Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ସରକାର କର୍ମଚାରୀଙ୍କୁ ଦୀପାବଳୀ ଭେଟି , ମହଙ୍ଗା ଭତ୍ତା ବୃଦ୍ଧି

Ramesh Parida by Ramesh Parida
Oct 16, 2024, 04:17 pm GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି । ଦରଦାମ୍‌ ବୃଦ୍ଧିର ଭରଣା ପାଇଁ ମୂଳ ବେତନ/ପେନସନର ବର୍ତ୍ତମାନର ୫୦% ଉପରେ ଅତିରିକ୍ତ ତିନି ପ୍ରତିଶତ (୩%) ଡିଏ/ଡିଆର ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁର କରିଛି । ସପ୍ତମ କେନ୍ଦ୍ରୀୟ ବେତନ ଆୟୋଗଙ୍କ ସୁପାରିସ ଆଧାରରେ ସ୍ୱୀକୃତ ଫର୍ମୁଲା ମୁତାବକ ଏହି ବୃଦ୍ଧି କରାଯାଇଛି । ଉଭୟ ଡିଏ ଓ ଡିଆର୍ ବୃଦ୍ଧି କାରଣରୁ ରାଜକୋଷ ଉପରେ ବାର୍ଷିକ ୯,୪୪୮.୩୫ କୋଟି ଟଙ୍କାର ମିଶ୍ରିତ ବୋଝ ପଡ଼ିବ। ଏହାଦ୍ୱାରା ପ୍ରାୟ ୪୯.୧୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୪.୮୯ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

କେନ୍ଦ୍ର ସରକାର କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଦୀପାବଳୀ ଭେଟି ଦେଇଛନ୍ତି । ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ମୋଦୀ ସରକାର ବୁଧବାର ନିଷ୍ପତ୍ତି ନେଇଛନ୍ତି । କ୍ୟାବିନେଟ ବୈଠକ ପରେ ସରକାର ଏଯି ସୂଚନା ପ୍ରଦାନ କରିଛନ୍ତି । ସପ୍ତମ ବେତନ ଆୟୋଗ ଅଧୀନରେ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିଷ୍ବତ୍ତି ନିଆଯାଇଛି ।

ବର୍ଦ୍ଧିତ ମହଙ୍ଗା ଭତ୍ତା ୧ ଜୁଲାଇ ୨୦୨୪ରୁ ଲାଗୁ ହେବ। ଏହାର ଅର୍ଥ ହେଉଛି ଲୋକମାନେ ୩ମାସର ବକେୟା ପାଇବେ। ଏଭଳି ପରିସ୍ଥିତିରେ, ଏଥର ଦୀପାବଳିରେ କର୍ମଚାରୀମାନେ ବୋନସ ସହିତ ବର୍ଦ୍ଧିତ ଦରମା ପାଇବେ।

Tags: Cabinet approvesDearness AllowanceINDIAnewsodisha
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା
Latest News

ମିଶନ ଶକ୍ତି: ଓଡ଼ିଶାରେ ମହିଳା ସଶକ୍ତିକରଣର ଏକ ସଫଳ ଯାତ୍ରା

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.