Sunday, May 18, 2025
No Result
View All Result
Odisha 365

Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରିହୋଇପାରେ

Ramesh Parida by Ramesh Parida
Sep 10, 2024, 07:28 pm GMT+0530
FacebookTwitterWhatsAppTelegram

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରିହୋଇପାରେ । ଜାତୀୟ ଗଣମାଧ୍ୟମରେ ଏହି ଚର୍ଚା ହେଉଛି । ବିଶେଷ କରି ଅରବିନ୍ଦ କେଜରିଓ୍ବାଲ ଜେଲରେ ଥିବାରୁ ସାମ୍ବିଧାନିକ ସଂକଟ ଦେଖାଦେଇଥିବା ବିଜେପି ଅଭିଯୋଗ କରିଛି ।  କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍‌) ସରକାରୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ସରକାରକୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ଦେଇଥିବା ଚିଠି ପାଇବା ପରେ ରାଷ୍ଟ୍ରପତି ମୁର୍ମୁ ଏହାକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପାଖକୁ ପଠାଇ ଦେଇଛନ୍ତି। ଏହା ଉପରେ ବିଚାର କରିବା ପାଇଁ ରାଷ୍ଟ୍ରପତି ମୁର୍ମ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟକୁ କହିଥିବା ଜଣାପଡ଼ିଛି। ଯାହାକୁ ନେଇ ଏବେ ଦିଲ୍ଲୀ ରାଜନୀତି ସରଗରମ ହୋଇଛି ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲରେ ଥିବାରୁ ଏବେ ସେ ଜେଲରୁ ଶାସନ ଚଳାଉଛନ୍ତି । ସାମ୍ୱିଧାନିକ ସଙ୍କଟ ଦେଖାଯାଇଛି ଓ ପ୍ରଶାସନିକ କାର୍ଯ୍ୟରେ ବିଳମ୍ବ ହେଉଛି। ତେଣୁ ଆପ୍‌ ସରକାରଙ୍କୁ ତୁରନ୍ତ ବରଖାସ୍ତ କରାଯାଉ ବୋଲି ବିଜେପି ବିଜେପି ପକ୍ଷରୁ ରାଷ୍ଟ୍ରପତିଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ରାଷ୍ଟ୍ରପତି ମୁର୍ମୁ ଏହି ଚିଠିକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ନିକଟକୁ ପଠାଇବା ପରେ ଆପ୍‌ ଏହାକୁ ନେଇ କଟାକ୍ଷ କରିଛି ।

ଦିଲ୍ଲୀର କ୍ୟାବିନେଟ ମନ୍ତ୍ରୀ ଆତିଶୀ ଏହାକୁ ବିରୋଧ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ବିଜେପି ପଛ ଦ୍ୱାରରେ କେଜ୍ରିୱାଲ ସରକାରକୁ ହଟାଇବାକୁ ଚାହୁଁଛି। ବିଜେପି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଭୟ କରୁଛି। ଏହା ବିଜେପିର ନୂଆ ଷଡ଼ଯନ୍ତ୍ର। ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ମଧ୍ୟ ବିଜେପିକୁ ଟାର୍ଗେଟ କରିଛନ୍ତି ଓ ତାଙ୍କ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ଘୋଷଣା କରିଛନ୍ତି।

ବିଜେପି ବିଧାୟକମାନେ ରାଷ୍ଟ୍ରପତିଙ୍କ ପାଖକୁ ଲେଖିଥିବା ଚିଠିରେ ଦିଲ୍ଲୀ ସରକାରଙ୍କ ବିଫଳତା କଥା ଉଲ୍ଲେଖ କରିଛନ୍ତି। ଦିଲ୍ଲୀ ସରକାର ୬ଷ୍ଠ ଦିଲ୍ଲୀ ଅର୍ଥ କମିଶନ ଗଠନ କରି ନାହାନ୍ତି ଓ ସିଏଜି ଦେଇଥିବା ରିପୋର୍ଟ ଆଧାରରେ କାର୍ଯ୍ୟ କରିନାହାନ୍ତି ବୋଲି ଏଥିରେ କୁହାଯାଇଛି। ତେବେ ଆଗାମୀ ଦିନରେ ଦିଲ୍ଳୀରେ ରାଷ୍ଟ୍ରପତି ଶାସନ ଜାରି ହେଉଛି କି ନାହିଁ ତାହା ସମୟ କହିବ ।

Tags: appBJPINDIAModinews
ShareTweetSendShare

RelatedNews

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍
Opinion

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ
Latest News

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ
ଜାତୀୟ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?
Latest News

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

Latest News

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

IPL ଆରମ୍ଭ, ସୁରକ୍ଷା କାରଣରୁ ବନ୍ଦ ଥିଲା ମ୍ୟାଚ୍

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ପକ୍କା ଘରର ସ୍ବପ୍ନ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ତୁର୍କୀ ସାମଗ୍ରୀ ଉପରେ କଟକଣା ଲଗାଇଛନ୍ତି ଭାରତୀୟ ବ୍ୟବସାୟୀ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

ସେହେବାଜ୍ ସରିଫ ଶେଷରେ ମାନିଲେ- ଭାରତ ଆକ୍ରମଣରେ ଜୋରଦାର କ୍ଷତି ହୋଇଛି

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.