Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆଧ୍ୟାତ୍ମିକ

ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍

Ramesh Parida by Ramesh Parida
Oct 4, 2024, 01:53 pm GMT+0530
FacebookTwitterWhatsAppTelegram

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ  ତିରୁପତି ମନ୍ଦିର ଲଡୁ ପ୍ରସ୍ତୁତ ହେଉଥିବା ଘିଅରେ ପଶୁ ଚର୍ବି ଅପମିଶ୍ରିତ ହେଉଥିବା ଅଭିଯୋଗ ଆଣିଥିଲେ। ଏହାକୁ ନେଇ ସାରା ଦେଶରେ ଚର୍ଚା ହୋଇଥିଲା ।  ଏହାପରେ ଗୁଜରାଟର ଏକ ଘରୋଇ ସଂସ୍ଥାରେ ତିରୁପତି ମନ୍ଦିରରେ ବ୍ୟବହୃତ ହେଉଥିବା ଘିଅର ମାନକ ପରୀକ୍ଷଣ କରାଯାଇଥିଲା। ଏଥିରେ ମାଛ ତେଲ, ଘୁଷୁରି ଏବଂ ଗୋ-ଚର୍ବି ମିଶ୍ରିତ ହେଉଥିବା କୁହାଯାଇଥିଲା। ତେବେ ଏହାକୁ ନେଇ ମାମଲା ହୋଇଥିଲା । ଏବେ ଏହା ସୁପ୍ରିମ କୋର୍ଟରେ ଶୁଣାଣି ହୋଇଛି ।

ତିରୁପତି ଲଡୁ ବିବାଦ ମାମଲାର ତଦନ୍ତ କରିବ ସ୍ପେଶାଲ ଇନଭେଷ୍ଟିଗେସନ ଟିମ୍ (SIT)। ଆଜି ସୁପ୍ରିମକୋର୍ଟ ତଦନ୍ତ ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ (FSSAI)ର ଦୁଇଜଣ ବରିଷ୍ଠ ଅଧିକାରୀ ଏବଂ ସିବିଆଇର ଦୁଇଜଣ ବରିଷ୍ଠ ଅଧିକାରୀଙ୍କୁ ନେଇ ଏହି ଏସଆଇଟି ଗଠିତ ହେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଖଣ୍ଡପୀଠ ମାମଲାର ଶୁଣାଣି କରି ଆହୁରି କହିଛନ୍ତି, ଏ ପ୍ରସଙ୍ଗ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଭକ୍ତଙ୍କ ବିଶ୍ୱାସର, ତେଣୁ ଏ ଉପରେ ରାଜନୈତିକ ଡ୍ରାମା ହେଉ ତାହା ଆମେ ଚାହୁଁନା। ତେଣୁ ଅଭିଯୋଗ ଏବଂ ପ୍ରତି-ଅଭିଯୋଗ ଭିତରକୁ ନ ଯାଇ, ନିରପକ୍ଷ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଉଛୁ।

ଏହାପରେ ସତ୍ୟତା ଯାଞ୍ଚ ପାଇଁ ଏସଆଇଟିକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଆନ୍ଧ୍ରପ୍ରଦେଶ ସରକାର ନିଜେ ଏହି ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ବର୍ତ୍ତମାନର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗକୁ ଖଣ୍ଡନ କରିଥିଲେ। ଚନ୍ଦ୍ରବାବୁ ନାଇଡୁ ମିଛ କହୁଛନ୍ତି, ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଥିଲେ ଜଗନ ମୋହନ ରେଡ୍ଡୀ। ଏହାପରେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଥିଲା।

ନିକଟରେ ସୁପ୍ରିମକୋର୍ଟ ଏ ଉପରେ ଶୁଣାଣି କରି ତଦନ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ କାହିଁକି ସାମ୍ବାଦିକ ସମ୍ମିଳନୀ କରି ଏପରି ଅଭିଯୋଗ ଆଣିଥିଲେ ବୋଲି ପ୍ରଶ୍ନ କରିଥିଲେ ସୁପ୍ରିମକୋର୍ଟ। ମୁଖ୍ୟମନ୍ତ୍ରୀ ଏକ ସାମ୍ବିଧାନିକ ପୋଷ୍ଟରେ ଥାଇ କିପରି ପ୍ରମାଣ ପୂର୍ବରୁ ଅଭିଯୋଗ ଆଣିପାରିଲେ ବୋଲି ସୁପ୍ରିମକୋର୍ଟ କହିଥିଲେ। ଏପରିକି ଭଗବାନଙ୍କୁ ରାଜନୀତିଠୁ ଦୂରେଇ ରଖିବାକୁ ଅପିଲ୍ କରିଥିଲେ ସର୍ବୋଚ୍ଚ ଅଦାଲତ।

ଏହାର ଦୁଇ ଦିନ ପରେ ମୁଖ୍ୟମନ୍ତ୍ରୀ ନାଇଡୁ ଏସଆଇଟି ତଦନ୍ତକୁ ସ୍ଥଗିତ ରଖିଥିଲେ। ସୁପ୍ରିମକୋର୍ଟଙ୍କ ରାୟ ନ ଆସିବା ପର୍ଯ୍ୟନ୍ତ ଏସଆଇଟି ଲଡୁ ବିବାଦର ତଦନ୍ତ କରିପାରିବ ନାହିଁ ବୋଲି ଆନ୍ଧ୍ରପ୍ରଦେଶ ସରକାର କହିଥିଲେ। କିନ୍ତୁ ସୁପ୍ରିମକୋର୍ଟ ଆଜି ଏ ଉପରେ ଶୁଣାଣି କରି ଏସଆଇଟି ତଦନ୍ତକୁ ନିର୍ଦ୍ଦେଶ ଦେଇଛି।

ShareTweetSendShare

RelatedNews

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା
Latest News

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ଆଧ୍ୟାତ୍ମିକ

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

Latest News

ରାମ ମନ୍ଦିର ଟ୍ରଷ୍ଟ ଗତ 5 ବର୍ଷ ମଧ୍ୟରେ ଦେଇଛି 400 କୋଟି ଟଙ୍କାର ଟିକସ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.