Thursday, May 15, 2025
No Result
View All Result
Odisha 365

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

 ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

Ramesh Parida by Ramesh Parida
Sep 21, 2024, 04:49 pm GMT+0530
FacebookTwitterWhatsAppTelegram

ମହିଳାଙ୍କୁ ନ୍ୟାୟ ଦାବିରେ ରାଜଭବନ ଆଗରେ ବିଜେଡିର ବିକ୍ଷୋଭ । ନ୍ୟାୟ ନମିଳିବା ଯାଏଁ ବିଜୁ ମହିଳା ଦଳ ଚୁପ ବସିବ ନାହିଁ । ଏଇ ଲଢେଇ ଗାଁକୁ ଯିବ ବୋଲି ଘୋଷଣା କରିଛି ବିଜୁ ମହିଳା ୱିଙ୍ଗ। ରାଜ୍ୟରେ ଭୁଶୁଡି ପଡିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଉଦବେଗଜନକ ସ୍ଥିତିରେ ପହଞ୍ଚିଛି ବୋଲି ବିଜେଡି କହିଛି । ଜଣେ ସେନା ଅଧିକାରୀଙ୍କୁ ଥାନାରେ ମାଡ଼ ମରାଗଲା। ଜଣେ ସେନା ଅଧିକାରୀଙ୍କ ଝିଅଙ୍କୁ ଥାନାରେ ଅସଦାଚରଣ କରିଛନ୍ତି ନିଜେ ଆଇଆଇସି। ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ଆଉ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବୋଲି ବିଜେଡି ଅଭିଯୋଗ କରି ଆନ୍ଦୋଳନ କରିଛି ।

ଅନ୍ୟପଟେ ରାଜ୍ୟପାଳଙ୍କ ପୁଅ ଓଡିଆ ଅଧିକାରୀଙ୍କୁ ମାଡ଼ ମାରିବା ଘଟଣାରେ ଯଦି ସରକାର କାର୍ଯ୍ୟାନୁଷ୍ଠାନ ନେଇଥାନ୍ତେ ତେବେ ଆଜି କ୍ୟାପଟେନ ଓ ତାଙ୍କ ବାନ୍ଧବୀଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିନଥାନ୍ତା ବୋଲି ଦଳ କହିଛି। ତେଣୁ ଗାଁକୁ ଯାଇ ଲୋକଙ୍କୁ ଅବଗତ କରିବ ଦଳ । ଗୋଟେ ପଟେ ସୁଭଦ୍ରା ଯୋଜନା ଅନ୍ୟପଟେ ମହିଳାଙ୍କୁ ଅସମାନ । ସିସିଟିଭି ଫୁଟେଜ ଗାଏବ। କ୍ରାଇମବ୍ରାଞ୍ଚ ତଦନ୍ତ କାହା ପାଇଁ । ଏସଆଇଟି ତଦନ୍ତ ଦାବି କରୁଛୁ ବୋଲି କହିଛି ବିଜେଡି । କ୍ୟାପଟେନ ଓ ତାଙ୍କ ବାନ୍ଧବୀଙ୍କୁ ନ୍ୟାୟ ଦେବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

ଭାରତୀୟ ଗୁଇନ୍ଦା ସାଟେଲାଇଟ୍, ଯାହା ଭାରତକୁ ଦିନରାତି ସୁରକ୍ଷା ପ୍ରଦାନ କରୁଛି

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

POK ଖାଲି କର, ଭାରତର ଧମକକୁ ମାନିବ କି ପାକିସ୍ତାନ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.