Wednesday, June 4, 2025
No Result
View All Result
Odisha 365

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଅପରାଧ

ମହାଲକ୍ଷ୍ମୀ ହତ୍ୟାକାଣ୍ଡ

Ramesh Parida by Ramesh Parida
Sep 26, 2024, 04:36 pm GMT+0530
FacebookTwitterWhatsAppTelegram

ବେଙ୍ଗାଲୁରୁରେ ମହାଲକ୍ଷ୍ମୀ ହତ୍ୟାକୁ ନେଇ ଦିଲ୍ଲୀରୁ ପଲ୍ଲୀ ଚର୍ଚା ହେଉଛି । କିଏ ହତ୍ୟା କଲା କାହିଁକି ହତ୍ୟା କଲା କାରଣ ଜାଣିବା ପାଇଁ ପୋଲିସ ଏରାଜ୍ୟରୁ ଅନ୍ୟ ରାଜ୍ୟକୁ ବୁଲୁଛି । ତେବେ ପୋଲିସ ହାତରେ ବଡ଼ ସୁରାକ ଲାଗିଥିଲା । ଯାହା ତଥ୍ୟ କହୁଥିଲା ମହାଲକ୍ଷ୍ମୀର ହତ୍ୟାକାରୀ ଓଡ଼ିଶାରେ ଲୁଚିଛି । ପୋଲିସ ତାର ଠିକଣା ଖୋଜୁଛି । ଶେଷରେ ପୋଲିସ ହତ୍ୟାକାରୀ ପାଖରେ ପହଁଚିବା ବେଳକୁ ହତ୍ୟାକାରୀ ଆତ୍ମହତ୍ୟା କରିଛି ।

ଭୟାଲିକାବାଲରେ ଘଟିଥିବା ମହାଲକ୍ଷ୍ମୀ ହତ୍ୟାକାଣ୍ଡ ଏବେ ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଯାହାକୁ ଜୀବନଠୁ ଅଧିକ ଭଲ ପାଉଥିଲେ, ତା’ କୁ ହିଁ ନିର୍ମମ ଭାବେ ହତ୍ୟା କରି ଛୁରୀରେ ଖଣ୍ଡ ଖଣ୍ଡ କରି କାଟିଦେଇଛି ଅଭିଯୁକ୍ତ ମୁକ୍ତି ରଞ୍ଜନ। ମାତ୍ର ଏହା ପଛରେ କ’ଣ ରହିଛି କାରଣ, କ’ଣ ପାଇଁ ସେ ଏପରି ହିଂସ୍ର ହୋଇ ଉଠିଲା ଓ ନିଜ ପ୍ରେମିକାଙ୍କ ଜୀବନ ନେବାକୁ ପଛାଇଲେ ନାହିଁ ସବୁ କିଛି ବଖାଣିଛନ୍ତି ମୁକ୍ତି ରଞ୍ଜନ। ନିଜେ ଝୁଲି ପଡ଼ିବା ପୂର୍ବରୁ ସେ କାଳ ରାତିର ପ୍ରତିଟି ଘଟଣାକୁ ସେ ନିଜ ଭାଇ ସମ୍ମୁଖରେ ବଖାଣିଥିଲେ। ମୁକ୍ତି ରଞ୍ଜନଙ୍କୁ ଖୋଜିଖୋଜି ପୁଲିସ୍‌ ତାଙ୍କ ମୃତଦେହ ପାଇଥିବା ବେଳେ ଏବେ ଭାଇର କଥାଗୁଡ଼ାକ ଗୋଟି ଗୋଟି କରି କ୍ୟାମେରା ସମ୍ମୁଖରେ ବଖାଣିଛନ୍ତି ତାଙ୍କ ସାନ ଭାଇ ।

ମୁକ୍ତି ରଞ୍ଜନଙ୍କ ଭାଇ କହିଛନ୍ତି, ମହାଲକ୍ଷ୍ମୀଙ୍କ ସହ ଭାଇର ପ୍ରେମ ସମ୍ପର୍କ ଥିଲ। ହେଲେ ବିଭିନ୍ନ ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଉଭୟଙ୍କ ମଧ୍ୟରେ କଳି ଝଗଡ଼ା ଲାଗି ରହୁଥିଲା। ପରେ ଭାଇ ସେହି ଝିଅକୁ ନେଇ କେରଳ ଯିବାକୁ ବାହାରିଥିଲା। ହେଲେ ଗାଡ଼ିରେ ଯିବା ବେଳେ ସେହି ଝିଅ ଭାଇ ନାଁରେ ପୁଲିସ ନିକଟରେ ଅପହରଣ କରି ନେଉଯାଉଥିବା ଅଭିଯୋଗ କରିଥିଲା। ପୁଲିସ ଭାଇକୁ ମାଡ଼ ମାରିବା ସହ ଜୋରିମାନ କରିଥିଲା। ପରେ ଭାଇକୁ ବୁଝାସୁଝା କରି ପୁଲିସ ଛାଡ଼ି ଦେଇଥିଲା। ଭାଇ ଓ ସେହି ଝିଅ ପୁଣି ବେଙ୍ଗଲୁରୁ ଫେରିଥିଲେ।

ବେଙ୍ଗଲୁରୁ ଫେରିବା ପରେ ଉଭୟଙ୍କ ମଧ୍ୟରେ ବିବାଦ ଅଧିକ ବଢ଼ିବାରେ ଲାଗିଥିଲା। ଉଭୟଙ୍କ ମଧ୍ୟରେ ସବୁବେଳେ କଳି ଝଗଡ଼ା ହେଉଥିଲା। ଏପରି ଗୋଟିଏ ଦିନ ସେହି ଝିଅ ଓ ଭାଇ ମଧ୍ୟରେ ଜୋରରେ ଝଗଡ଼ା ହୋଇଥିଲା। ସେହି ଝିଅ ଘରେ ଥିବା ଏକ ଛୁରୀ ଆଣି ଭାଇକୁ ମାରିବାକୁ ଧମକ ଦେଇଥିଲା। ଏହି ଛୁରୀରେ ମୁଁ ତୋତେ ହତ୍ୟା କରି ପ୍ରେସର କୁକରରେ ସିଝାଇ ବାଥରୁମରେ ପକାଇ ଦେବି ବୋଲି କହିଥିଲା।

ପରେ ଭାଇ ରାଗରେ ସେହି ଝିଅର ତଣ୍ଟିକୁ ଜୋରରେ ଧରି ନେଇଥିଲା। ପରେ ଦେଖିଲା ବେଳକୁ ସେହି ଝିଅର ମୃତ୍ୟୁ ଘଟିଥିଲା। ପରେ ଭାଇ ସେହି ଝିଅକୁ ବେଡସିଡ୍‌ରେ ଗୋଡ଼ାଇ ଫ୍ୟାନରେ ଟାଙ୍ଗି ଦେବାକୁ ଚେଷ୍ଟା କରିଥିଲା, ହେଲେ ସୁବିଧା ହୋଇନଥିଲା। ପରେ  ଭାଇ ସେହି ଝିଅକୁ ଛୁରୀରେ କାଟି ଫ୍ରିଜରେ  ପୂରାଇ ଦେଇଥିଲା। ପରେ ସେଠାରୁ ମୋ ପାଖକୁ ବ୍ରହ୍ମପୁର ପଳାଇ ଆସିଥିଲା। ଭାଇ ମୋ ପାଖରେ ଆସି  ୧୦ରୁ ୧୨ ଦିନ ରହିଥିଲା। ଭାଇ କିଛି ଦିନ ରହିବା ପରେ ମୋତେ ଘଟଣା ସଂପର୍କରେ ସବୁ କହିଥିଲା।

ସେହି ଝିଅ ୭ରୁ ୮ ଲକ୍ଷ ଟଙ୍କା ସହ ସୁନା ଗହଣା ନେଇଯାଇଥିବା ଭାଇ ମୋତେ କହିଛି। ସେହି ଝିଅ ମୋ ଭାଇକୁ ସବୁବେଳେ ବ୍ଲାକମେଲିଂ କରୁଥିଲା। ଏଥିସହ ତା’ ପାଇ  ପରିବାର ସହ ଭାଇର ସଂପର୍କ ଖରାପ ହୋଇଥିବା ଭାଇ ମୋତେ କହିଥିଲା। କିଛି ଦିନ ମୋ ପାଖରେ  ରହିବା ପରେ ଭାଇକୁ ପୁଲିସ ଖୋଜୁ ଥିବା ସେ ଜାଣିପାରିଥିଲା। ପରେ ଭାଇ ଘରକୁ ପଳାଇ ଆସିଥିଲା ବୋଲି ଅଭିଯୁକ୍ତ ଭାଇ କହିଛନ୍ତି।

ସୂଚନାଯୋଗ୍ୟ, ବେଙ୍ଗାଲୁରୁର ଭୟାଲିକାବାଲଠାରେ ୨୯ ବର୍ଷୀୟ ଯୁବତୀ ମହାଲକ୍ଷ୍ମୀଙ୍କୁ ହତ୍ୟା କରାଯାଇଥିଲା। ମହାଲକ୍ଷ୍ମୀଙ୍କୁ ଅଭିଯୁକ୍ତ ମୁକ୍ତ ରଞ୍ଜନ  ହତ୍ୟା କରି ମୃତଦେହକୁ ୩୦ ଖଣ୍ଡ କରି ଫ୍ରିଜରେ ପୂରାଇ ଦେଇ ଓଡ଼ିଶା ଚମ୍ପଟ ମାରିଥିଲା।  ଘଟଣାକୁ ନେଇ କର୍ଣ୍ଣାଟକା ସମେତ ପୂରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଏହାପରେ କର୍ଣ୍ଣାଟକା ପୁଲିସ୍‌ ଘଟଣାର ତଦନ୍ତ କରି ମୁଖ୍ୟ ଅଭିଯୁକ୍ତ ମୁକ୍ତି ରଞ୍ଜନକୁ ଚିହ୍ନଟ କରିଥିଲା। ସେ ଓଡ଼ିଶାରେ ଥିବା ଜଣାପଡ଼ିବା ପରେ ବେଙ୍ଗାଲୁରୁ ପୁଲିସ ଆସି ଭଦ୍ରକରେ ତନାଘନା ଆରମ୍ଭ କରିଥିଲା। ଗତକାଲି  ଭଦ୍ରକର କୁଳେଇ ପଦା ଗାଁ ନିକଟରେ ଥିବା ଶ୍ମଶାନ ନିକଟରେ ଥିବା  ଗଛରୁ ମୁକ୍ତି ରଞ୍ଜନର ଝୁଲନ୍ତା ମୃତଦାହ ମିଳିଥିଲା।

ShareTweetSendShare

RelatedNews

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି
Latest News

ପାକିସ୍ତାନରେ ଆତଙ୍କବାଦୀଙ୍କୁ କିଏ ମାରୁଛି ଗୁଳି

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

କୃଷକ ସଶକ୍ତିକରଣ: ପିଏମ୍ କିସାନ ଏବଂ ସିଏମ୍ କିସାନ ଯୋଜନାର ଗ୍ରାମୀଣ ଜୀବନ ଉପରେ ପ୍ରଭାବ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଲକ୍ଷପତି ଦିଦି: ମହିଳା ସଶକ୍ତିକରଣର ନୂଆ ଅଧ୍ୟାୟ

ଛତିଶଗଡ଼ରେ ନକ୍ସଲବାଦୀଙ୍କ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ

ନକ୍ସଲ ଆନ୍ଦୋଳନ ଏବେ ଦୁର୍ବଳ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ଭାରତ ବିଶ୍ବର ଚତୁର୍ଥ ଅର୍ଥନୈତିକ ଶକ୍ତି: ଜିଡିପି 6 ପ୍ରତିଶତ ଅଭିବୃଦ୍ଧିର କାରଣ କଣ ହୋଇପାରେ ?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

ସ୍ୱାଧୀନତା ପରେ ଭାରତ କେତେ ସୀମାନ୍ତ ଅଞ୍ଚଳ ହରାଇଛି?

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.