ଅଧ୍ୟାୟ

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.