Wednesday, May 14, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ବାତ୍ୟା ମିଲଟନରେ 6 ମୃତ

Ramesh Parida by Ramesh Parida
Oct 11, 2024, 08:49 am GMT+0530
FacebookTwitterWhatsAppTelegram

ବାତ୍ୟା ମିଲଟନ ବୁଧବାର ଆମେରିକାରେ ଫ୍ଲୋରିଡ଼ା ରାଜ୍ୟର ପଶ୍ଚିମ ଉପକୂଳବର୍ତୀ ସହର ସିଏଷ୍ଟା କି ରେ ଲ୍ୟାଣ୍ଡଫଲ କରିଛି । ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ତୀବ୍ରତା 155 ମାଇଲ ପ୍ରତି ଘଣ୍ଟା ଥିବା ନେଇ ଆମେରିକାର ଜାତୀୟ ପାଣିପାଗ ସୂଚନା ଦେଇଛି । ଟାମ୍ପା ସରେସୋଟ ଫୋର୍ଟ ମାୟର୍ସ ଆଦି ଫ୍ଲୋରିଡ଼ାରେ ବହୁ ଜନବହୁଳ ଅଞ୍ଚଳ ଏହି ବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ  ହୋଇଥିବା ନେଇ ଆମେରିକା ଜାତୀୟ ବାତ୍ୟା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟାର ପ୍ରଭାବରେ ବର୍ତମାନ ସୁଦ୍ଧା 6 ଜଣଙ୍କର ମୃତ୍ୟୁ ଘଟିଛି । ସମସ୍ତ ମୃତକ ଫ୍ଲୋରିଡ଼ାର ହୋଇଥିବା ରାଜ୍ୟ ପ୍ରଶାସନ ପକ୍ଷରୁ କୁହାଯାଇଛି । ପ୍ରାୟ 1.1 କୋଟି ଲୋକ ବନ୍ୟା ବିପଦ ମଧ୍ୟରେ ରହିଛନ୍ତି । ବାତ୍ୟାରେ ବହୁ ବିଜୁଳି ଖୁଣ୍ଟି ଉପୁଡ଼ି ପଡ଼ିଥିବାରୁ ଫ୍ଲୋରିଡ଼ାର 33 ଲକ୍ଷରୁ ଅଧିକ ଲୋକ ବିଜୁଳି ସେବାରୁ ବଞ୍ଚିତ ହୋଇଛନ୍ତି । ବାତ୍ୟା ମିଲଟନ ନେଇ ଗୁରୁବାର ରାଷ୍ଟ୍ରପତି ଜୋ ବାଇଡ଼େନ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବା ସହ ପ୍ରଭାବିତ ଅଞ୍ଚଳରେ ହଜାରରୁ ଅଧିକ କୋଷ୍ଟ ଗାର୍ଡ଼ଙ୍କ ସମେତ ଅନେକ ହଜାର ସଂଖ୍ୟାରେ ରେସ୍କ୍ୟୁ ଟିମକୁ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜନ କରିଛନ୍ତି । ବାତ୍ୟା ମିଲଟନ ପ୍ରଭାବରେ ଫ୍ଲୋରିଡ଼ା ନର୍ଥ କାରୋଲିନା ଟେନିସ ରାଜ୍ୟର କେତେକ ସ୍ଥାନରେ ଇଣ୍ଟରନେଟ ସେବା ବ୍ୟାହତ ହୋଇଛି ।

Tags: INDIAodisha
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.