Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଆନ୍ତର୍ଜାତୀୟ

ପାକିସ୍ତାନ ଯିବେ ଜୟଶଙ୍କର

Ramesh Parida by Ramesh Parida
Oct 15, 2024, 09:30 am GMT+0530
FacebookTwitterWhatsAppTelegram

ଆଜି ପାକିସ୍ତାନରେ ପହଞ୍ଚିବେ ଭାରତର ବୈଦେଶୀକ ମନ୍ତ୍ରୀ ଏସ. ଜୟଶଙ୍କର । 9 ବର୍ଷ ପରେ ଏହା ହେବ ଭାରତୀୟ ବୈଦେଶିକ ମନ୍ତ୍ରୀଙ୍କ ପ୍ରଥମ ପାକିସ୍ତାନ ଗସ୍ତ । ପାକିସ୍ତାନରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ସାମିଲ ହେବେ ଜୟଶଙ୍କର ।

ଏହି ଗସ୍ତକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ଦୀର୍ଘ ବର୍ଷ ଧରି ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସମ୍ପର୍କରେ ଲାଗି ରହିଥିବା ଉତ୍ତେଜନା ମଧ୍ୟରେ ଏହା ହେଉଛି ଭାରତର ପ୍ରଥମ  ଉଚ୍ଚସ୍ତରୀୟ ପାକିସ୍ତାନ ଗସ୍ତ । ଇସଲାମାବାଦରେ ପହଞ୍ଚିବା ପରେ ଜୟଶଙ୍କର ଏସସିଓ ସଦସ୍ୟ ଦେଶମାନଙ୍କୁ ସ୍ବାଗତ କରିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଦ୍ବାରା ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେବେ । ତେବେ ଏହି ଗସ୍ତ ଅବସରରେ ଜୟଶଙ୍କର ଏବଂ ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି ।

ଏହାପୂର୍ବରୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ସୁଷମା ସ୍ୱରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ଡିସେମ୍ବରରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଗସ୍ତ କରିଥିଲେ।

Tags: INDIAnewsodisha
ShareTweetSendShare

RelatedNews

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ
Latest News

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?
Latest News

ଆତଙ୍କବାଦ ବିରୋଧରେ ମୋଦିଙ୍କୁ କେଉଁ କେଉଁ ଦେଶ ସମର୍ଥନ ଦେଉଛନ୍ତି ?

ପାକିସ୍ତାନରେ ଭୂକମ୍ପର ଝଟକା
Latest News

ପାକିସ୍ତାନରେ ଭୂକମ୍ପର ଝଟକା

ଆଜି ବିଶ୍ୱ ଶ୍ରମିକ ଦିବସ
Latest News

ଆଜି ବିଶ୍ୱ ଶ୍ରମିକ ଦିବସ

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ
Latest News

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଅସୁସ୍ଥ

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.