Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ଭିଏତନାମର ରାଷ୍ଟ୍ରପତି ତଥା ଦଳର ସାଧାରଣ ସଚିବଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

Ramesh Parida by Ramesh Parida
Sep 24, 2024, 05:41 pm GMT+0530
FacebookTwitterWhatsAppTelegram

ଜାତିସଂଘ ସାଧାରଣ ପରିଷଦର ‘ଭବିଷ୍ୟର ଶିଖର ସମ୍ମିଳନୀ’ ଅବସରରେ ୨୩ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋସିଆଲିଷ୍ଟ ରିପବ୍ଲିକ ଅଫ୍ ଭିଏତନାମର ରାଷ୍ଟ୍ରପତି ତଥା କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସଚିବ ଶ୍ରୀ ତୋ ଲାମଙ୍କୁ ଭେଟିଛନ୍ତି ।

ଉନ୍ନତ ନେତୃତ୍ୱ ପାଇଁ ରାଷ୍ଟ୍ରପତି ତୋ ଲାମଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ଭାରତ ଓ ଭିଏତନାମ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ଆଶା ପୋଷଣ କରିଥିଲେ ।

ଚଳିତ ମାସ ସାମୁଦ୍ରିକ ଝଡ଼ ୟାଗି ଯୋଗୁ ଭିଏତନାମରେ ହୋଇଥିବା ଧନଜୀବନ କ୍ଷତି ପାଇଁ ପ୍ରଧାନମନ୍ତ୍ରୀ ସମବେଦନା ପ୍ରକାଶ କରିଥିଲେ ।  ଅପରେସନ ସାଧବ ଜରିଆରେ ଜରୁରି ମାନବୀୟ ସହାୟତା ଏବଂ ବିପର୍ଯ୍ୟୟ ରିଲିଫ ପଠାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ତଥା ସାଧାରଣ ସଚିବ ତୋ ଲାମ ଧନ୍ୟବାଦ ଜଣାଇଥିଲେ ।

ଉଭୟ ନେତା ଦୁଇ ଦେଶ ମଧ୍ୟରେ ଥିବା ଗୁରୁତ୍ୱପୂର୍ଣ୍ଣ ସଭ୍ୟତା ଓ ସାଂସ୍କୃତିକ ସମ୍ପର୍କ ଏବଂ ପାରସ୍ପରିକ ଅଟଳ ବିଶ୍ୱାସ, ବୁଝାମଣା ଓ ସ୍ୱାର୍ଥ ସହ ଜଡ଼ିତ ପ୍ରସଙ୍ଗକୁ ଦୋହରାଇଥିଲେ । ଭିଏତନାମ ପ୍ରଧାନମନ୍ତ୍ରୀ ଶ୍ରୀ ଫାମ୍ ମିନ୍ ଚିନଙ୍କ ଗତ ମାସର ଭାରତ ଗସ୍ତ ବିଷୟ ଉଭୟ ନେତା ମନେ ପକାଇଥିଲେ । ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବା ଉପରେ ଉଭୟ ନେତା ଗୁରୁତ୍ୱ ଦେଇଥିଲେ । ଇଣ୍ଡୋ-ପାସିଫିକ ତଥା ଆନ୍ତର୍ଜାତିକ ପ୍ଲାଟଫର୍ମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଏବଂ ବିଭିନ୍ନ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗରେ ଉଭୟ ନେତା ମତ ବିନିମୟ କରିଥିଲେ ।

Tags: INDIAModinewsPrime Minister's meeting with Vietnam's State PresidentVietnam's State President and Party General Secretary
ShareTweetSendShare

RelatedNews

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?
Latest News

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.