Sunday, May 18, 2025
No Result
View All Result
Odisha 365

Latest News

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ମୁଖ୍ୟମନ୍ତ୍ରୀ ମିଛ କହୁଛନ୍ତି , ମୋ ଝିଅକୁ ନ୍ୟାୟ ଦରକାର

Ramesh Parida by Ramesh Parida
Sep 10, 2024, 10:36 am GMT+0530
FacebookTwitterWhatsAppTelegram

“ମୁଖ୍ୟମନ୍ତ୍ରୀ ମିଛ କହୁଛନ୍ତି। ପୋଲିସ ତାଙ୍କ ପରିବାର ଉପରେ ଚାପ ପକାଉଥିଲା । ମାମଲା ବନ୍ଦ କରିବାକୁ କହୁଥିଲା । ଟଙ୍କା ଯାଚୁଥିଲା ।  ତୁମେ କ୍ଷତିପୂରଣ ପାଇବ ଏବଂ ତୁମେ ତୁମ ଝିଅ ସ୍ମୃତିରେ କିଛି ନିର୍ମାଣ କରିପାରିବ। ମୁଁ ସେତେବେଳେ କହିଥିଲି ଯେ ମୋ ଝିଅ ନ୍ୟାୟ ପାଇବା ପରେ ମୁଁ ଆପଣଙ୍କ ଅଫିସ୍‌କୁ ଆସିବି ଏବଂ କ୍ଷତିପୂରଣ ଗ୍ରହଣ କରିବି।’’ ଏଭଳି କହିଛନ୍ତି କୋଲକତା ଅଭୟାଙ୍କ ମା ।

ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟ୍ରେନିଂ ଡାକ୍ତରଙ୍କୁ ହୋଇଥିବା ଦୁଷ୍କର୍ମ ଓ ହତ୍ୟା ମାମଲାକୁ ଚପେଇ ଦେବାକୁ ଚେଷ୍ଟା କରୁଥିଲେ । ତାଙ୍କ ସରକାର ବିପଦରେ ପଡ଼ିବାର ଭୟ ତାଙ୍କ ନିକଟରେ ଥିଲା । ସେ ତାଙ୍କ ସମ୍ମାନ ରକ୍ଷା ପାଇଁ ଏପରି ଅପରାଧକୁ ଚପାଇବାକୁ ଚାହୁଁଥିଲେ । ତାଙ୍କ ଝିଅର ଅର୍ଦ୍ଧ ଉଲଗ୍ନ ଶରୀର ଅଗଷ୍ଟ ୯ ତାରିଖରେ ଆରଜି କର ଡାକ୍ତରଖାନାରେ ମିଳିଥିଲା। ଏସବୁ ଜାଣି ପୋଲିସ ଆତ୍ମହତ୍ୟାର ରୂପ ଦେଇଥିଲା ।

ଗତ ମାସରେ କୋଲକାତା ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌ରେ ଦୁଷ୍କର୍ମ ଓ ହତ୍ୟାର ଶିକାର ହୋଇଥିବା ଟ୍ରେନି ଡାକ୍ତରଙ୍କ ମାଆ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନାମରେ ମିଛ କହୁଥିବା ଅଭିଯୋଗ ଆଣିଛନ୍ତି। ସେ ଆହୁରି ବି କହିଛନ୍ତି ଯେ ମାମଲାକୁ ଚାପି ଦେବା ପାଇଁ ତାଙ୍କୁ କ୍ଷତିପୂରଣ ବି ଯଚାଯାଇଥିଲା।

ପୂର୍ବରୁ ମମତା ବାନାର୍ଜୀ କୋଲକାତା ପୁଲିସ ଟ୍ରେନି ଡାକ୍ତରଙ୍କ ପିତାମାତାଙ୍କୁ ଲାଞ୍ଚ ଦେବାକୁ ଚେଷ୍ଟା କରୁଥିବା ଅଭିଯୋଗକୁ ଖାରଜ କରିବା ସହ ତାଙ୍କ ସରକାର ବିରୋଧରେ ହୋଇଥିବା ଅଭିଯୋଗକୁ ଖଣ୍ଡନ କରିବା ପରେ ପୀଡ଼ିତ‌ାଙ୍କ ମାଆ ସେ ମିଥ୍ୟା କହୁଛନ୍ତି ବୋଲି ଅଭିଯୋଗ ଆଣିଛନ୍ତି। ମମତାଙ୍କ କଥାର ପ୍ରତିକ୍ରିୟା ରଖି ପୀଡିତାଙ୍କ ମା କହିଛନ୍ତି କି ସେ ରାଜନୀତି କରିବାକୁ ଚାହାଁନ୍ତି ନାହିଁ । କିନ୍ତୁ ମହିଳାଙ୍କ ସୁରକ୍ଷା ଦାବି କରନ୍ତି ।

Tags: BJPKolkata doctor caseMamata Banerjeenews
ShareTweetSendShare

RelatedNews

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍
Opinion

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ
ଜାତୀୟ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?
Latest News

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଏବଂ ପୁରୀ ଯୁବତୀ ପ୍ରିୟଙ୍କାଙ୍କ ପାକିସ୍ତାନ ଯାତ୍ରା ସନ୍ଦେହରେ

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.