Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

ଈଶା ଫାଉଣ୍ଡେସନ୍‌ ଉପରେ ପୁଲିସ୍‌ କାର୍ଯ୍ୟାନୁଷ୍ଠାନରେ ରୋକ୍‌ ଲଗାଇଲେ ସୁପ୍ରିମ୍‌କୋର୍ଟ

Ramesh Parida by Ramesh Parida
Oct 3, 2024, 04:44 pm GMT+0530
FacebookTwitterWhatsAppTelegram

ନୂଆଦିଲ୍ଲୀ:  ଜଣେ ପ୍ରଫେସରଙ୍କ ଅଭିଯୋଗ ପରେ ତାମିଲନାଡୁ ହାଇକୋର୍ଟ ଇଶା ଫାଉଣ୍ଡେସନ ସର୍ଚ୍ଚ କରିବାକୁ ଆଦେଶ ଦେଇଥିଲେ । ପ୍ରଫେସର କହିଥିଲେ ତାଙ୍କ ଝିଅଙ୍କୁ ଇଶା ଫାଉଣ୍ଡେସନରେ ବଳ ପୂର୍ବକ ରଖାଯାଇଛି । ତେବେ ଏହାକୁ ଫାଉଣ୍ଡେସନ ପକ୍ଷରୁ ମିଥ୍ୟା କୁହାଯାଇଥିଲା । ଝିଅମାନେ ତାଙ୍କ ଇଚ୍ଛାରେ ଆସି ଆଶ୍ରମରେ ରହୁଥିବା କୁହାଯାଇଥିଲା ।  ତେବେ ସଦ୍‌ଗୁରୁଙ୍କ ଈଶା ଫାଉଣ୍ଡେସନ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ ନାହିଁ ପୁଲିସ୍‌ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ ଗୁରୁବାର ଦିନ ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସ୍ଥଗିତ ରଖିଛନ୍ତି। ତାମିଲନାଡୁର କୋଏମ୍ବାଟୁରରେ ଆଧ୍ୟାତ୍ମିକ ଗୁରୁ ସଦ୍‌ଗୁରୁ ଜାଗି ବସୁଦେବଙ୍କ ଈଶା ଫାଉଣ୍ଡେସନ ବିରୋଧରେ ପୁଲିସ୍‌କୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମାଦ୍ରାସ ହାଇକୋର୍ଟ ଅନୁମତି ଦେଇଥିବା ବେଳେ ଏବେ ତାହା ଉପରେ ରୋକ୍‌ ଲଗାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ।

ମାଦ୍ରାସ ହାଇକୋର୍ଟ ଈଶା ଫାଉଣ୍ଡେସନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୁଲିସ୍‌କୁ ଅନୁମତି ଦେବା ପରେ ଈଶା ଫାଉଣ୍ଡେସନ୍‌ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା। ତାମିଲନାଡୁ ସରକାରଙ୍କୁ ଫାଉଣ୍ଡେସନ ବିରୋଧରେ ପଞ୍ଜୀକୃତ ହୋଇଥିବା ସମସ୍ତ ଅପରାଧିକ ମାମଲାର ବିବରଣୀ ଦାଖଲ କରିବାକୁ ନିର୍ଦ୍ଦେଶ ଦେବା ସହ ଅଦାଲତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ ରୋକ ଲଗାଇଛନ୍ତି।

ShareTweetSendShare

RelatedNews

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା
Latest News

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ଆଧ୍ୟାତ୍ମିକ

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

Latest News

ରାମ ମନ୍ଦିର ଟ୍ରଷ୍ଟ ଗତ 5 ବର୍ଷ ମଧ୍ୟରେ ଦେଇଛି 400 କୋଟି ଟଙ୍କାର ଟିକସ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.