Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ଗିରଫ ୭ ରୋଡ ରୋମିଓ କୋର୍ଟ ଚାଲାଣ

Ramesh Parida by Ramesh Parida
Sep 21, 2024, 04:38 pm GMT+0530
FacebookTwitterWhatsAppTelegram

ମେଜରଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ୭ ଜଣ ଯୁବକଙ୍କୁ ଗିରଫ କରାଯାଇଥିଲା । ଗିରଫ ଅଭିଯୁକ୍ତମାନେ ହେଲେ ରାକେଶ ନାୟକ, ଅଭିଳାଷ ସାମନ୍ତ, ଅମନ କୁମାର, ଆଦିତ୍ଯ ରଞ୍ଜନ ବେହେରା, ଆକାଶ ପଢିଆରୀ, ହରିଶ ମହାନ୍ତ ଏବଂ ଆଶିଷ ସ୍ଵାଇଁ । ସେମାନଙ୍କ ପାଖରୁ ୧୧ଟି ମୋବାଇଲ ଓ କାର ଜବତ କରାଯାଇଛି ।ଭରତପୁର ଥନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ୭ ରୋଡ ରୋମିଓ କୋର୍ଟ ଚାଲାଣ । ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ତଦନ୍ତ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ । ଏଡିଜି ଅରୁଣ ବୋଥ୍ରାଙ୍କ ନିକଟରେ ରିପୋର୍ଟ ଦାଖଲ କରିଛି ତଦନ୍ତକାରୀ ଟିମ। ନିଲମ୍ବିତ ପୋଲିସ ଅଧିକାରୀଙ୍କ ବୟାନ ରେକର୍ଡ ସରିଛି। ପୀଡିତାଙ୍କ ପକ୍ଷକୁ ନେଇ ମଧ୍ୟ ରିପୋର୍ଟରେ ଦର୍ଶାଯାଇଛି । ଥାନାରୁ ସମସ୍ତ ଦସ୍ତାବିଜ ସଂଗ୍ରହ ହୋଇଛି । ଜାତୀୟ ମହିଳା କମିଶନଙ୍କୁ ମଧ୍ୟ ରିପୋର୍ଟ ପଠାଯାଇଛି । ଅନ୍ୟ ଦିଗକୁ ନେଇ ଏବେ ମଧ୍ୟ ତଦନ୍ତ ଚାଲିଛି ।

ଆସନ୍ତାକାଲି ଦାଖଲ ହେବ ଚୂଡାନ୍ତ ରିପୋର୍ଟ। ଖୁବଶୀଘ୍ର ଡିଜିପିଙ୍କ ସହ ଆଲୋଚନା କରିବେ କ୍ରାଇମବ୍ରାଞ୍ଚ ଏଡିଜି । ସେପଟେ ୧୨୦ ବାଟାଲିୟନରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି କ୍ଯାପଟେନ ଓ ତାଙ୍କ ବାନ୍ଧବୀଙ୍କୁ ପଚରାଉଚରା କରୁଛି

ShareTweetSendShare

RelatedNews

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ
ଅପରାଧ

ପତ୍ନୀଙ୍କୁ ହତ୍ୟା କରି ସୁଟକେସରେ ଭର୍ତ୍ତି କଲା ସ୍ବାମୀ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ
ଅପରାଧ

ଜୁଲାଇ 3ରୁ ଅମରନାଥ ଯାତ୍ରା କରିପାରିବେ ଶ୍ରଦ୍ଧାଳୁ

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?
Latest News

କାହିଁକି ଗୋଟିଏ ପରିବାରର ତିନି ଜଣଙ୍କୁ ହତ୍ୟା କଲା ସାନପୁଅ ?

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ
Latest News

ବିଦେଶୀ ମହିଳାଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଟାଟୁ କୁଟେଇବାକୁ ନେଇ ଅସନ୍ତୋଷ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.