Thursday, May 15, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

Ramesh Parida by Ramesh Parida
Sep 8, 2024, 06:23 am GMT+0530
FacebookTwitterWhatsAppTelegram

ପୂଜା ଖେଡକର ପ୍ରଶାସନିକ ସେବା ପରୀକ୍ଷା ନିୟମ ୨୦୨୨କୁ ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ବିରୋଧରେ  କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ସେ ନିଜର ନକଲି ପରିଚୟ ଦେଇ ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ବିବାଦରେ ଥିବା ଟ୍ରେନ ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍‌ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ ହୋଇଥିଲା।

ପୂଜାଙ୍କ ପ୍ରାର୍ଥିତ୍ୱକୁ ବାତିଲ କରିବା ସହ ତାଙ୍କ ବିରୋଧରେ ୟୁପିଏସ୍‌ସି ଅପରାଧିକ ମାମଲା ଚାଲୁ କରିଛି। ସେ ଠକେଇ, ଧୋକା ଓ ହେରଫେର କରିଥିବା ଅଭିଯୋଗ ହୋଇଛି। ୟୁପିଏସସିର ଏହି ନିଷ୍ପତ୍ତିକୁ ପୂଜା ଦିଲ୍ଲା ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ତାଙ୍କ ପ୍ରାର୍ଥିତ୍ୱକୁ ବାତିଲ କରିବାର ଅଧିକାର ୟୁପିଏସ୍‌ସିର ନାହିଁ ବୋଲି ସେ କହିଥିଲେ।

ପୂଜା ଦିଲ୍ଲୀ ହାଇକୋର୍ଟରେ ଯୁକ୍ତି ଉପସ୍ଥାପନ କରି କହିଥିଲେ ଯେ ଥରେ ଚୟନ ହେବା ପରେ ଓ ଜଣେ ଟ୍ରେନି ଆଇଏଏସ୍‌ ଭାବେ ନିଯୁକ୍ତି ମିଳିବା ପରେ ୟୁପିଏସସି ଅଯୋଗ୍ୟ ବିବେଚନା କରିବାକୁ କ୍ଷମତା ହରାଇଥାଏ।

ଅଯୋଗ୍ୟ ବିବେଚନା କରିବାର କୌଣସି ଅଧିକାର ୟୁପିଏସସିର ନାହିଁ। କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ହିଁ ଏକମାତ୍ର ସଂସ୍ଥା ଭାବେ ସର୍ବ ଭାରତୀୟ ସେବା ଆଇନ ୧୯୫୪ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇ ପାରିବ। ଏହି ବ୍ୟବସ୍ଥା ଟ୍ରେନି ଆଇଏଏସ୍‌ଙ୍କ କ୍ଷେତ୍ରରେ ମଧ୍ୟ ଲାଗୁ ହୋଇଥାଏ ବୋଲି ପୂଜା କହିଥିଲେ। ଏହାକୁ ଆଧାର କରି ସମ୍ଭବତଃ କେନ୍ଦ୍ର ସରକାର ଶୁକ୍ରବାର ପୂଜାଙ୍କୁ ଆଇଏଏସ୍‌ ପଦରୁ ନିଷ୍କାସିତ କରିଛନ୍ତି।

୨୦୨୩ ବ୍ୟାଚ୍‌ର ଆଇଏଏସ୍‌ ପୂଜାଙ୍କୁ ପୁଣେରେ ଟ୍ରେନି ଅଧିକାରୀ ଭାବେ ନିଯୁକ୍ତି ମିଳିଥିଲା। ତେବେ ସେ କ୍ଷମତାର ଅପବ୍ୟହାର କରିଥିବା ଅଭିଯୋଗ ଆସିଥିବା ପରେ ତାଙ୍କୁ ୱାସିମଙ୍କୁ ବଦଳି କରାଯାଇଥିଲା। ପରେ ସେ ନିଜ ନାଁ ଠାରୁ ଆରମ୍ଭ କରି ବିଭିନ୍ନ ପ୍ରମାଣପତ୍ରରେ ଜାଲିଆତି କରିଥିବା ଅଭିଯୋଗ ଆସିଥିଲା।

ଏହି କାରଣରୁ କେନ୍ଦ୍ର ସରକାର ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସେପ୍ଟେମ୍ବର ୬ ତାରିଖରେ ପୂଜାଙ୍କୁ ଆଇଏସ ନିୟମ ୧୯୫୪ର ଧାରା ୧୨ ଅଧୀନରେ କେନ୍ଦ୍ର ସରକାର କାର୍ଯ୍ୟାନ୍ତର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ତତ୍କାଳ ଭାବେ ଲାଗୁ ହୋଇଥିବା ମଧ୍ୟ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି।

ପୂଜା ବେଆଇନ ଭାବେ ଆଇଏଏସ୍‌ ପଦ ହାତେଇଥିବା ଜଣାପଡ଼ିବା ପରେ ପ୍ରଥମେ ୟୁପିଏସ୍‌ସି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ଜୁଲାଇ ୩୧ରେ ୟୁପିଏସସି ପୂଜା ଖେଡକରଙ୍କ ପ୍ରୋଭିଜନାଲ ପ୍ରାର୍ଥିତ୍ୱକୁ ବାତିଲ କରିଥିଲା ଓ ତାଙ୍କୁ ଭବିଷ୍ୟତରେ ପ୍ରଶାସନିକ ସେବାର ପରୀକ୍ଷା ଦେବାରୁ ବଞ୍ଚିତ କରିଥିଲା।

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.