Saturday, May 17, 2025
No Result
View All Result
Odisha 365

Latest News

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ତୁର୍କୀ ଭୂକମ୍ପରେ ଭାରତର କରିଥିଲା ସାହାଯ୍ୟ କିନ୍ତୁ ତୁର୍କୀ ପଛରୁ ଭୂସିଲା ଛୁରୀ

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

୫ରେ ମିଳିବ ପିଏମ୍ କିଷାନ

Ramesh Parida by Ramesh Parida
Oct 3, 2024, 07:37 pm GMT+0530
FacebookTwitterWhatsAppTelegram

ପୁଣି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା  ।  ଅକ୍ଟୋବର ୫ ତାରିଖରେ ମିଳିବ ପିଏମ୍ କିଷାନ ଯୋଜନାର ୧୮ତମ କିସ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ପିଏମ୍ କିଷାନ ସହାୟତା ରାଶି ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଛି । ଏହି ଅବସରରେ ଓଡ଼ିଶାରେ ଜିଲ୍ଲା ସ୍ତରରେ ଚାଷୀମାନଙ୍କୁ ନେଇ କାର୍ଯ୍ୟକ୍ରମ କରାଯିବ। ଏନେଇ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସୂଚନା ଦେଇଛନ୍ତି।

ପିଏମ୍ କିଷାନ ଯୋଜନାର ୧୮ତମ କିସ୍ତିରେ ଦେଶର ୯.୫ କୋଟି ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ମିଳିବ। ଏହାପୂର୍ବରୁ ଜୁନ ମାସରେ ଯୋଜନାର ୧୭ ତମ କିସ୍ତି ପ୍ରଦାନ କରିଥିଲେ କେନ୍ଦ୍ର ସରକାର। ସେହିପରି ଉପମୁଖ୍ୟମନ୍ତ୍ରୀ ଚଳିତବର୍ଷ ଧାନ କିଣାକୁ ନେଇ ଘୋଷଣା କରିଛନ୍ତି। ଚଳିତ ବର୍ଷ ବରଗଡ଼ର ସୋହେଲାରୁ ରାଜ୍ୟ ସରକାର ଧାନ କିଣା ଆରମ୍ଭ କରିବେ। ୩୧୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟରେ ଚାଷୀଙ୍କ ଧାନ କିଣାଯିବ। ଅନ୍ୟପଟେ ରାଜ୍ୟରେ ଆଗକୁ ହେବାକୁ ଥିବା କୃଷି ଯନ୍ତ୍ରପାତି ମେଳାକୁ ନେଇ ଗୁରୁବାର ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ହୋଇଛି। ବୈଠକରେ ୨୬ଟି ଜିଲ୍ଲାରେ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ ହେବ। ସେହିପରି କେନ୍ଦୁଝର, ବଲାଙ୍ଗିର, ଜୟପୁର ଓ ବ୍ରହ୍ମପୁରରେ ଆଞ୍ଚଳିକ କୃଷି ମେଳା ଆୟୋଜନ କରାଯିବା ନେଇ ନିଷ୍ପତ୍ତି ହୋଇଛି।

Tags: BJPINDIAModiodishaPradhan Mantri KisanTOP NEWS
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

କାହିଁକି ଟ୍ରମ୍ପ ମୋଦିଙ୍କ ସହ ଖୋଲାଖୋଲି ଛିଡ଼ା ହେଉନାହାଁନ୍ତି?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

ଭାରତର ପ୍ରତିରକ୍ଷା ବଜେଟ ଚୀନ ଓ ପାକିସ୍ତାନ ଠାରୁ କେତେ ଅଧିକ ?

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

 ଦୁର୍ବଳ ହେଉଛି କି ଇଣ୍ଡି ମେଣ୍ଟ,ଚିନ୍ତାରେ କଂଗ୍ରେସ ଓ ବିରୋଧୀ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ସାରା ବିଶ୍ବ ଭ୍ରମଣ କରି ପାକିସ୍ତାନର ଅସଲ ଚେହେରା ଓ ତାର ଆତଙ୍କୀ କାର୍ଯ୍ଯକଳାପ କଥା କହିବେ ସାଂସଦ

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

ଏକ ଦାୟିତ୍ବହୀନ ଏବଂ ବିଶ୍ବାସଘାତକ ରାଷ୍ଟ୍ର ହାତ‌ରେ ପରମାଣୁ ଅସ୍ତ୍ର ରହିବା ସୁରକ୍ଷିତ କି ?

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

କୌଣସି ବି ପରମାଣୁ ଅସ୍ତ୍ର ଭଣ୍ଡାରରୁ ବିକିରଣ ହୋଇନାହିଁ – ଆଇଏଇଏ

ପାକିସ୍ତାନର ବନ୍ଧୁ ଥିବା ତାଲିବାନ ଏବେ ଭାରତ ଆଡ଼କୁ ଢଳୁଛି କାହିଁକି ?

ପାକିସ୍ତାନର ବନ୍ଧୁ ଥିବା ତାଲିବାନ ଏବେ ଭାରତ ଆଡ଼କୁ ଢଳୁଛି କାହିଁକି ?

ତୁର୍କୀ ଭୂକମ୍ପରେ ଭାରତର କରିଥିଲା ସାହାଯ୍ୟ କିନ୍ତୁ ତୁର୍କୀ ପଛରୁ ଭୂସିଲା ଛୁରୀ

ତୁର୍କୀ ଭୂକମ୍ପରେ ଭାରତର କରିଥିଲା ସାହାଯ୍ୟ କିନ୍ତୁ ତୁର୍କୀ ପଛରୁ ଭୂସିଲା ଛୁରୀ

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଭୋଲାନାଥ ପାଣ୍ଡେଙ୍କ ମୃତ୍ୟୁ: ୧୯୭୮ରେ ଇନ୍ଦିରା ଗାନ୍ଧୀଙ୍କ ମୁକ୍ତି ପାଇଁ ବିମାନ ଅପହରଣ କରିଥିବା କଂଗ୍ରେସ ନେତା

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

 ପାକିସ୍ତାନ ଭାରତଠାରୁ ଯୁଦ୍ଧରେ ହାରିବା ତାର ଅଭ୍ୟାସ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.