Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଗିରଫ ହେବେ ଆଇଆଇସି ଦୀନକୃଷ୍ଟ

Ramesh Parida by Ramesh Parida
Sep 20, 2024, 08:07 pm GMT+0530
FacebookTwitterWhatsAppTelegram

ଗିରଫ ହେବେ ଆଇଆଇସି ଦୀନକୃଷ୍ଟ ମହାପାତ୍ର । ମାମଲା ଜଟିଳ ହୋଇଛି । ପୋଲିସର ଆଚରଣ ଉଚାରଣ ଭିନ୍ନ ହୋଇଛି । ରକ୍ଷକ ଭକ୍ଷକ ସାଜିଛି । । ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହିତ ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଘଟଣା ଅତ୍ୟନ୍ତ ସଂବେଦନଶୀଳ ହୋଇଥିବାରୁ କ୍ରାଇମ ବ୍ରାଞ୍ଚକୁ ଘଟଣାର ଯାଞ୍ଚ କରି ତୁରନ୍ତ ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ପ୍ରାପ୍ତ ହେବା ମାତ୍ରେ ଆଇନ ଅନୁଯାୟୀ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ମହିଳା ହିଂସା ବିରୁଦ୍ଧରେ ସରକାର ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରୁଛନ୍ତି ଏବଂ ମହିଳା ନିର୍ଯ୍ୟାତନାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। ଅନ୍ୟପଟେ ପୀଡିତାଙ୍କୁ ଆଜି ଏମ୍ସରେ ଭେଟିବା ପରେ ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା  ।

ସେ କହିଛନ୍ତି ଯେ ଯାହା ଯାହା ଘଟିଛି ପୀଡିତା କହିଛନ୍ତି । ଯାହା ସହ ଏମିତି ଘଟିଥିବ ସେ ମାନସିକ ସ୍ତରରେ ଦୁର୍ବଳ ହୋଇଯିବା ସ୍ୱାଭାବିକ କଥା କିନ୍ତୁ ମୁଁ ସମ୍ପୂର୍ଣ୍ଣ ଆଲୋଚନା କରିଛି ବୋଲି ସେ କହିଛନ୍ତି । ଡିସିପିଙ୍କ ସହ ମଧ୍ୟ ଏନେଇ ଆଲୋଚନା ହୋଇଛି । ଡିଜିପି 5 ଜଣଙ୍କୁ ସସପେଣ୍ଡ କରିଛନ୍ତି । କେସ୍ କ୍ରାଇମବ୍ରାଞ୍ଚକୁ ଯାଇଛି ।

ଯେ କେହି ବି ହେଉ କଡା କାର୍ଯ୍ୟାନୁଷ୍ଠାନ ହେବ । ନିର୍ଦ୍ଧିଷ୍ଟ ଦିନ ଭିତରେ ରିପୋର୍ଟ ଆସିବ । ଯେ କେହି ବି ଦୋଷୀ ସେ ଦଣ୍ଡ ପାଇବେ । ସରକାର ମହିଳାଙ୍କ ପ୍ରତି ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି । ଡିସିପିଙ୍କ ରିପୋର୍ଟ ଆଧାରରେ ଭରତପୁର ଥାନାରେ ପୂର୍ବରୁ ହିଁ ସିସିଟିଭି ନଥିଲା । କିନ୍ତୁ ସରକାର ସମସ୍ତ ଥାନାରେ ସିସିଟିଭି ଲଗାଇବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

କମିସନରେଟ୍‌ ପୁଲିସ ଅଧିନ ଭରତପୁର ଥାନା ଘଟଣାରେ ମେଜରଙ୍କ ଅଭିଯୋଗ ଅନୁଯାୟୀ ସେଦିନ ରାତିରେ ଯେତେବେଳେ ସେମାନେ କାରରେ ଯାଉଥିଲେ । ସେତେବେଳେ କିଛି ଗୁଣ୍ଡା ତାଙ୍କ ପିଛା କରିଥିଲେ । ଏହା ପରେ ସେମାନେ ଥାନାକୁ ଯାଇ ଏଫଆଇଆର ଦେବାକୁ କହିଥିଲେ । କିନ୍ତୁ ଏହି ସମୟରେ ପୋଲିସ ସେମାନଙ୍କ ଏଫଆଇଆର ଲେଖିନଥିଲା । ତେଣୁ ସେଠି ଯୁକ୍ତିତର୍କ ହୋଇଥିଲା । ଏହାକୁ ନେଇ ମେଜର ଭିଡିଓ କରିଥିଲେ । ଏହାପରେ ପୋଲିସ ସେମାନଙ୍କୁ ମାଡ଼ ମାରିଥିଲା । ସେପଟେ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାକୁ ନେଇ ଏବେ ତେଜିଛି ରାଜନୀତି | ବିରୋଧୀ ରାଜ୍ୟ ସରକାରଙ୍କୁ କଡା ଟାର୍ଗେଟ କରିଥିବାବେଳେ ରାଜ୍ୟ ସରକାର କହିଛନ୍ତି ଯେ ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ସହିତ ଥିବା ଜଣେ ମହିଳାଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗକୁ ସରକାର ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି।

Tags: Army OfficerINDIAnewsodishaPolice StationTOP NEWS
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.