Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ବିମାନକୁ ବୋମା ଧମକ ଦେଉଥିବା ମାଷ୍ଟରମାଇଣ୍ଡ ଗିରିଫ

Ramesh Parida by Ramesh Parida
Oct 17, 2024, 09:10 am GMT+0530
FacebookTwitterWhatsAppTelegram

ମାତ୍ର 48 ଘଣ୍ଟା ମଧ୍ୟରେ 12 ବିମାନକୁ ବୋମା ଧମକ ଦେଇ ପୁରା ଦେଶକୁ ଦୋହଲାଇ ଦେବା ଘଟଣାରେ ପୁଲିସକୁ ମିଳିଛି ବଡ଼ ସଫଳତା । ଏପରି ବୋମା ଧମକ ପଛରେ ଥିବା ନାବାଳକଙ୍କୁ ଶେଷଣେ ପୁଲିସ ଧରିବାକୁ ସକ୍ଷମ ହୋଇଛି । ଛତିଶଗଡ଼ରେ ଏହି ନାବାଳକୁ ଧରିଛି ମୁମ୍ବାଇ ପୋଲିସ । ନାବାଳକକୁ ପୁଲିସ ହେପାଜତକୁ ନେବା ପରେ ସୁଧାର ଗୃହକୁ ପଠାଇ ଦେଇଛି ।

ନାବଳାକ ଜଣକ ଏକ୍ସରେ ନିଜ ସାଙ୍ଗ ପାଁରେ ଗୋଟିଏ ଆକାଉଣ୍ଟ ଖୋଲିଥିଲେ । ଏହାପରେ ବୋମା ଧମକ ଏହି ଆକାଉଣ୍ଟରେ ପୋଷ୍ଟ କରିଥିଲା । ସାଙ୍ଗ ସହ ବିବାଦ ସୃଷ୍ଟି ହୋଇଥିବାରୁ ତାକୁ ଫସାଇବା ପାଇଁ ସେ ଏପରି କରିଥିଲା  । ଏବେ ପୁଲିସ ଏହାର ଅଧିକ ତଦନ୍ତ କରୁଛି । ବାରମ୍ବାର ବୋମା ଧମକ ମିଳିବା ପରେ ପୂରା ଦେଶରେ ହଇଚଇ ସୃଷ୍ଟି ହୋଇଛି । ଧମକ ଘଟଣାରେ ଦିଲ୍ଲୀ ପୁଲିସ ମଧ୍ୟ 6ଟି ମାମଲା ରୁଜୁ କରିଥିଲା । ତେବେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ବୁଧବାର  ସରକାର ଏହାର ସମୀକ୍ଷା ପାଇଁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଡକାଇଥିବା ବୈଠକରେ ଡିଜିସିଏ, ସିଆଇଏସଏଫ, ବିସିଏଏସ, ଏଏଆଇ ଅଧିକାରୀ  ଯୋଗ ଦେଇଥିଲେ। ଗତ ୩ଦିନରେ ମଧ୍ୟରେ ୧୨ଟି ବିମାନକୁ ଧମକପୂର୍ଣ୍ଣ କଲ ଓ ଇମେଲ ଆସିବା ପରେସରକାର ଚିନ୍ତାରେ । ସବୁଠୁ ବଡ କଥା ହେଲା ଏହି ଧମକ କେବଳ ଭାରତରୁ ନୁହେଁ ବିଦେଶରୁ ମଧ୍ୟ ଆସୁଛି ।

Tags: INDIAnewsodisha
ShareTweetSendShare

RelatedNews

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ
Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ
Latest News

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା
Latest News

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?
Latest News

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.