Sunday, June 8, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

୫ ଲକ୍ଷରୁ ଅଧିକ ନୂଆ କୃଷକଙ୍କୁ ପିଏମ୍ କିଷାନ ଯୋଜନାରେ ଯୋଡ଼ିବା ପାଇଁ ବ୍ୟାପକ ଅଭିଯାନ

Ramesh Parida by Ramesh Parida
Sep 20, 2024, 10:24 am GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳରେ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପାଇଁ ୧୦୦ ଦିନ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ସଫଳତା ଅବସରରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ସଚିବ ଡ. ଦେବେଶ ଚତୁର୍ବେଦୀ ଏବଂ କୃଷି ଗବେଷଣା ଓ ଶିକ୍ଷା ବିଭାଗ (ଡିଏଆରଇ)ର ସଚିବ ତଥା ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର)ର ମହାନିର୍ଦ୍ଦେଶକ ଡ. ହିମାଂଶୁ ପାଠକ ଏବଂ ମନ୍ତ୍ରଣାଳୟର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଶ୍ରୀ ଶିବରାଜ ସିଂ ଚୌହାନ କହିଥିଲେ ଯେ କୃଷି ହେଉଛି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଏବଂ ଏହା ଆମ ଜୀବନର ଆଧାର ଏବଂ ୧୪୦ କୋଟି ଦେଶବାସୀଙ୍କୁ ଖାଦ୍ୟ ସୁରକ୍ଷା ପ୍ରଦାନ କରିବା ସରକାରଙ୍କ ର ସବୁଠାରୁ ବଡ ଦାୟିତ୍ୱ । କୃଷକ ହେଉଛନ୍ତି କୃଷିର ଆତ୍ମା ଓ ଜୀବନ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଲାଲକିଲ୍ଲା ପ୍ରାଚୀରରୁ କହିଥିଲେ ଯେ ସେ ପୂର୍ବ ତୁଳନାରେ ତିନି ଗୁଣ ଅଧିକ କାମ କରିବେ । ମୋ ସମେତ କୃଷି ବିଭାଗର ସମସ୍ତ ଅଧିକାରୀ ଶପଥ ନେଇଥିଲେ ଯେ ପ୍ରଧାନମନ୍ତ୍ରୀ କାହିଁକି ଏକାକୀ କାମ କରିବେ, ଆମେ ସମସ୍ତେ ମିଳିମିଶି କାମ କରିବୁ। ପ୍ରଥମ ଶହେ ଦିନରେ ଆମେ ଏହି ପ୍ରୟାସ କରିଛୁ । କୃଷକଙ୍କ କଲ୍ୟାଣ ଓ କୃଷିର ବିକାଶ ପାଇଁ ଆମର ୬ ସୂତ୍ରୀ ରଣନୀତି ରହିଛି।

ପ୍ରଥମ – ଉତ୍ପାଦନ ବୃଦ୍ଧି, ହେକ୍ଟର ପିଛା ଅମଳ କିପରି ବୃଦ୍ଧି କରାଯିବ? ନିକଟରେ ନିଆଯାଇଥିବା ନିଷ୍ପତ୍ତି ଗୁଡ଼ିକ ମଧ୍ୟରୁ ମୁଖ୍ୟ ନିଷ୍ପତ୍ତି ହେଲା ଫସଲର ଉତ୍ପାଦନ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଜଳବାୟୁ ଅନୁକୂଳ, କୀଟ ପ୍ରତିରୋଧୀ ଏବଂ ଅଧିକ ଅମଳ କାରୀ ୬୫ଟି ଫସଲର ୧୦୯ ପ୍ରକାରର ନୂତନ ବିହନ କୃଷକମାନଙ୍କୁ ଉତ୍ସର୍ଗ କରିଥିଲେ ।

ଦ୍ବିତୀୟ – ଉତ୍ପାଦନ ଖର୍ଚ୍ଚ ହ୍ରାସ କରିବା, ଉତ୍ପାଦନ ବୃଦ୍ଧି କରିବା ଯେତିକି ଗୁରୁତ୍ୱପୂର୍ଣ୍ଣ, ଉତ୍ପାଦନ ଖର୍ଚ୍ଚ ହ୍ରାସ କରିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ । ଏହାକୁ ହ୍ରାସ କରିବାର ଏକ ଉପାୟ ହେଉଛି ଚାଷୀଙ୍କୁ ସୁଲଭ ମୂଲ୍ୟରେ ସାର ଯୋଗାଇବା । ଚାଷୀମାନେ ଯେପରି ଠିକ୍ ସମୟରେ ସୁଲଭ ମୂଲ୍ୟରେ ସାର ପାଇବେ ସେଥିପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ସେ କହିଛନ୍ତି ଯେ ଗୋଟିଏ ବସ୍ତା ୟୁରିଆର ମୂଲ୍ୟ ୨୩୬୬ ଟଙ୍କା। ଆମେ ଏହାକୁ କୃଷକମାନଙ୍କୁ ୨୬୬ ଟଙ୍କାରେ ଉପଲବ୍ଧ କରାଉଛୁ । ଡିଏପିର ଏକ ବ୍ୟାଗ୍ ର ମୂଲ୍ୟ ୨୪୩୩ ଟଙ୍କା ଯାହାକୁ ଆମେ କୃଷକମାନଙ୍କୁ ୧୩୫୦ ଟଙ୍କାରେ ଉପଲବ୍ଧ କରୁଛୁ ।

ଡିଜିଟାଲ କୃଷି ମିଶନର ଶୁଭାରମ୍ଭକୁ ମଞ୍ଜୁରୀ ମିଳିବାର ୧୦୦ ଦିନ ମଧ୍ୟରେ ଆଉ ଏକ ସ୍ୱତନ୍ତ୍ର କାର୍ଯ୍ୟ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଯେ କୃଷକମାନଙ୍କ ପାଇଁ ଜାତୀୟ କୀଟ ନିରୀକ୍ଷଣ ବ୍ୟବସ୍ଥା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ କୃଷକମାନେ ମଧ୍ୟ ଏହାକୁ ବ୍ୟବହାର କରିବା ଆରମ୍ଭ କରିଛନ୍ତି । ଶ୍ରୀ ଚୌହାନ କହିଛନ୍ତି ଯେ ଅକ୍ଟୋବରରେ ମଡର୍ଣ୍ଣ କିଷାନ ଚୌପାଲ – ଲ୍ୟାବ୍ ଟୁ ଲ୍ୟାଣ୍ଡ ଆରମ୍ଭ ହେବାକୁ ଯାଉଛି ଯେଉଁଥିରେ ବୈଜ୍ଞାନିକମାନେ କୃଷକମାନଙ୍କୁ ସିଧାସଳଖ ସୂଚନା ପ୍ରଦାନ କରିବେ ।

Tags: INDIAPM Modi SpeechPM-Kisan YojanapoliticsTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.