Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home କ୍ରୀଡା

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ମୋଏନ ଅଲି

Ramesh Parida by Ramesh Parida
Sep 8, 2024, 09:50 pm GMT+0530
FacebookTwitterWhatsAppTelegram

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ମୋଏନ ଅଲି ।  ସେ ଇଂଲଣ୍ଡ ଟିମର ଜଣେ ଦକ୍ଷ ଅଲରାଣ୍ଡର । 10 ବର୍ଷର ଅନ୍ତର୍ଜାତୀୟ କ୍ୟାରିଅରରେ  ସେ 298 ଟି ମ୍ୟାଚ ଖେଳିଛନ୍ତି । ତେବେ ସେ ଫ୍ରାଞ୍ଚାଇଜ୍ କ୍ରିକେଟ ଖେଳ ଜାରି ରଖିବେ ବୋଲି କହିଛନ୍ତି । ମୋଏନଙ୍କ ଅବସର ଇଂଲଣ୍ତ ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି । ସେ 68 ଟି ଟେଷ୍ଟ ମ୍ୟାଚ ବ୍ୟତୀତ 138 ଟି ଓଡ଼ିଆଇ ଏବଂ 92 ଟି 20 ଖେଳିଥିଲେ । ଏହି ତିନୋଟି ଫର୍ମାରେ ମୋଏନ ଯଥାକ୍ରମେ 204, 111 ଏବଂ 51 ଟି ଓ୍ବିକେଟ ହାସଲ କରିଥିଲେ । ଏହା ବ୍ୟତୀତ ମୋଏନଙ୍କ ଟେଷ୍ଟ ଫର୍ମାଟରେ 3094 ରନ ସଂଗ୍ରହ କରିଛନ୍ତି । ଯେତେବେଳେ କି ଏହି ଅଲରାଣ୍ଡର ଓଡ଼ିଆଇ ଫର୍ମାଟରେ 2355 ରନ ସ୍କୋର କରିଥିଲେ ।  ଏହି ସମୟରେ ମୋଏନ ଟି – 20 ଫର୍ମାଟରେ 1229 ରନ ସ୍କୋର କରିଥିଲେ ।

ମୋଏନ ଅବସର ନେବା ସମୟରେ କହିଛନ୍ତି ମୁଁ କିଛି ଦିନ ରହି ପୁଣି ଇଂଲଣ୍ଡ ପାଇଁ ଖେଳିବାକୁ ଚେଷ୍ଟା କରିପାରିବି । କିନ୍ତୁ ମୁଁ ଜାଣେ ଯେ ତାହା କରିବି ନାହିଁ । ମୁଁ ଭାବିନାହିଁ କାରଣ ଏହା ଭଲ ନୁହେିଁ । ତଥାପି ଭାବୁଛି ମୁଁ ଖେଳିପାରେ  । ବାସ୍ତବରେ ଇଂଲଣ୍ଡକୁ ଅଷ୍ଟ୍ରେଲିଆ ବିପକ୍ଷରେ ସିରିଜ ଖେଳିବାକୁ ପଡ଼ିବ । କିନ୍ତୁ ଏହା ପୂର୍ବରୁ ମୋଏନଙ୍କ ଅବସର ଝଟକା ଇଂଲଣ୍ଡ ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି । ମୋଏନ ତାଙ୍କ ସ୍କିନ ସହିତ ସାରା ବିଶ୍ବର ବ୍ୟାଟ୍ସମ୍ୟାନଙ୍କୁ ଅଡ଼ୁଆରେ ପକାଉଥିଲେ । ବିଶେଷକରି ଭାରତୀୟ ଭୋଟରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଇଁ ମୋଏନ ମୋଏନ ପ୍ରତିବନ୍ଧକ ଥିଲେ । ମୋଏନ ସମସ୍ତ ତିନୋଟି ଫର୍ମାଟରେ ବିରାଟଙ୍କୁ ବହୁତ ଅସୁବିଧାର ପକାଉଥିଲେ । ଏହି ତିନୋଟି  ଫର୍ମାଟରୁ ବିରାଟଙ୍କୁ 10 ଥର ନିଜର ଶିକାର କରିଥିଲେ । ଯେଉଁଥିରେ ସେ ଟେଷ୍ଟ ଫର୍ମାଟରୁ ସର୍ବାଧିକ 10 ପ୍ୟାଭିଳିୟନ ଫରିବାକୁ ରାସ୍ତା ଦେଖାଇଥିଲେ । ଏହା ବ୍ୟତୀତ ମୋଏନ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିଥିଲେ ।

Tags: INDIAnewsodisha
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ
Latest News

ଚେନ୍ନାଇ ସୁପର କିଙ୍ଗସକୁ ହରାଇଲା ପଞ୍ଜାବ କିଙ୍ଗସ

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ
Latest News

ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ରବିଚନ୍ଦ୍ରନ ଅଶ୍ୱିନ

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ
Latest News

ଆଇସିସି ମହିଳା ବିଶ୍ବକପ ଖେଳି ପାରିବନି ପାକିସ୍ତାନ

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ
Latest News

ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ହତ୍ୟା ଧମକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.