Friday, June 6, 2025
No Result
View All Result
Odisha 365

Latest News

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଯୁବ ପିଢ଼ିଙ୍କୁ ନଷ୍ଟ କରୁଛି କଂଗ୍ରେସ: ଶାହ

Ramesh Parida by Ramesh Parida
Oct 4, 2024, 04:06 pm GMT+0530
FacebookTwitterWhatsAppTelegram

ନୂଆଦିଲ୍ଳୀ: ଯୁବ ପିଢ଼ିଙ୍କୁ ନଷ୍ଟ କରୁଛି କଂଗ୍ରେସ । ନିଶା ଭିତରେ ଯୁବ ପିଢ଼ିଙ୍କୁ ବୁଡ଼ାଇ ରଖୁଛି କଂଗ୍ରେସ । କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି ।  ଏପରି କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦିଲ୍ଳୀରେ ୫ ହଜାର କୋଟି ଟଙ୍କାର ଡ୍ରଗ୍ସ ଧରାପଡ଼ିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନ କଂଗ୍ରେସ ଦଳ ଉପରେ ଅଭିଯୋଗ ଲଗାଇଛନ୍ତି । ସେ କହିଛନ୍ତି ଯେ ‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି।  ଦିଲ୍ଲୀରେ ଏକ ଚଢ଼ାଉରେ ୫୦୦ କିଲୋଗ୍ରାମରୁ ଅଧିକ କୋକେନ ଏବଂ ୪୦ କିଲୋଗ୍ରାମ ହାଇଡ୍ରୋପୋନିକ ଗଞ୍ଜେଇ ଜବତ ହେବା ପରେ ମୁଖ୍ୟ ଅଭିଯୁକ୍ତ ତୁଷାର ଗୋୟଲଙ୍କୁ ଗିରଫ କରାଯାଇଥିଲା। କିଙ୍ଗପିନ୍ ତୁଷାର ଗୋୟଲ ପୂର୍ବରୁ  ସହ କୌଣସି ପ୍ରକାରର ସ‌ଂଯୋଗକୁ କଂଗ୍ରେସ ଅସ୍ୱୀକାର କରିଥିଲେ ବି ଅମିତ ଶାହା ଏପରି ଅଭିଯୋଗ ଆଣିଛନ୍ତି।

ଅମିତ ଶାହା ମାଇ‌କ୍ରୋବ୍ଲଗିଂ ସାଇଟ୍‌ ‘ଏକ୍ସ’ରେ ଏକ ପୋଷ୍ଟ କରି ଦାବି କରିଛନ୍ତି ଯେ ମୋଦୀ ସରକାର ଡ୍ରଗ୍ସ ଉପରେ “ଶୂନ୍ୟ ସହନଶୀଳତା” ନୀତି ପ୍ରତି ପ୍ରତିଶ୍ରୁତିବଦ୍ଧ ଏବଂ ଯୁବକମାନଙ୍କୁ ଶିକ୍ଷା, କ୍ରୀଡା ଏବଂ ନବସୃଜନ ଦିଗରେ ମାର୍ଗଦର୍ଶନ କରୁଥିବା  ବେଳେ କଂଗ୍ରେସ ଏହାର ରାଜନୖତିକ ପ୍ରଭାବକୁ ନିଶା କାରବାରରେ ଉପଯୋଗ ସକ୍ଷମ କରିବାରେ ଲାଗିଛି।

Tags: BJPcongressINDIAnewsShah
ShareTweetSendShare

RelatedNews

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

Latest News

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ‘କାର୍ଯ୍ୟକର୍ତ୍ତା ବିକାଶ ବର୍ଗ’- ଦ୍ୱିତୀୟର ସମାପନ ସମାରୋହରେ କଣ କହିଲେ ସରସଂଘ ଚାଳକ ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.