Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ବିଶ୍ୱ ଉତ୍ତାପ କମାଇବା ଲାଗି ବିକଳ୍ପ ଇନ୍ଧନର ବ୍ୟବହାର ଉପରେ କେନ୍ଦ୍ର ମନ୍ତ୍ରୀଙ୍କ ଗୁରୁତ୍ୱ

Ramesh Parida by Ramesh Parida
Oct 3, 2024, 11:20 am GMT+0530
FacebookTwitterWhatsAppTelegram

ଭୁବନେଶ୍ବର: କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ  ଭୂପେନ୍ଦ୍ର ଯାଦବ ଭୁବନେଶ୍ବରରେ ଆୟୋଜିତ ପୁନଶ୍ଚ ପୃଥିବୀ ସମ୍ମିଳନୀର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି । ଜଳବାୟୁ ପରିବର୍ତ୍ତନ ଉପରେ ମତ ରଖି କେନ୍ଦ୍ର ମନ୍ତ୍ରୀ କହିଥିଲେ, ତିନୋଟି ପ୍ରମୁଖ କାରଣରୁ ପୃଥିବୀର ତାପମାତ୍ରା ବୃଦ୍ଧି ପାଉଛି । ବିକାଶ, ନୂଆ ଜ୍ଞାନକୌଶଳ ଏବଂ ଲଗାତାର ଜୈବବିବିଧତାର କ୍ଷୟ କାରଣରୁ ବିଶ୍ବ ଉତ୍ତାପନ ବଢ଼ୁଛି । ଭବିଷ୍ୟତ ପିଢ଼ି ପାଇଁ ଏହା ବିପଜ୍ଜନକ ବୋଲି ସେ କହିଥିଲେ ।

ପୃଥିବୀର ସୁରକ୍ଷା ପାଇଁ ଅଙ୍ଗାରକାମ୍ଳ ନିର୍ଗମନକୁ ଶୂନ୍ୟସ୍ତରକୁ ହ୍ରାସ କରିବା ଉପରେ ଗୁରୁତ୍ୱାରୋପ କରି କେନ୍ଦ୍ର ମନ୍ତ୍ରୀ କହିଥିଲେ ପ୍ୟାରିସ୍‌ ଜଳବାୟୁ ସମ୍ମିଳନୀରେ ହୋଇଥିବା ସହମତି ଅନୁରୂପ ସବୁ ଦେଶ ନିଜ ନିଜର ପରିବେଶ ମୁତାବକ ନେଟ୍‌ ଜିରୋ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହେବା ବର୍ତ୍ତମାନ ସମୟର ଆବଶ୍ୟକତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆରମ୍ଭ କରାଯାଇଥିବା ପରିବେଶ ଅନୁକୂଳ ଜୀବନଶୈଳୀ ବା ମିଶନ ଲାଇଫ୍‌ ଉପରେ କେନ୍ଦ୍ର ମନ୍ତ୍ରୀ ଆଲୋକପାତ କରିଥିଲେ। ସେ କହିଥିଲେ, ପ୍ରଧାନମନ୍ତ୍ରୀଙ୍କ ଏହି ଦୂରଦୃଷ୍ଟି ପରିବେଶ ସୁରକ୍ଷା ଦିଗରେ ଯତ୍ନବାନ ହେବା ଲାଗି ସାରା ବିଶ୍ୱ ପାଇଁ ଏକ ଉପଯୁକ୍ତ ମାର୍ଗ। ପରିବେଶ ସଂରକ୍ଷଣ ପାଇଁ ଭାରତ ସରକାର ଗ୍ରହଣ କରିଥିବା ପଦକ୍ଷେପ ବିଷୟରେ ସୂଚନା ଦେଇ ଶ୍ରୀ ଯାଦବ କହିଥିଲେ, ପ୍ୟାରିସ ଜଳବାୟୁ ରାଜିନାମାରେ ଭାରତ ପରିବେଶ ସୁରକ୍ଷା ପ୍ରତି ନିଜର ପ୍ରତିବଦ୍ଧତା ବ୍ୟକ୍ତ କରିଛି । ଭାରତ ନିଜର ଅଙ୍ଗାରକାମ୍ଳ ନିର୍ଗମନ ପରିମାଣକୁ ୨୦୦୫ ସ୍ତର ତୁଳନାରେ ୨୦୩୦ ସୁଦ୍ଧା ଜିଡିପିର ୪୫ ପ୍ରତିଶତ ସ୍ତରକୁ ଆଣିବା ଲାଗି ପ୍ରତିଶ୍ରୁତି ଦେଇଛି । ସେହିପରି ଅଣଜୀବାଶ୍ମ ଆଧାରିତ ଇନ୍ଧନ ଉତ୍ସରୁ ୫୦% ବିଦ୍ୟୁତ ଉତ୍ପାଦନ କରିବାକୁ ଦେଶ ଲକ୍ଷ୍ୟ ଧାର୍ଯ୍ୟ କରିଛି ବୋଲି ଶ୍ରୀ ଯାଦବ କହିଥିଲେ। କେନ୍ଦ୍ର ମନ୍ତ୍ରୀ କହିଥିଲେ, ସଂକଟରୁ ସମାଧାନ ବାହାର କରିବା ପ୍ରତି ସରକାର ଯତ୍ନବାନ ଅଛନ୍ତି। ଗାନ୍ଧୀଜୀଙ୍କ ନୀତିଆଦର୍ଶକୁ ଅନୁସରଣ କରି ସ୍ୱଚ୍ଛତା, ସହିଷ୍ଣୁତା ଓ ସ୍ଥାନୀୟତା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଜରୁରି। ପୃଥିବୀରେ ସମସ୍ତଙ୍କ ଆବଶ୍ୟକତା ପୂରଣ କରିବା ଲାଗି ଯଥେଷ୍ଟ ସମ୍ବଳ ରହିଛି, କିନ୍ତୁ ଏହାର ଶୋଷଣ କରାଯିବା ଉଚିତ୍‌ ନୁହେଁ ବୋଲି ବାପୁ ଦେଇଥିବା ଆହ୍ବାନକୁ ସମସ୍ତେ ଆପଣାଇବା ଉଚିତ୍‌।

ପୁନଶ୍ଚ ପୃଥିବୀ କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଓ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସମେତ ବହୁ ପରିବେଶବିତ, ବୁଦ୍ଧିଜୀବୀ ଏବଂ ଗବେଷକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପରିବେଶ ସଂରକ୍ଷଣ କ୍ଷେତ୍ରରେ କାମ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା।

Tags: global warmingnewsodishaUnion Minister
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.