Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ଜାରି ରହିବ ନର୍ସିଂ କର୍ମଚାରୀ ଆନ୍ଦୋଳନ

Ramesh Parida by Ramesh Parida
Sep 25, 2024, 09:04 pm GMT+0530
FacebookTwitterWhatsAppTelegram

ଦାବି ପୂରଣ ହେଲାନି । ସରକାର କଥା ମାନିଲେ ନାହିଁ । ତେଣୁ ଜାରି ରହିବ ନର୍ସିଂ କର୍ମଚାରୀ ଆନ୍ଦୋଳନ । ଆଜି ସରକାରଙ୍କ ସହ ଆଲୋଚନା ବିଫଳ ହୋଇଥିବା ସଂଘ ପକ୍ଷରୁ ସୂଚନା ମିଳିଛି । ସ୍ବାସ୍ଥ୍ୟ ସଚିବ ସହ ଆଲୋଚନା ପରେ ସଂଘ ଏହି ନିଷ୍ପତ୍ତି ନେଇଛି । 10 ଦଫା ଦାବିରେ ସଂଘ ଆନ୍ଦୋଳନ ଜାରି ରଖିବ ବୋଲି ସ୍ପଷ୍ଟ କରିଛି ।

ସଂଘ ପକ୍ଷରୁ କରାଯାଉଥିବା ଦାବି ଅନୁଯାୟୀ ନର୍ସିଂ କ୍ଷେତ୍ରରେ ଆଉଟ୍‌ସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ କରିବା, ୨୦୧୩ ନଭେମ୍ବର ୧୨ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ୬ବର୍ଷିଆ ଚୁକ୍ତିଭିତ୍ତିକ ଅବଧିକୁ ମୂଳ ଚାକିରି ସୀମାରେ ମିଶାଇ ପଦୋନ୍ନତି ପ୍ରଦାନ କରିବା, ଯୋଗ୍ୟ ନର୍ସିଂ ଅଫିସରଙ୍କୁ ବରିଷ୍ଠତା ଭିତ୍ତିରେ ସିନିୟର ନର୍ସିଂ ଅଫିସର ଭାବେ ପଦୋନ୍ନତି କରିବା ଆଦି ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀ ସଂଘ ଦାବି ରଖିଛି। ରୋଗୀ ସେବାକୁ ଦୃଷ୍ଟିରେ ରଖି ୨୫ ଓ ୨୬ ତାରିଖରେ ଜରୁରୀସେବା ବ୍ୟାହତ କରାଯିବନାହିଁ। ନର୍ସିଂ ଅଫିସର ଆଇସିୟୁ, ଓଟି ଭଳି ଜରୁରିକାଳୀନ ସେବା ସ୍ବେଚ୍ଛାକୃତ ଭାବେ ଚଳାଇବେ। ତେବେ ଦୁଇଦିନ ଭିତରେ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସେ କହିଥିଲେ।

ତେବେ ନର୍ସିଂ କର୍ମଚାରୀ ଉଚ୍ଚସ୍ତରୀୟ ବୈଠକ ଦାବି ଲାଗି ସମୟ ମାଗିଛନ୍ତି ସ୍ବାସ୍ଥ୍ୟ ସଚିବ । ଏନେଇ ନର୍ସିଂ କର୍ମଚାରୀ ସଂଘର ସଭାନେତ୍ରୀ ଶୁଚିସ୍ମିତା ଦାସ ସୂଚନା ଦେଇଛନ୍ତି । ତେବେ ବୁଧବାର ଓ ଗୁରୁବାର ଠାରୁ ଜରୁରୀକାଳୀନ ରୋଗୀ ସେବାରେ ବାଧା ନ ଦେଇ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ଦାବି  ପୂରଣ ନ ହେଲେ 27 ତାରିଖରୁ ସମସ୍ତ ସରକାରୀ ହସ୍ପିଟାଲରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆନ୍ଦୋଳନ ନ କରିବାକୁ ଓଡ଼ିଶା ନର୍ସିଂ ନିର୍ଦ୍ଦେଶାଳୟ ପକ୍ଷରୁ ସଂଘକୁ ତାଗିଦ୍‌ କରାଯାଇଥିଲେ ମଧ୍ୟ ଏହାର କୌଣସି ପ୍ରଭାବ ପଡି ନଥିବା ଦେଖିବାକୁ ମିଳିଛି।

Tags: INDIAnewsnurshing-staffodisha
ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.