Saturday, May 10, 2025
No Result
View All Result
Odisha 365

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ବାଗମତି ଏକ୍ସପ୍ରେସ ଦୁର୍ଘଟଣାଗସ୍ତ ,19 ଜଣ ଯାତ୍ରୀ ଆହତ

Ramesh Parida by Ramesh Parida
Oct 12, 2024, 09:08 am GMT+0530
FacebookTwitterWhatsAppTelegram

ମୈସୁରରୁ ଦରଭଙ୍ଗା ଯାଉଥିବା ବାଗମତି ଏକ୍ସପ୍ରେସ ଦୁର୍ଘଟଣାଗସ୍ତ  । ଲାଇନଚ୍ୟୁତ ହୋଇ ଏକ ମାଲବାହୀ ଟ୍ରେନ ସହ ଧକ୍କା ହେବାରୁ ମାଲବାହୀ ଟ୍ରେନରେ ଏକାଧିକ ବଗିରେ ନିଆଁ ଲାଗିଗଲା । ଫଳରେ 19 ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ ଶୁକ୍ରବାର ରାତି ପାଖାପାଖି ସାଢେ 8 ଟା ସମୟରେ ତାମିଲନାଡ଼ୁରେ ଟ୍ରେନ ନମ୍ବର 12578 ମୈସୁର- ଦରଭଙ୍ଗା ଏକ୍ସପ୍ରେସ ଏକ ମାଲବାହୀ ଗାଡ଼ି ସହ ଧକ୍କା ହୋଇଥିଲା । ଫଳରେ ଏକ୍ସପ୍ରେସ ଟ୍ରେନର ଦୁଇଟି ବଗିରେ ନିଆଁ ଲାଗିଛି । ଟ୍ରେନର 12ରୁ 13 ଟି ବଗି ଲାଇନଚ୍ୟୁତ ହୋଇଛି । ଘଟଣାଟି କାଓ୍ବରାଇପେଟେଇ ରେଳ ଷ୍ଟେସନ ନିକଟରେ ଘଟିଛି । ଦୁର୍ଘଟଣାରେ 19 ଜଣ ଆହତ ହୋଇଛନ୍ତି । ଧକ୍କା ବେଳେ ଟ୍ରେନରେ ଗତି କେତେ ଥିଲା ସେ ନେଇ କେୌଣସି ସୂଚନା ମିଳିନାହିଁ । ତେବେ ତୁରନ୍ତ ରେଳ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

Tags: INDIAnewsodisha
ShareTweetSendShare

RelatedNews

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ
Latest News

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.