Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ଭରତପୁର ଥାନା ଘଟଣାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବେ ନାହିଁ

Ramesh Parida by Ramesh Parida
Sep 23, 2024, 07:50 pm GMT+0530
FacebookTwitterWhatsAppTelegram

ଭୁବନେଶ୍ବର:  ଓଡ଼ିଶା ହାଇକୋର୍ଟ ଭରତପୁର ଥାନା ଘଟଣାକୁ ନେଇ କଡା ଟିପ୍ପଣୀ ଦେଇଛନ୍ତି । ଏଭଳି ମାମଲାକୁ ପୋଲିସ ଗୁରୁତର ସହ ନେବା କଥା ।  ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରି କୋର୍ଟ କହିଛନ୍ତି ମାମଲାର ତଦନ୍ତରେ କୋର୍ଟ ହସ୍ତକ୍ଷେପ କରିବେ ନାହିଁ ।  ଏହାସହ ଥାନାରେ ସିସିଟିଭି କାହିଁକି ନାହିଁ ତାହାକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ କରିଥିଲେ ।

ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ହୋଇସାରିଛି ଏବଂ କ୍ରାଇମବ୍ରାଞ୍ଚ୍ ମଧ୍ୟ ଏହାର ତଦନ୍ତ କରୁଥିବାରୁ ଏଥିରେ ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି। ଭରତପୁର ଥାନା ଘଟଣାର ଉପଯୁକ୍ତ ତଦନ୍ତ କରିବା ପାଇଁ ପୋଲିସ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଅକ୍ଟୋବର ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଭରତପୁର ଥାନା ମାମଲାରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ଖଣ୍ଡପୀଠ ଶୁଣାଣି କରି ଅନେକ ପରାମର୍ଶ ଦେଇଛନ୍ତି  ।  ଶୁଣାଣି ସମୟରେ ରାଜ୍ୟର ଥାନାଗୁଡ଼ିକରେ ସିସିଟିଭି ଲଗାଇବା ଉପରେ ଗୁରୁତ୍ଵାରୋପ କରିଛନ୍ତି ହାଇକୋର୍ଟ। ବିଶେଷ କରି “ଓଡ଼ିଶାରେ ୬୫୦ଟି ଥାନା ରହିଛି। ସେଥିରୁ ୫୫୯ଟି ଥାନାରେ ସିସିଟିଭି ଲାଗିଛି। କିଛି ନୂଆ ଥାନାରେ ସିସିଟିଭି ଲଗାଯାଇ ନାହିଁ। ଭରତପୁର ଏକ ଆଦର୍ଶ ଥାନା ହୋଇ ମଧ୍ୟ ଏଠାରେ ସିସିଟିଭି କ୍ୟାମେରା ନଥିବା ବଡ଼ ଉଦବେଗଜନକ ବିଷୟ ବୋଲି ଖଣ୍ଡପୀଠ କହିଛନ୍ତି। ସିସିଟିଭି ଲଗାଇବା ବାବଦରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ ରାଜ୍ୟରେ କାର୍ଯ୍ୟକାରୀ କରାଯିବା ଜରୁରୀ”, କହିଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ। ଯେଉଁ ଥାନାରେ ସିସିଟିଭି କାମ କରୁନାହିଁ ତାହାପାଇଁ ବ୍ୟବସ୍ଥା ରହିବା ଆବଶ୍ୟକ ।

ଏଠାରେ ଓଡ଼ିଶା ପୋଲିସର ଅତିରିକ୍ତ ଡିଜି (ଆଧୁନିକୀକରଣ) ଦୟାଲ ଗଙ୍ଗୱାରଙ୍କୁ ଓଡ଼ିଶାର ସବୁ ଥାନାରେ ସିସିଟିଭି ଲାଗିବା ସମ୍ପର୍କରେ ରିପୋର୍ଟ ଦେବାକୁ କୁହାଯାଇଛି। ତିନି ସପ୍ତାହ ମଧ୍ୟରେ ଏହି ରିପୋର୍ଟକୁ ହାଇକୋର୍ଟରେ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି।

ଅନ୍ୟପଟେ ଘଟଣାରେ ପୀଡ଼ିତ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କ ନାମ ବାହାରେ ପ୍ରକାଶ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି  କୋର୍ଟ । ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ରଙ୍କୁ ହାଇକୋର୍ଟ ଏହି ମାମଲାରେ ଆମିକସ କ୍ୟୁରୀ ନିଯୁକ୍ତ କରିଛନ୍ତି। ମାମଲାର ଶୁଣାଣିବେଳେ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ସରକାରଙ୍କ ପକ୍ଷ ରଖିଥିଲେ। ଏଠାରେ ମାମଲାର ବିଚାର ବିଭାଗୀୟ ତଦନ୍ତ, କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଓ ପୋଲିସଙ୍କ ନିଲମ୍ବନ ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା।

ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.