Friday, June 6, 2025
No Result
View All Result
Odisha 365

Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ରାଜଭବନରେ ରାଜନୀତି ପ୍ରସଙ୍ଗ ଆପତ୍ତି ଉଠାଇଲେ ପୂର୍ବତନ ଉପ ରାଷ୍ଟ୍ରପତି

Ramesh Parida by Ramesh Parida
Oct 5, 2024, 11:28 am GMT+0530
FacebookTwitterWhatsAppTelegram

ସେପ୍ଟେମ୍ବର ୨୭ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବାରୁ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସିଧାସଖଳ ରାଜଭବନ ଯାଇଥିଲେ। ସେଠାରେ କିଛି ସମୟ ରହି ସନ୍ଧ୍ୟାରେ ଏସିଆନ୍ ସ୍କୁଲ ଅଫ୍ ବିଜନେସ୍ ମ୍ୟାନେଜମେଣ୍ଟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ହୋଇଥିଲେ। ସମାରୋହରୁ ଫେରି ପୂର୍ବତନ ଉପ ରାଷ୍ଟ୍ରପତି ରାଜ ଭବନରେ ରାତ୍ରି ଯାପନ କରିଥିଲେ। ତା’ପର ଦିନ ସେ ଦିଲ୍ଲୀ ଫେରିଯାଇଥିଲେ। ତେବେ ଏହାକୁ ନେଇ ବିରୋଧୀ ଦଳ ପକ୍ଷରୁ ତାଙ୍କୁ ନେଇ ରାଜନୀତି କରାଯାଉଥିବା ଅଭିଯୋଗ ହୋଇଥିଲା । କାରଣ ପୂର୍ବତନ ଉପରାଷ୍ଟ୍ରପତି ରାଜଭବନ ଥିବା ଅବସରରେ ଓଡ଼ିଶା ଗସ୍ତରେ ଆସିଥିବା ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱାଶର୍ମା ତାଙ୍କୁ ଭେଟିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ ଭବନରେ ପହଞ୍ଚି ଆସାମ ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ଉପ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ସମୟରେ ରାଜ୍ୟପାଳ ମଧ୍ୟ ଉପସ୍ଥିତ ଥିଲେ। ଯାହାକୁ ନେଇ ବିରୋଧୀ ଦଳ ବିଜେଡି ରାଜନୀତି ଅଭିଯୋଗ ଆଣିଥିଲା । ରାଜଭବନରେ ରାଜନୀତି ହେଉଥିବା କହିଥିଲା । ରାଜଭବନରେ ରାଜନୀତି ହେଉଥିବା ଅଭିଯୋଗକୁ ବିଜେପି ପକ୍ଷରୁ କାଉଁଟର କରାଯାଇଥିଲା ।

ଓଡ଼ିଶା ମୁଖ୍ୟମନ୍ତ୍ରୀ, ପୂର୍ବତନ ଉପ ରାଷ୍ଟ୍ରପତି, ରାଜ୍ୟପାଳ ଓ ଆସାମ ମୁଖ୍ୟମନ୍ତ୍ରୀ ରାଜଭବନରେ ଝାଡଖଣ୍ଡ ନିର୍ବାଚନ ବିଷୟରେ ଆଲୋଚନା ପାଇଁ ଏକଜୁଟ ହୋଇଥିବା ବିଜେଡିର କିଛି ନେତା ଗଣମାଧ୍ୟମରେ କହିଥିଲେ। ଝାଡଖଣ୍ଡ ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନେଇ ରାଜଭବନରେ ଅଙ୍କ ଚଷା ଚାଲିଥିବା କୁହାଯାଇଥିଲା। ରାଜଭବନକୁ ଓ୍ବାରରୁମ କରାଯାଇଥିବା ଅଭିଯୋଗ ଉଠିଥିଲା ।

ନିଜର ଓଡ଼ିଶା ଗସ୍ତ ସମୟରେ ରାଜ ଭବନରେ ରହଣି ଓ ରାଜ୍ୟପାଳଙ୍କ ସହ ସାକ୍ଷାତକୁ ନେଇ ବିରୋଧୀ ବିଜେଡି କରିଥିବା ଅଭିଯୋଗ ଉପରେ କଡ଼ା ଆପତ୍ତି ଉଠାଇଛନ୍ତି ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁ। ଏନେଇ ତାଙ୍କ କାର୍ଯ୍ୟାଳୟ କଡ଼ା ଜବାବ ଦେବା ସହ ପୂର୍ବତନ ଉପ ରାଷ୍ଟ୍ରପତିଙ୍କ ସୌଜନ୍ୟ ମୂଳକ ସାକ୍ଷାତକୁ ରାଜନୈତିକ ରଙ୍ଗ ନ ଦେବାକୁ ପରାମର୍ଶ ଦିଆଯାଇଛି। ଏହା ଏକ ସହଜ କାର୍ଯ୍ୟକ୍ରମ ଥିଲା । ଏଥିରେ ରାଜନୀତି ରଂଗ ମାରିବା ଠିକ୍ ହୋଇନାହିଁ ।

ସୋଶାଲ୍ ମିଡିଆ ‘ଏକ୍ସ’ରେ ଉପ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ପୂର୍ବତନ ଉପ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜନୈତିକ ରଙ୍ଗ ଦିଆ ନ ଯାଉ। ପ୍ରୋଟୋକଲ ଅନୁଯାୟୀ ପୂର୍ବତନ ଉପରାଷ୍ଟ୍ରପତି ରାଜଭବନରେ ରୁହନ୍ତି। ରାଜ୍ୟପାଳ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସୌଜନ୍ୟମୂଳକ ଭାବରେ ଭେଟିବାର ପରମ୍ପରା ରହିଛି। ଏଥିରେ ଅସୁବିଧା ନାହିଁ । ଏହାକୁ ନେଇ ଅଯଥା ରାଜନୀତି କରାନଯାଉ ।

ଟ୍ୱିଟ୍‌ରେ ଆହୁରି ଉଲ୍ଲେଖ କରାଯାଇଛି ଯେ, ସୌଜନ୍ୟମୂଳକ ସାକ୍ଷାତରେ କୌଣସି ରାଜନୀତି ବିଷୟରେ ଆଲୋଚନା ହୋଇ ନାହିଁ। ସୌଜନ୍ୟମୂଳକ ସାକ୍ଷାତ ପଛରେ କୌଣସି ରାଜନୈତିକ ଉଦ୍ଦେଶ୍ୟ ରଖାଯିବା ଉଚିତ ନୁହେଁ। ଦେଶର ପୂର୍ବତନ ଉପରାଷ୍ଟ୍ରପତିଙ୍କକୁ ଏଭଳି ରାଜନୈତିକ ବିବାଦ ଭିତରକୁ ଟାଣି ନେବା ସମ୍ପୂର୍ଣ୍ଣ ଅନ୍ୟାୟ ବୋଲି ଟ୍ୱିଟ୍‌ରେ ଉଲ୍ଲେଖ କରାଯାଇଛି। ତେବେ ଏହାର ଉତ୍ତର ବିଜେଡି କଣ ଦେଉଛି ତାହା ଦେଖିବାକୁ ବାକି ରହିଲା ।

Tags: BjdBJD’s war room jibeBJPINDIAnewsodishapolitical controversyVenkaiah Naidu
ShareTweetSendShare

RelatedNews

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା
Latest News

ଅପରେସନ୍ ସିନ୍ଦୂରରେ ଭାରତର ବୈଶ୍ୱିକ ପ୍ରଚାର: ଖୋଲିବ ପାକିସ୍ତାନର ଆତଙ୍କୀ ମୁଖା

Latest News

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.